Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Odisha
All about all odisha state news updates
ଆଜି ବର୍ଷୁଛି, ଆସନ୍ତା କାଲିଠୁ ରାଜ୍ୟରେ କମିପାରେ ବର୍ଷା!
ଭୁବନେଶ୍ବର: ଗତ କିଛି ଦିନ ଧରି ରାଜ୍ୟରେ ଲଗାଣ ବର୍ଷା ଫଳରେ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଆସନ୍ତାକାଲିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ!-->…
କାର୍ତ୍ତିକ ମାସର ପ୍ରଥମ ସୋମବାର: ମହାଦେବଙ୍କ ପୀଠରେ ଭକ୍ତଙ୍କ ଭିଡ଼
କଟକ: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଭକ୍ତମାନେ ଆଜି ଶିବ ମନ୍ଦିରରେ ଭିଡ ଲଗାଇଥିବା ଦେଖିବାକୁ ମିଳିଥିଲା । ଆଜି କଟକ ଧବଳେଶ୍ଵର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟ ଜମିଥିଲା । କରୋନା ପାଇଁ ଦୁଇବର୍ଷ କଟକଣା ପରେ ଚଳିତବର୍ଷ କାର୍ତ୍ତିକ ମାସ ସୋମବାରରେ ଭକ୍ତଙ୍କ ସମାଗମ ଅଧିକା!-->…
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ
ଓଡ଼ିଶାର ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସ । ଆଧୁନିକ ଯୁଗର ପଞ୍ଚସଖାଙ୍କ ମଧ୍ୟରେ ସେ ଅନ୍ୟତମ । ସେ ଦୈନିକ ଓଡ଼ିଆ ଖବରକାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ!-->…
ଧାମନଗର ଉପନିର୍ବାଚନ ପାଇଁ ୩ ଦଳର କସରତ
ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପରେ ୩ ଦଳର କସରତ । ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରିନାହାନ୍ତି । ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜେପି!-->…
ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼
ରାତି ପାହିଲେ ପୁରୀରେ ହବିଷ ବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼ ଦେଖିବାକୁ ମିଳିଛି । ସମସ୍ତ ମଠ ବାଡ଼ି ଠାରୁ ଆରମ୍ଭ କରି ସରକାରଙ୍କ ହବିଷ୍ୟାଳି ଶିବିରରେ ଏବେ ବ୍ରତଧାରୀଙ୍କ ଭିଡ଼ ଲାଗିଛି ।ଦୀର୍ଘ ୨ ବର୍ଷ କରୋନା କଟକଣା ପାଇଁ ହବିଷ୍ୟାଳି!-->…
ଅର୍ଚ୍ଚନା ନାଗଙ୍କ ଗୁମର ଧିରେ ଧିରେ ଖୋଲିବାରେ ଲାଗିଛି
ନେତା-ମନ୍ତ୍ରୀଙ୍କୁ ବ୍ଲାକ୍ମେଲିଂ କରି କୋଟି କୋଟି ଟଙ୍କା ରୋଜଗାର କରୁଥିବା ୨୭ ବର୍ଷୀୟ ଅର୍ଚ୍ଚନା ନାଗ ଗିରଫ ପରେ ଏବେ ଝାରପଡ଼ା ଜେଲରେ । ଅର୍ଚ୍ଚନା ନାଗଫାଶରେ ଫସିଥିବା ନେତା, ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକମାନେ ଏବେ ଛାନିଆ । କାଳେ ସେମାନଙ୍କ କଳା କାରମାନା ପଦାରେ!-->…
୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ
ଲଗାଣ ବର୍ଷା ଯୋଗୁ ଦଶହରା ଫିକା ପଡ଼ିଥିଲା । ନବମୀ ଓ ଦଶମୀ ଦୁଇ ଦିନ ପ୍ରବଳ ବର୍ଷିଥିଲା । ଏବେ କୁମାର ପୂର୍ଣ୍ଣିମାରେ ବି ବର୍ଷାରୁ ତ୍ରାହି ମିଳିବନି । ୯ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୦ରେ ବି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିବ । ପାଣିପାଗ ବିଶେଷଜ୍ଞ!-->…
ସହରାଞ୍ଚଳ ଗରିବଙ୍କୁ ଜାଗା ସହ ଘର କରିବାକୁ ମିଳିବ ୨ ଲକ୍ଷ
ଭୁବନେଶ୍ବର: ସହରାଞ୍ଚଳ ଭୂମିହୀନ ଆର୍ଥିକ ଅନଗ୍ରସରଙ୍କୁ ମାଗଣା ଜମି ଅଧିକାର ସହିତ ଘର ନିର୍ମାଣ ପାଇଁ ମିଳିବ ଆର୍ଥିକ ସହାୟତା । ଯେଉଁଥିପାଇଁ ରାଜ୍ୟ ସରକାର ଜାଗା ମିଶନକୁ ଓଡ଼ିଶା ସହାରଞ୍ଚଳ ବାସଗୃହ ମିଶନ ସହ ଏକାଠି କରିବାକୁ ଯାଉଛନ୍ତି । ଆସନ୍ତା ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଗୁଜୁରାଟର!-->…
ପ୍ରକାଶ ପାଇଲା ଓସିଏସ ରେଜଲ୍ଟ
ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ୍ ରେଜଲ୍ଟ । ତେଜସ୍ବିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି । ଶୁଭଙ୍କରୀ ସୁଦେଷ୍ଣା ଦାସ ଦ୍ବିତୀୟ ଏବଂ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ହୋଇଛନ୍ତି । ୨୦୨୦ ପାଇଁ ହୋଇଥିଲା ପରୀକ୍ଷା ।
ଦେବବ୍ରତ କର ଚତୁର୍ଥ ସ୍ଥାନ ହାସଲ କରିଥିବା ବେଳେ!-->!-->!-->…
ଧାମନଗର ଉପନିର୍ବାଚନ
ବିଜେପି ଟିକେଟରେ ଧାମନଗର ଉପନିର୍ବାଚନ ଲଢିବେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ । ଏନେଇ ଏକପ୍ରକାର ନିଶ୍ଚିନ୍ତ ହୋଇ ସାରିଥିବା ବେଳେ କେବଳ ଦଳ ପକ୍ଷରୁ ଔପଚାରିକ ଘୋଷଣା ବାକି ରହିଛି । ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ!-->…