Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ମୁହାଁମୁହିଁ ହେବେ ଅର୍ଚ୍ଚନା ଓ ଜଗବନ୍ଧୁ
ସେକ୍ସୋଟର୍ସନ ରାଣୀ ଅର୍ଚ୍ଚନାଙ୍କ ପେଡ଼ି ଖୋଲିବ ଇଡି। ପତି ଜଗବନ୍ଧୁ ଓ ଅର୍ଚ୍ଚନାଙ୍କୁ ମୁହାଁମୁହିଁ ବସାଇ ଜେରା କରାଯିବ। ଏଥିପାଇଁ ଜିଲ୍ଲା କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଆଜି ଅର୍ଚ୍ଚନା ଇଡି କାର୍ଯ୍ୟାଳୟକୁ ଫେରି ଯାଇଥିବା ବେଳେ ଆସନ୍ତାକାଲିଠାରୁ ଜଗବନ୍ଧୁ ଇଡ଼ିର ଖୁଆଡକୁ ଆସିବେ।!-->…
କୋର୍ଟରେ ହାଜର ପରେ ଅର୍ଚ୍ଚନା ନାଗଙ୍କୁ ଗିରଫ କଲା ଇଡି
ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ (ଇଡି) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଗିରଫ କରିଛି। ୭ ଦିନିଆ ରିମାଣ୍ଡ ସରିବା ପରେ ଅର୍ଚ୍ଚନା ନାଗଙ୍କୁ ଇଡି ଆଜି କୋର୍ଟରେ ହାଜର କରିଥିଲା। ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରିବା ପରେ ଅର୍ଚ୍ଚନାଙ୍କୁ ଗିରଫ କରିଛି।!-->…
ଲେଡି ବ୍ଲାକମେଲର କେତେ ସତ କହିଲେ ତାକୁ ନେଇ ଚର୍ଚା
ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ରିମାଣ୍ଡ ଅବଧି ଆଜି ସରୁଥିବା ବେଳେ ସେ କେତେ ସତ କହିଛନ୍ତି ତାହାକୁ ନେଇ ଚର୍ଚା । ତେବେ ଏହି ୭ ଦିନିଆ ରିମାଣ୍ଡ ଅବଧିରେ ଅର୍ଚ୍ଚନା ଅନେକ ପ୍ରଶ୍ନର ଉତ୍ତର ନଦେଇ ଚୁପ ରହିଥିବା କୁହାଯାଉଛି । ସେ ସବୁ କହିବେ ବୋଲି ମିଡିଆ ଆଗରେ କହିଥିଲେ!-->…
ରାଜଧାନୀ ରାସ୍ତାରୁ ହଟିବେ ବୁଲା ଗୋରୁ
ହକି ବିଶ୍ୱକପ ପୂର୍ବରୁ ରାଜଧାନୀ ରାସ୍ତାରୁ ହଟିବେ ବୁଲା ଗୋରୁ । ବୁଲା ଗୋରୁ ଧରିବା ପାଇଁ ଜୋରଦାର ହୋଇଛି ଅଭିଯାନ । ଗତକାଲି ପାଗଣ ଷଣ୍ଢ ମାତିବା ଘଟଣା ପରେ ବୁଲାଗୋରୁଙ୍କୁ ଧରିବା ପ୍ରକ୍ରିୟା ବ୍ୟାପକ କରାଯାଇଛି । ଏହି ଅଭିଯାନରେ ୩ଟି ଜୋନରେ ୪ଟି ଟିମ୍ ନିୟୋଜିତ କରାଯାଇଛି । ଗତକାଲି!-->…
ଓକିଲଙ୍କ ଲାଇସେନ୍ସ ରଦ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ
ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ରଦ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ । ଆଜି ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ବିରୋଧରେ ଆନ୍ଦୋଳନକୁ ଓହ୍ଲାଇବେ ରାଜ୍ୟର ସମସ୍ତ ବାର୍ ଆସୋସିଏସନ୍ । ୧୭୨ ବାର ଆସୋସିଏସନ ଏକାଠି ହୋଇ ପାଳିବେ ପ୍ରତିବାଦ ଦିବସ । ଏହାସହିତ କାର୍ଯ୍ୟବନ୍ଦ ଡାକରା!-->…
