Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
କଟକ ଭୁବନେଶ୍ବରରେ ଆସନ୍ତାକାଲିଠୁ ୫ଜି ସେବା ଆରମ୍ଭ
ଭୁବନେଶ୍ବର: ବହୁ ପ୍ରତିକ୍ଷିତ 5ଜି ସେବା ଓଡ଼ିଶାରେ ଆସନ୍ତାକାଲିଠୁ ଆରମ୍ଭ ହେବ । ରେଳମନ୍ତ୍ରୀ କହିଥିଲେ ଜାନୁଆରୀ ୨୬ ପୂର୍ବରୁ ରାଜ୍ୟରେ ଫାଇଭ୍ ଜି ସେବା ଆରମ୍ଭ ହେବ ବୋଲି । ତାହା ସତ ହୋଇଛି । ତିନି ସପ୍ତାହ ପୂର୍ବରୁ ଓଡ଼ିଶାବାସୀ 5ଜି ସେବାର ଅନୁଭୂତି ପାଇବେ । ଓଡ଼ିଶାରେ ଆରମ୍ଭ ହେବ…
ନାଗ-ଚାନ୍ଦ ଦମ୍ପତିଙ୍କ ସମ୍ପତ୍ତି ବାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ବହୁଚର୍ଚ୍ଚିତ ଅଚ୍ଚର୍ନା ନାଗଙ୍କ ସଂପତ୍ତି ଏବେ ଇଡି ବାଜ୍ୟାପ୍ତି କରିବ । ଇଡି ଅର୍ଚ୍ଚନା ନାଗ, ଜଗବନ୍ଧୁ ଓ ତାଙ୍କ ସହଯୋଗୀ ଖଗେଶ୍ବର ପାତ୍ରଙ୍କ ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି କରିବା ପ୍ରକ୍ରିୟା ଆରମ୍ଭ କରିଥିବା ନେଇ ସୂଚନା ମିଳିଛି। ଏନେଇ ଇଡି ୩…
କଟକରେ ହକି ରାଜନୀତି
କଟକ: କଟକରେ ଆୟୋଜନ ହେବାକୁ ଯାଉଥିବା ହକି ବିଶ୍ବକପ୍ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଦଳମତ ନିର୍ବିଶେଷରେ ସମସ୍ତଙ୍କୁ ସାମିଲ କରିବା ପାଇଁ ଉଦ୍ୟମ ହୋଇଥିଲା। ହେଲେ ବିରୋଧୀ ଦଳର ଚେହେରା ଭାବେ କେବଳ ଅମରେନ୍ଦୁ ମହାନ୍ତିଙ୍କୁ ବାଦ୍ ଦେଲେ କଂଗ୍ରେସ, ବିଜେପି ଅଥବା ଅନ୍ୟ କୌଣସି ଦଳର…
ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ରୁଷୀୟ ମୁଖ୍ୟଯନ୍ତ୍ରୀଙ୍କର ଅସ୍ବାଭାବିକ ମୃତ୍ୟୁ
ପାରାଦୀପ: ରାଜ୍ୟରେ ପୁଣି ଜଣେ ରୁଷୀୟ ନାଗରିକଙ୍କ ମୃତ୍ୟୁ ଘଟିଛି। ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ଜଣେ ରୁଷୀୟ ମୁଖ୍ୟଯନ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ଏହାକୁ ଏକ ଅସ୍ବାଭାବିକ ମୃତ୍ୟୁ ବୋଲି କୁହାଯାଉଛି।
ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତ ଇଞ୍ଜିନିୟର ଅଲଦାନା ଭେସେଲରେ…
ଆଉ ନାହାନ୍ତି ଆଳୟ ମହାନ୍ତି
ଭୁବନେଶ୍ବର : ଆଉ ନାହାନ୍ତି ଆଳୟ ମହାନ୍ତି । ବରିଷ୍ଠ ସାମ୍ବାଦିକ, ସମାଜସେବୀ ପ୍ରଯୋଜକ ତଥା ଓୟୁଜେର ପୂର୍ବତନ ସାଧାରଣ ସମ୍ପାଦକ ଆଳୟ ମହାନ୍ତିଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ। କ୍ୟାପିଟାଲ ହସ୍ପିଟାଲରେ…
ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି
ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି । ତୁଟିଲା ୩ ଦିନ ଧରି ଚାଲିଥିବା ଅଚଳାବସ୍ଥା । ସର୍କିଟ ହାଉସ ବୈଠକ ପରେ ନୀତିକାନ୍ତି ପାଇଁ ବାହାରିଛି ସମାଧାନର ବାଟ । ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନିତିକାନ୍ତି ଆରମ୍ଭ କରାଯାଇଛି ।…
ଶୁଭଶ୍ରୀଙ୍କ ଜୀବନ ଗଲା କେମିତି?
କେନ୍ଦୁଝର: ରାତିରେ ନାଚଗୀତରେ ଝୁମୁଥିଲେ । ସକାଳୁ ଦେଖିବା ବେଳକୁ ଜୀବନ ନାହିଁ । ଶୁଭଶ୍ରୀଙ୍କ ଜୀବନ ନେଲା କିଏ? ଯଦି ବିଷକ୍ରିୟାରୁ ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ହୋଇଛି। ତେବେ ତାଙ୍କୁ ବିଷ କିଏ ଆଣି ଦେଲା ନା ସେ ନିଜେ ଆଣି ପିଇଛନ୍ତି । କଣ ପାଇଁ ଜୀବନ ହାରିଲେ ଶୁଭଶ୍ରୀ ? ଏମିତି…
ଶ୍ରୀଲିଙ୍ଗରାଜ ଉପାସ !
ଭୁବନେଶ୍ବର: ସମାଧାନ ହୋଇପାରୁନି ବିବାଦ । ଉପାସରେ ଅଛନ୍ତି ପ୍ରଭୁ ଲିଙ୍ଗରାଜ। ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ ଦୀର୍ଘଦିନ ଧରି ଲାଗିରହିଛି । ଯାହା ଫଳରେ ନୂଆବର୍ଷ ଠାରୁ ବନ୍ଦ ରହିଛି ନୀତିକାନ୍ତି। ଭୋଗମଣ୍ଡପରେ ଅଣସେବାୟତ ପ୍ରବେଶକୁ ବିରୋଧ କରି ଏଭଳି ସମସ୍ୟା ସୃଷ୍ଟି…
ବର୍ଷର ଶେଷ ଦିନରେ ପୁରୀରେ ପର୍ଯ୍ୟଟକଙ୍କ ଭିଡ଼
ପୁରୀ: ଆଜି ବର୍ଷର ଶେଷ ଦିନ । ନୂଆ ବର୍ଷ ଆସିବା ପୂର୍ବରୁ ଲୋକେ ମନ୍ଦିରରେ ଠାକୁରଙ୍କୁ ଦର୍ଶନ କରିବାକୁ ଭିଡ ଜମାଇଛନ୍ତି । ପୁରୀରେ ଏଥିପାଇଁ ପ୍ରବଳ ଭିଡ ଦେଖିବାକୁ ମିଳିଛି । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁମାନେ ବିଭିନ୍ନ ସ୍ଥାନରୁ ଯାଇ ପହଁଚିଛନ୍ତି । ୨୦୨୨ର…
ସରକାରୀ କର୍ମଚାରୀଙ୍କୁ ୪% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ଶୁକ୍ରବାର ଦିନ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪%ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଛି।…