Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା
MCA student commits suicide in Bhubaneswar
ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାରର ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ମିଳିଛି। ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି!-->!-->!-->…
ସରୁନି ବିଏମ୍ସି ନୂଆ ମୁଖ୍ୟାଳୟ ନିର୍ମାଣ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ଆରମ୍ଭ ହେବାର ଦୁଇବର୍ଷ ପରେ ବି ବହୁ ପ୍ରତୀକ୍ଷିତ ବିଏମ୍ସିର ନୂତନ ମୁଖ୍ୟାଳୟ ନିର୍ମାଣ କାର୍ଯ୍ୟ ସରିବାର ନାଁ ଧରୁନି। ୨୦୧୯ ଜୁନ୍ରେ ସତ୍ୟନଗର ଶ୍ମଶାନ ସମ୍ମୁଖରେ ଏହି ବିଲ୍ଡିଂ ନିର୍ମାଣ ଆରମ୍ଭ ହୋଇଥିଲା। ଦୁଇବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୧ ଜୁନ୍!-->!-->!-->…