Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ!-->…
ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତାକାଲି ଭୋଟ ଗ୍ରହଣ
ପଦ୍ମପୁର ଉପନିର୍ବାଚନ ପାଇଁ ଗତକାଲି ପ୍ରଚାର ସରିଥିବା ବେଳେ ଆସନ୍ତାକାଲି ହେବ ଭୋଟ ଗ୍ରହଣ। ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ଭୋଟିଂ ଲାଗି ମୋଟ ୩୧୯ଟି ବୁଥ୍ କରାଯାଇଛି। ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି। ୭୪ଟି ବୁଥ୍ ନକ୍ସଲ!-->…
ସରିଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ
ବୁଧବାରଠୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଥିବା ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ମୋଟ ୧୦ଲକ୍ଷ ୪୮ହଜାର ୮୦୭ କୋଟି ଟଙ୍କାର ୭୪୧ଟି ପୁଞ୍ଜିନିବେଶ ପ୍ରତିଶ୍ରୁତି ମିଳିଛି । ଏହି କନକ୍ଲେଭ ମାଧ୍ୟମରେ ରାଜ୍ୟକୁ ପ୍ରାୟ ୬ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ରାଜ୍ୟ ସରକାର ଲକ୍ଷ୍ୟଧାର୍ଯ୍ୟ!-->…
ଅର୍ଚ୍ଚନା ନାଗ ବ୍ଲାକ୍ମେଲିଂ ମାମଲାରେ 5ରେ କୋର୍ଟରେ ହାଜର ହେବେ ଅର୍ଚ୍ଚନା
ଅର୍ଚ୍ଚନା ନାଗ ବ୍ଲାକ୍ମେଲିଂ ମାମଲାରେ ଜଣଙ୍କ ପରେ ଜଣଙ୍କୁ ଇଡି ଘନ ଘନ ଜେରା କରୁଛି । ଅର୍ଚ୍ଚନା ସହ କଣ ଆର୍ଥିକ ନେଣଦେଣ ରହିଛି ତାହାର ଖୋଳତାଡ କରୁଛି ଇଡି । ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଥିଲେ ଜମି ବିକ୍ରେତା ପ୍ରଭାତ ରଞ୍ଜନ ପତି । ସେ ଅର୍ଚ୍ଚନାଙ୍କୁ ଜମି!-->…
ମନ ମୋହୁଛି କୋଣାର୍କ ଉତ୍ସବ
ମନ ମୋହୁଛି କୋଣାର୍କ ଉତ୍ସବ । କୋଣାର୍କ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମଣିପୁରୀ ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତ କାର୍ଯ୍ୟକ୍ରମର ପ୍ରଥମ ଚରଣରେ ଜବାହରଲାଲ ନେହେରୁ ନୃତ୍ୟ ଏକାଡେମୀ ଇମ୍ଫାଲର ଏଲ ଉପେନ୍ଦ୍ର ଶର୍ମା ଓ ସାଥୀ କଳାକାରମାନେ!-->…
ସାରିଦେଲେ ଅଧାରୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଅଧାରେ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ ମାତ୍ର ୮ ଦିନ ଚାଲିପାରିଲା ଗୃହକାର୍ଯ୍ୟ । ଶୀତକାଳିନ ଅଧିବେଶନ ବନ୍ଦ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ପ୍ରସ୍ତାବକୁ ସମର୍ଥନ ଦେଇଥିଲେ ଶାସକ ଦଳର ବିଧାୟକ । ପ୍ରସ୍ତାବ ଗୃହିତ ହେବା ପରେ ବାଚସ୍ପତି ଗୃହକୁ!-->…
ଆଉ ଦୁଇ ଦିନ ପରେ ପଦ୍ମପୁରରେ ନିର୍ବାଚନ
ଆଉ ଦୁଇ ଦିନ ପରେ ପଦ୍ମପୁରରେ ନିର୍ବାଚନ । ଏଥିପାଇଁ ସବୁଦଳ ଆଜି ପ୍ରଚାର ଜୋରଦାର କରିଛନ୍ତି । ବିଜେପି, ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ସହ ସମର୍ଥକ ଘର ଘର ବୁଲି ପ୍ରଚାର କରୁଛନ୍ତି ।
ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମେ ଝାରବନ୍ଧ ବ୍ଲକ ଜଗଦଲପୁରଠାରେ ଆୟୋଜିତ ବିଶାଳ!-->!-->!-->…
ଆଜି ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ
ଆଜି ମାଟିରେ ମିଶିଯିବ ବୀଣାଜିଣା କଣ୍ଠ । ଲୋକପ୍ରିୟ ଅଭିନେତ୍ରୀ ଝରଣା ଦାସଙ୍କର ହେବ ଶେଷକୃତ୍ୟ । ଅପରାହ୍ମରେ କଟକର ଗୋରାକବର ଶ୍ମଶାନରେ ହେବ ଅନ୍ତିମ ସଂସ୍କାର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣାଙ୍କୁ ଶେଷ ବିଦାୟ ପ୍ରଦାନ କରାଯିବ । ଗତକାଲି ୮୨ ବର୍ଷ ବୟସରେ କଟକ ବାସଭବନରେ ତାଙ୍କର ପରଲୋକ!-->…
ଓଡ଼ିଶାରେ ହେବ ବିଶ୍ବର ସର୍ବବୃହତ ସମନ୍ୱିତ ସୋଲାର କମ୍ପ୍ଲେକ୍ସ
ଚୀନ ପରେ ଓଡ଼ିଶାରେ ହେବ ବିଶ୍ବର ସର୍ବବୃହତ ସମନ୍ୱିତ ସୋଲାର କମ୍ପ୍ଲେକ୍ସ । ୱାରୀ ଗ୍ରୁପ ସ୍ଥାପନ କରିବ ଏହି ସୋଲାର କମ୍ପ୍ଲେକ୍ସ । ୨୫ ହଜାର କୋଟି ଟଙ୍କା ପୁଞ୍ଜନିବେଶ କରିବ ୱାରି ଗ୍ରୁପ । ସ୍ଥାପନ ହେବ ୧୦ ହଜାର ମେଗୱାଟର sand to module ପ୍ଲାଣ୍ଟ । ଢେଙ୍କାନାଳରେ ୯୦୦ ଏକର ଜମି ଉପରେ!-->…
କୋଣାର୍କ ଉତ୍ସବ ଆରମ୍ଭ
କୋଣାର୍କ : ସୂର୍ଯ୍ୟ ମନ୍ଦିରର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚରେ ଗୁରୁବାର ଠାରୁ କୋଣାର୍କ ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ନିଜର ବାର୍ତ୍ତା ଦେବା ସହ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଦେଶ ବିଦେଶର ପର୍ଯ୍ୟଟକମାନେ ଏହି!-->…