Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଲେନ୍କୁ ମାଡ଼ି ବସି ହୋଇଥିବା ବେଆଇନ୍ ଜବରଦଖଲ ନିର୍ମାଣ ହଟିବ
ଭୁବନେଶ୍ୱର : ରାଜଧାନୀର ନବକଳେବର ହେଉଛି । ବଡ଼ ବଡ଼ କ୍ରୀଡା ମହାକୂମ୍ଭ ଆୟୋଜନ ହେଉଛି । ଦେଶ ବିଦେଶରୁ ପର୍ଯ୍ୟଟକ ଆସୁଛନ୍ତି । ଏହା ଫଳରେ ବିଏମସି ସହରକୁ ସୁନ୍ଦର କରିବାକୁ ଯୋଜନା କରୁଛି । ସରକାରୀ କ୍ବାଟରକୁ ଲାଗି ରହିଥିବା ଜବରଦଖଲକୁ ହଟାଇବ ବିଏମସି । ଏହା ସହ ରାସ୍ତା ଉପରେ ଜବରଦଖଲକୁ!-->…
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ର ପ୍ରଥମ ଦିନରେ ରାଜ୍ୟକୁ ହୋଇଛି ନିବେଶ ବର୍ଷା
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ର ପ୍ରଥମ ଦିନରେ ରାଜ୍ୟକୁ ହୋଇଛି ନିବେଶ ବର୍ଷା । ବିଭିନ୍ନ ଶିଳ୍ପସଂସ୍ଥାଗୁଡ଼ିକରୁ ୭ ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି ପାଇଛନ୍ତି ରାଜ୍ୟ ସରକାର । ଆଦାନି ଗ୍ରୁପ୍ ଆସନ୍ତା ୧୦ ବର୍ଷରେ ରାଜ୍ୟରେ ୬୦,୦୦୦ କୋଟି ଟଙ୍କା ନିବେଶ କରିବ । ଜେଏସ୍ଡବ୍ଲ୍ୟୁ ୧!-->…
ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ଦେହାନ୍ତ ହୋଇଛି । ୮୨ ବର୍ଷ ବୟସରେ କଟକ ସ୍ଥିତ ବାସଭବନରେ ଦେହତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
!-->!-->!-->…
କ୍ୟାପିଟାଲ ହସ୍ପିଟାଲର ଓପିଡି ଚିକିତ୍ସା ସମୟରେ ପରିବର୍ତ୍ତନ
କ୍ୟାପିଟାଲ ହସ୍ପିଟାଲର ଓପିଡି ଚିକିତ୍ସା ସମୟରେ ପରିବର୍ତ୍ତନ ହୋଇଛି । ସକାଳ ୯ଟା ଠାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ଓପିଡି । ଅପରାହ୍ନରେ ୧ଟା ଠାରୁ ୨ଟା ପର୍ଯ୍ୟନ୍ତ କେବଳ ଘଣ୍ଟାଏ ଭୋଜନ ବିରତି ପାଇଁ ବନ୍ଦ ରହିବ ଓପିଡି । ତେବେ ନିର୍ଦ୍ଧାରିତ ସମୟର ୩୦ମିନିଟ ପୂର୍ବରୁ ଅର୍ଥାତ୍!-->…
ବିଶ୍ବକପ୍ ହକି ପୂର୍ବରୁ ଭୁବନେଶ୍ବର ବଦଳିଛି ସୈାନ୍ଦର୍ଯ୍ୟ
ଭୁବନେଶ୍ବର: ଆଉ ଦୁଇ ସପ୍ତାହ ରହିଲା ହକି ବିଶ୍ୱକପ୍ । ହକି ମହାକୂମ୍ଭ ପୂର୍ବରୁ ରାଜଧାନୀ ଭୁବନେଶ୍ବରର ସୌନ୍ଦର୍ଯ୍ୟକରଣ ପାଇଁ ଗଠିତ ହୋଇଛି ସ୍ବତନ୍ତ୍ର ଟିମ୍ । ଟିମରେ ସାମିଲ ଅଛନ୍ତି ବିଡିଏ, ବିଏମସି, ସ୍ମାର୍ଟସିଟି ଓ କମିଶନରେଟ ପୋଲିସ ।
ସୈାନ୍ଦର୍ଯ୍ୟକରଣ ଚାଲିଥିବା ସହ ସେପଟେ!-->!-->!-->…
ଆରମ୍ଭ ହେବାକୁ ଯାଉଛି ଜନତା ମଇଦାନରେ ପୁଞ୍ଜି ନିବେଶର ମହାକୁମ୍ଭ
ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ରାଜଧାନୀରେ ଦେଶ ବିଦେଶର ପ୍ରମୁଖ ଶିଳ୍ପପତିଙ୍କ ଭିଡ଼ । ଜନତା ମୈଦାନରେ ପୁଞ୍ଜି ନିବେଶର ମହାକୁମ୍ଭ ମେକ-ଇନ୍-ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ ସନ୍ଧ୍ୟାରେ ଆରମ୍ଭ ହେବାକୁ ଯାଉଥିବା ବେଳେ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି ।!-->…
ମେଟ୍ରୋ ହାଉସ ଗ୍ରାଉଣ୍ଡ ଫ୍ଲୋର୍ ରେ ଥିବା ଏକ ମୋବାଇଲ ଦୋକାନରେ ଅଗ୍ନିକାଣ୍ଡ
ଭୁବନେଶ୍ବର: ମୋବାଇଲ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତି। ବାଣୀବିହାର ଛକରେ ଥିବା ମେଟ୍ରୋ ହାଉସର ଗ୍ରାଉଣ୍ଡ ଫ୍ଲୋରରେ ଥିବା ମିଲୁ ମୋବାଇଲ ଓ ଇଲୋଟ୍ରନିକ୍ସ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସଂପତ୍ତି କ୍ଷୟକ୍ଷତି ହୋଇଛି। ସର୍ଟସର୍କିଟରୁ!-->…
ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ
ବିଧାନସଭା ଶୀତ ଅଧିବେଶନର ପଞ୍ଚମ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ଯୋଗୁ ଚାଲିପାରିଲାନି ପ୍ରଶ୍ନକାଳ । ଶିକ୍ଷକ ପ୍ରସଙ୍ଗରେ ବାଚସ୍ପତିଙ୍କ ପୋଡିୟମ ଆଗରେ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ । ବାଚସ୍ପତି ବାରମ୍ବାର ବୁଝାଇବା ସତ୍ତ୍ବେ ସ୍ଥିତି ସ୍ବାଭାବିକ୍!-->…
ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୩ କାଲିଠୁ ଆରମ୍ଭ
ଆସନ୍ତାକାଲିଠୁ ଆରମ୍ଭ ହେବ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୩ । ନିବେଶରେ ନୂଆ ଇତିହାସ ଲକ୍ଷ୍ୟ । ଓଡ଼ିଶାର ଶିଳ୍ପ ସମ୍ଭାବନା ଦେଖିବ ବିଶ୍ବ । ନେତୃତ୍ବ ନେବେ ନବୀନ । ଆସିବ ପୁଞ୍ଜି, ମିଳିବ ରୋଜଗାର । ୨୦୧୬ ଓ ୨୦୧୮ ପରେ ଆୟୋଜିତ ହେଉଥିବା ଏହି ତୃତୀୟ ସଂସ୍କରଣ ଜନତା ମଇଦାନରେ ଅନୁଷ୍ଠିତ ହେବ!-->…