Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଛୁଟିଦିନରେ ଖୋଲା ରହିବ ଓଟି
ଭୁବନେଶ୍ବର : ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଅନେକ ସମସ୍ୟା କୁ ନେଇ ଏବେ ସରକାର ସଚେତନ ହୋଇଛନ୍ତି ରବିବାର ଓ ମାସର ଦ୍ବିତୀୟ ଓ ଚତୁର୍ଥ ଶନିବାର ରେ ସରକାରୀ ସ୍ବାସ୍ଥ୍ୟାନୁଷ୍ଠାନରେ ଅସ୍ତ୍ରୋପଚାର ବନ୍ଦ ରହିବାକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଥିଲା । ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ…
ବିଜେଡି ସଂସଦୀୟ ଦଳ ବୈଠକ ଆଜି
ଭୁବନେଶ୍ବର: ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ । ନବୀନ ନିବାସରେ ଦିନ ୧୨ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅକ୍ଷଧ୍ୟତାରେ ବସିବ ବୈଠକ। ସଂସଦ ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି। ଗୃହରେ କେଉଁ ପ୍ରସଙ୍ଗ ଉଠାଇବ ଦଳ, ସାଂସଦଙ୍କ ସହ ଆଲୋଚନା କରିବେ ବିଜେଡି ସୁପ୍ରିମୋ ।…
ଖଣ୍ଡଗିରି ମାଘ ମେଳା ଆଜିଠୁ
ଭୁବନେଶ୍ବର: ଆଜିଠୁ ଖଣ୍ଡଗିରି ମାଘ ମେଳା । ଜମିଲାଣି ବାବାଙ୍କ ମେଳି । ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ଯଜ୍ଞ ଆରମ୍ଭ କରିବେ । କରୋନା କଟକଣା ନଥିବାରୁ ଏଥର ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଫେବୃୟାରୀ ୧୦ ତାରିଖ…
ଆଜି ପବିତ୍ର ମାଘ ସପ୍ତମୀ
ପବିତ୍ର ମାଘ ସପ୍ତମୀ ପାଇଁ ଚଳଚଞ୍ଚଳ ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ମାଘ ସପ୍ତମୀରେ ଆଜି ସକାଳୁ ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁ ଗତକାଲିଠୁ ଭିଡ ଜମାଇଛନ୍ତି । ଭୋର ୪ଟା ୪୧ ମିନିଟରୁ ଶ୍ରଦ୍ଧାଳୁମାନେ ତୀର୍ଥ ପୁଷ୍କରିଣୀରେ ବୁଡ ପକା ଆରମ୍ଭ ହୋଇଛି ।…
ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର
ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ…
ହକି ବିଶ୍ବକପ ଅବସରରେ ହୋଟେଲ ପ୍ରେସିଡେନସିରେ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ
ଭୁବନେଶ୍ବର: ହୋଟେଲ ପ୍ରେସିଡେନସି ତରଫରୁ ହକି ବିଶ୍ବକପ ଅବସରରେ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ହକି ଫେଡେରେସନର ସଭାପତି ଦିଲ୍ଲୀପ ତିର୍କୀ, ମହାରାଷ୍ଟ୍ର ସରକାରଙ୍କ ତରଫରୁ ଦୀପକ ହାରକେ, ଇଣ୍ଡିଆନ ଆର୍ମି ତରଫରୁ କର୍ଣ୍ଣେଲ ସାଗର ମହାନ୍ତିଙ୍କ ସହ ଓଡ଼ିଶା,…
ଓଡ଼ିଶାର ୪ ଜଣ ପାଇବେ ପଦ୍ମଶ୍ରୀ
ଓଡିଶାର ୪ ଜଣଙ୍କୁ ମିଳିବ ପଦ୍ମ ପୁରସ୍କାର । ମାଗୁଣି ଚରଣ କୁଅଁରଙ୍କୁ କଳା କ୍ଷେତ୍ର ପାଇଁ ପଦ୍ମ ପୁରସ୍କାର ମିଳିବ । ସେହିପରି କ୍ରିଷ୍ଣା ପଟେଲଙ୍କୁ କଳା ପାଇଁ ମିଳିବ ପଦ୍ମ ଶ୍ରୀ । କୃଷି ପାଇଁ ପଟ୍ଟାୟତ ସାହୁଙ୍କୁ ମିଳିବ ପଦ୍ମ ଶ୍ରୀ । ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ଶିକ୍ଷା ଓ ସାହିତ୍ୟ ପାଇଁ…
ବିଶ୍ୱକପ ସେମିଫାଇନାଲରେ ଜର୍ମାନୀ ଓ ନେଦରଲାଣ୍ଡ୍ସ
ଓଡ଼ିଶାରେ ଚାଲିଥିବା ଚଳିତ ଏଫଆଇଏଚ ହକି ବିଶ୍ୱକପରେ ସେମିଫାଇନାଲକୁ ଯାଇଛନ୍ତି ଜର୍ମାନୀ ଓ ନେଦରଲାଣ୍ଡ୍ସ । କ୍ୱାଟର ଫାଇନାଲରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଇଂଲଣ୍ଡ-ଜର୍ମାନୀ ୨-୨ ଗୋଲ ଦେଇଥିଲେ । ଶେଷରେ ସୁଟଆଉଟ ୪-୩ରେ ଜିତିଥିଲା ଜର୍ମାନୀ । ଏହା ପୂର୍ବରୁ ମଧ୍ୟ ଇଂଲଣ୍ଡ ବିଶ୍ୱକପରେ…
ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ
ସାରା ଦେଶ ଆଜି ପାଳନ କରୁଛି ୭୪ତମ ସାଧାରଣତନ୍ତ୍ର ଦିବସ। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ…
ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ
ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ ହୋଇଛି । ଦିଲ୍ଲୀରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ରେନର ଶୁଭାରମ୍ଭ କରିଛନ୍ତି । ୮ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍ ଯାତ୍ରା କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…