Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
Odisha
All about all odisha state news updates
ଆଉ ଗୋଟିଏ ଦିନ ବଢ଼ିଲା କଟକ ବାଲିଯାତ୍ରା
ଆସନ୍ତାକାଲି ସରିଥାନ୍ତା କଟକ ବାଲିଯାତ୍ରା । ଲୋକଙ୍କ ଆଗ୍ରହକୁ ଦେଖି ଆଉ ଗୋଟିଏ ଦିନ ବଢାଇବାକୁ ନିଷ୍ପତ୍ତି ନେଇଛି ସିଏମସି । ଗତକାଲି ବାଲିଯାତ୍ରା ପଡିଆରେ ହୋଇଥିବା ସିଏମସି ବୈଠକରେ ଆଲୋଚନା ପରେ ବିଧିବଦ୍ଧ ଭାବେ ପ୍ରସ୍ତାବ ଦେଇ ଚିଠି ଲେଖାଯାଇଥିଲା । ଫଳରେ ବାଲିଯାତ୍ରା ଆଉ ଗୋଟିଏ!-->…
ସ୍କୁଲରେ ମିଳିବ ଜେଇଇ, ନିଟ୍ କୋଚିଂ
ଡାକ୍ତର ଓ ଇଂଜିନିୟର ପାଠ ପଢିବାରେ ଆଉ ଅର୍ଥ ସାଜିବନି ବାଧକ । ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ ହେବ ସାକାର । ଏକାଦଶ ଓ ଦ୍ୱାଦଶ ଶ୍ରେଣୀରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍କୁଲରେ ମାଗଣାରେ ଦିଆଯିବ ଜେଇଇ ଓ ନିଟ୍ ପାଇଁ କୋଚିଂ । ହାଇସ୍କୁଲ କ୍ୟାମ୍ପସକୁ ଜୁନିଅର କଲେଜ ଆସିବା!-->…
ଆଜିଠୁ ପାରାଦୀପ ଉପକୂଳରେ ପ୍ରତିରକ୍ଷା ଅଭ୍ୟାସ କରିବ ନୌସେନା
ଆଜିଠୁ ପାରାଦୀପ ଉପକୂଳରେ ପ୍ରତିରକ୍ଷା ଅଭ୍ୟାସ କରିବ ନୌସେନା । ଯାହାର ନାଁ ରଖାଯାଇଛି ‘ସି-ଭିଜିଲ୍’। ନୌସେନା ସହ ତଟରକ୍ଷୀ ବାହିନୀ, ସାମୁଦ୍ରିକ ପୁଲିସ, ସୀମାଶୁଳ୍କ ବିଭାଗ, ବନ ବିଭାଗ, ମତ୍ସ୍ୟ ବିଭାଗ, ଓଡିଶା ପୁଲିସ, କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବଳ, ଗୁଇନ୍ଦା ବିଭାଗ!-->…
ବିଜେପିର ଚାଷୀକାର୍ଡ
ପଦ୍ମପୁର ଲୋକାରଣ୍ୟ। ଚାରିପଟେ ବିଜେପିର ଦଳୀୟ ପତାକା। ହଜାର ହଜାର କର୍ମୀ ଓ ସମର୍ଥକଙ୍କ ଭିଡ଼ରେ ରାସ୍ତାଘାଟ ଜାମ୍। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ତୁଙ୍ଗନେତାଙ୍କୁ ନେଇ ବିରାଟ ଶୋଭାଯାତ୍ରା। ଏହି ଶୋଭାଯାତ୍ରା ବି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିଲା।!-->…
ବର୍ଷା ସିଂ ବରିହା ପଦ୍ମପୁର ଉପନିର୍ବାଚନ ବିଜେଡି ପ୍ରାର୍ଥୀ
ବହୁ କସରତ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ ଝିଅ ବର୍ଷା ସିଂ ବରିହାଙ୍କୁ ବିଜେଡି ଆଜି ତାର ପ୍ରାର୍ଥୀ ଭାବେ ଘୋଷଣା କରିଛି। ବର୍ଷା ହେଉଛନ୍ତି ବିଜେପି ନେତା ତଥା ପୂର୍ବତନ ବିଧାୟକ ରମା!-->…
ଆଜି ଶିଶୁ ଦିବସ, ପଣ୍ଡିତ ଜବାହରଲାଲ ନେହରୁଙ୍କ ଜନ୍ମଦିନ
ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳନ ହେଉଛି । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଅନକେ ସ୍ବପ୍ନ ଦେଖିଥିଲେ ନେହରୁ । ତେଣୁ ଆଜି ଦିନକୁ ବିଭିନ୍ନ ସ୍ଥାନରେ ଉତ୍ସବ ଭାବେ ପାଳନ ହେଉଛି ।!-->…
ଏସ୍ଆଇଟିରେ ଉଠିଲା ଅର୍ଚ୍ଚନା ପ୍ରସଙ୍ଗ
ବହୁଚର୍ଚ୍ଚିତ ମାୟାବିନୀ ଅର୍ଚ୍ଚନା ନାଗ ମାମଲା ରବିବାର ସୁପ୍ରିମ୍ କୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ତଥା ଏସ୍ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ କଳାଧନ ନେଇ ଗଠିତ ଏସ୍ଆଇଟି ବୈଠକରେ ଉଠିଥିଲା । ଏହି ମାମଲାର ତଦନ୍ତ ନେଇ କେତେ ଅଗ୍ରଗତି ଘଟିଛି ସେନେଇ!-->…
ପ୍ରଭୁ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ଗର୍ଭଗୃହ ଦ୍ୱାରବନ୍ଧରେ ବଡ ଫାଟ
ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ବଡ଼ ଫାଟ ସୃଷ୍ଟି ହୋଇଛି। ମନ୍ଦିରର ମୁଖ୍ୟ ଫାଟକ ସିଂହଦ୍ୱାର ନିକଟରେ ବଡ଼ ଫାଟ ଦେଖିବାକୁ ମିଳିଛି। ପୂର୍ବରୁ ଏହା ଛୋଟ ଆକାରରେ ଥିଲା। ଦ୍ୱାରବନ୍ଧ ପାଖରେ ଦେଖା ଯାଇଥିବା ଫାଟ ଧିରେ ଧିରେ ବଡ଼ ହେବାରେ ଲାଗିଛି। ହେଲେ ମରାମତିର ଅଭାବରୁ ଏହି ଫାଟ ବଡ଼ ହୋଇ!-->…
କୌଣାର୍କରେ ପର୍ଯ୍ୟଟକଙ୍କୁ ସୁବିଧା ଯୋଗାଇବାରେ ସରକାର ଏବଂ ମନ୍ଦିର ପ୍ରଶାସନ ବିଫଳ
ପର୍ଯ୍ୟଟନର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କୌଣାର୍କରେ ପର୍ଯ୍ୟଟକଙ୍କୁ ସୁବିଧା ଯୋଗାଇବାରେ ସରକାର ଏବଂ ମନ୍ଦିର ପ୍ରଶାସନ ବିଫଳ ହୋଇଛନ୍ତି । ଏପରିକି ମନ୍ଦିର ବୁଲିବା ପାଇଁ ଆସିଥିବା ପର୍ଯ୍ୟଟକମାନଙ୍କୁ ଟିକେଟ୍ ମିଳୁନାହିଁ । ଟିକେଟ୍ କାଉଣ୍ଟରରେ ଟିକେଟ୍!-->…