ବିଧାୟିକା ଭାବେ ଶପଥ ନେଲେ ପଦମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା
ଆଜି ବିଧାୟିକା ଭାବେ ଶପଥ ନେଇଛନ୍ତି ପଦ୍ମପୁର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେଇଛନ୍ତି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇଛନ୍ତି । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ବାଚସ୍ପତି । ବିଜୟ ରଞ୍ଜନ ସିଂ ବରିହାଙ୍କ!-->…
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତେଲେଙ୍ଗନା ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କୁ ଜେରା କରିବ ସିବିଆଇ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ନେତା ମନ୍ତ୍ରୀଙ୍କ ପିଛା ଛାଡୁନି ସିବିଆଇ । ତେଲେଙ୍ଗନା ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କୁ ଏହି ମାମଲାରେ ଜେରା କରିବ ସିବିଆଇ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କୁ ଆଜି ତାଙ୍କ ବାସଭବନରେ ସିବିଆଇ ପଚରାଉଚରା କରିବ!-->…
ମହାନଦୀରେ ବୁଡ଼ି ଛାତ୍ରଙ୍କର ମୃତ୍ୟୁ
କଟକ: କଟକର ଯୋବ୍ରା ଆନିକଟରେ ବୁଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ଛାତ୍ର ଜଣକ ଜଗତପୁର ଥାନାର ପଶ୍ଚିମକଚ୍ଛ ଅଞ୍ଚଳର ସୋହେଲ ଖାନ ବୋଲି ଜଣାଯାଇଛି। ଘଟଣା ସଂପର୍କରେ ଖବର ପାଇ ଜଗତପୁର ଥାନା ପୁଲିସ ଓ ଅଗ୍ନିଶମ ବାହିନୀର ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ!-->…
ଲାଇଟ୍ ହାଉସ୍ ପର୍ଯ୍ୟଟନ ପ୍ରକଳ୍ପରେ ଓଡିଶାରୁ ପାଞ୍ଚ ସାମିଲ୍
ନୂଆଦିଲ୍ଲୀ: ସରକାରୀ ଘରୋଇ ଭାଗୀଦାରୀ (ପିପିପି)ରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ନିମନ୍ତେ ନିର୍ଦ୍ଧାରିତ ହୋଇଥିବା ୬୫ଟି ଲାଇଟ୍ ହାଉସ୍ ମଧ୍ୟରୁ ଓଡିଶାର ପାଂଚଟି ଲାଇଟ୍ ହାଉସ୍କୁ ଚିହ୍ନଟ କରାଯାଇଛି । ସେଗୁଡିକ ହେଉଛି , ଗୋପାଳପୁର ଲାଇଟ୍ ହାଉସ୍, ପୁରୀ ଲାଇଟ୍ ହାଉସ୍, ଚନ୍ଦ୍ରଭାଗା!-->…
ସ୍ଥଳଭାଗ ଅତିକ୍ରମ କରିବ ‘ମେଣ୍ଡୋସ୍’
ନଭେମ୍ବର ମାସରେ ବାତ୍ୟାକୁ ନେଇ ଚାଷୀ ଚିନ୍ତିତ । ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମେଣ୍ଡୋସ୍ ଘୂର୍ଣ୍ଣିଝଡ଼ ପାଇଁ ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବାତ୍ୟା ସତର୍କତା ଜାରି କରିଛି । ଏହି ଘୂର୍ଣ୍ଣିଝଡ଼ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଉତ୍ତର ତାମିଲନାଡୁ,!-->…