Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଇଡି ଅଫିସରେ ଶ୍ରଦ୍ଧାଞ୍ଜଳି ବେହେରା
ଅର୍ଚ୍ଚନା ନାଗ ମାମଲାରେ ଇଡି ଅଫିସରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା । ଇଡି ଅଫିସରେ ଗୁଡ଼େଇ ତୁଡ଼େଇ ଶ୍ରଦ୍ଧାଞ୍ଜଳିଙ୍କୁ ପ୍ରଶ୍ନ କରୁଛନ୍ତି ଅଧିକାରୀ । ସପ୍ତାହେ ହେଲା ଇଡିକୁ ଧରା ଛୁଆଁ ନଦେଇ ଚକମା ଦେଉଥିଲେ ଶ୍ରଦ୍ଧାଞ୍ଜଳି । ୨୫ଟି ଲୋକେସନ୍ ବଦଳାଇବା ପରେ ହୋଟେଲରେ ଯାଇ ସମନ!-->…
ମାଟ୍ରିକ ସମେଟିଭ ଆସେସମେଣ୍ଟ-ୱାନ ପରୀକ୍ଷା
ଆଜିଠୁ ମାଟ୍ରିକ ସମେଟିଭ ