Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Odisha
All about all odisha state news updates
ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ
ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ )
ଓଡ଼ିଶାରେ ରାଜ୍ୟସଭା ଆସନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଖାଲି ହୋଇଥିବା ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା!-->!-->!-->!-->!-->!-->!-->…
ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କଲେ ଗଜପତି
ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ )
ଶ୍ରୀମନ୍ଦିର ପରିଚାଳନା କମିଟି ସ୍ଥାୟୀ ସଭାପତି ତଥା ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଗୋବର୍ଦ୍ଧନ ପୀଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ସହିତ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏବଂ ଜିଲ୍ଲାପାଳ ସମର୍ଥ ବର୍ମା!-->!-->!-->!-->!-->…
କଥା ରଖୁନି ପଡ଼ୋଶୀ : କଲମାରେ ଲହଡ଼ି ଭାଙ୍ଗୁଛି ମହାନଦୀ
କଥା ରଖୁନି ପଡ଼ୋଶୀ : କଲମାରେ ଲହଡ଼ି ଭାଙ୍ଗୁଛି ମହାନଦୀ
ଅଯଥା ବିବାଦ ସୃଷ୍ଟି କରୁଛନ୍ତି ଅନୁଭବ
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ )
ଓଲିଉଡ୍ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବର୍ଷା ଅଭିଯୋଗ କରିଛନ୍ତି ଯେ, ଅନୁଭବ ବାରମ୍ବାର ଭିଡିଓ ଅପଲୋଡ କରି ଅଯଥା ବିବାଦ ସୃଷ୍ଟି କରୁଛନ୍ତି।!-->!-->!-->…
ଜୁନ୍ ମାସରୁ ରାସନ୍ କାର୍ଡରେ ଆଉ ମିଳିବନି ଗହମ
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨)
ରାଜ୍ୟରେ ଆସନ୍ତା ଜୁନ୍ ମାସରୁ ରାସନ କାର୍ଡରେ ମିଳୁଥିବା ଗହମ ଆଉ ମିଳିବନି। ଜୁନ୍ ମାସରୁ ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ ଅର୍ଥାତ୍ ୧୦ ମାସ ଯାଏ ଗହମ ମିଳିବନି। ଗରିବ ଖାଉଟି ମାନଙ୍କୁ ୧୦ ମାସ ଗହମ ବଦଳରେ ଚାଉଳ ମିଳିବ। ତେବେ ଏହାର ପ୍ରଭାବ ସିଧାସଳଖ!-->!-->!-->…
ଓଡ଼ିଶାରେ ତାତିରୁ ମିଳିଲା ତ୍ରାହି
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ )
ରାଜ୍ୟରେ କାଳବୈଶାଖୀ ବର୍ଷା ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହ ତୁହାକୁ ତୁହା ବର୍ଷା ହଉଛି । ବର୍ଷା ଫଳରେ ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ଏହା କିଛି ଲୋକଙ୍କ ପାଇଁ କାଳ ସାଜିଛି । ରାଜ୍ୟର ଭିନ୍ନ ଭିନ୍ନ!-->!-->!-->…
‘ମଙ୍କିପକ୍ସ’ ଓ ‘ଟାମଟୋ ଫ୍ଲୁ’କୁ ନେଇ କ’ଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜାଣନ୍ତୁ
‘ମଙ୍କିପକ୍ସ’ ଓ ‘ଟାମଟୋ ଫ୍ଲୁ’କୁ ନେଇ କ’ଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜାଣନ୍ତୁ