Browsing Category

Odisha

All about all odisha state news updates

ଭୁବନେଶ୍ବରକୁ ୭୮ ବର୍ଷ,ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ

୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର । ପ୍ରତିଷ୍ଠା ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ । ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ । ଏହି ଅବସରରେ ସହରରେ ଦୁଇ ଦିନିଆ ‘ରାଜଧାନୀ ମହୋତ୍ସବ’ ଆରମ୍ଭ ହୋଇଛି  । ଆଜି ସକାଳୁ ପିଏମଜି ଛକ ନିକଟରେ ଥିବା…

ଦିନିକିଆ ଗସ୍ତରେ ରାଉରକେଲା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦିନିକିଆ ଗସ୍ତରେ ରାଉରକେଲା ଆସିବେ ମହାମହିମ ।  ଏପ୍ରିଲ ୨୧ରେ ରାଉରକେଲା ଗସ୍ତ କରି ୧୫୭ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୧ଟା୧୦ରେ…

କିମ୍ବଦନ୍ତୀ କଣ୍ଠଶିଳ୍ପୀ ଆଶା ଭୋସଲେଙ୍କର ପରଲୋକ,ବିଭିନ୍ନ ମହଲରୁ ତାଙ୍କ ଅମର ଆତ୍ମାର ସଦଗତି କାମନା କରାଯାଇ…

ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା କିମ୍ବଦନ୍ତୀ କଣ୍ଠଶିଳ୍ପୀ ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଆଶା ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ​ତାଙ୍କର…

ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ

ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ ହେବ । ଗତ ମାସରେ ହୋଇଥିବା କ୍ଷେତ୍ରୀୟ ପରିଦର୍ଶନର ରିପୋର୍ଟକୁ ଶୁଣାଣିରେ ଅନ୍ତର୍ଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ । ଅଗଷ୍ଟ ୨୦୨୫ରୁ ଏବେ ପର୍ଯ୍ୟନ୍ତ ଟେକ୍ନିକାଲ ଟିମ୍‌ର ୧୩ ଥର ବୈଠକ ହୋଇ ସାରିଛି । ମହାନଦୀରେ…

ଦୁର୍ଘଟଣାର ଶିକାର ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସର୍ବାଧିକ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାସଲେସ୍ ଚିକିତ୍ସା…

ସଡ଼କ ଦୁର୍ଘଟଣାରେ ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ ରାହତ’ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣ ବେକ୍ଷଣ ନୀତି…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ । ୧୧ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର । ୫ଟି ବିଭାଗର ୧୧ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ବୈଠକ ସରିବା ପରେ ପ୍ରେସମିଟ୍‌ରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ରଖିଛନ୍ତି । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ବିନା ଭୋଜନ ବିରତିରେ ସମସ୍ତ ସରକାରୀ…

ରାଜ୍ୟକୁ ଫେରିବ ଗରମ ଗୁଳୁଗୁଳି । ବୌଦ୍ଧ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ପ୍ରଶାସନ ପକ୍ଷରୁ ସର୍କୁଲାର ଜାରି କରାଯାଇଛି । ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ସର୍କୁଲାର ଜାରି କରିଛନ୍ତି ଜିଲ୍ଲା ପ୍ରଶାସନ । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ବିନା ଭୋଜନ ବିରତିରେ…

ପାଓ୍ବାର କଟ୍ କୁ ନେଇ ଗୁଡ୍ ନ୍ୟୁଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ,ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା…

ଖରାଦିନେ ଆଉ ଅସହ୍ୟ ତାତିରେ ଛଟପଟ ହେବେନି ଲୋକେ ।ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରିକଟିବନି ବିଦ୍ୟୁତ । ପାଓ୍ବାର କଟ୍କୁ ନେଇ ଏକ ଗୁଡ୍ ନ୍ୟୁଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯାହା ସମସ୍ତଙ୍କୁ ଆଶ୍ବସ୍ତ କରାଇବ । ଗୁରୁବାର ବାଲିଅନ୍ତା ଠାରେ ବିଦ୍ୟୁତ ସବ୍…

ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଲେ ଆଇନ…

ସୋସିଆଲ ମିଡିଆ ୟୁଜର୍ସ ସାବଧାନ। ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ। ଏଣିକି ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର ଆଇନ ଆଣିବେ। ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା…

ରାଜ୍ୟର ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଏଲପିଜି ଗ୍ୟାସ ,କେବଳ କମ୍ପାନୀ ପ୍ରଦତ୍ତ ସିଲିଣ୍ତରରେ ରିଫିଲିଂ ହେବ- ଯୋଗାଣ…

ରାଜ୍ୟର ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଏଲପିଜି ଗ୍ୟାସ। ଏନେଇ ସୂଚନା ଦେଇଛନ୍ତି , ଯୋଗାଣ ମନ୍ତ୍ରୀ କୃଷ୍ଣଚଦ୍ର ପାତ୍ର। ୫ କେଜିର ଏଲପିଜି ଗ୍ୟାସ ପ୍ରଚୁର ମାତ୍ରାରେ ଉପଲବ୍ଧ ହେବ। କେନ୍ଦ୍ରସରକାରଙ୍କ ଫ୍ରି ଟେଡ୍ ଏଲପିଜି ସ୍କିମରେ ଉପଲବ୍ଧ ହେବ। ଦେଶରେ ୩ଗ୍ୟାସ କମ୍ପାନୀ ଏହା ଉପଲବ୍ଧ…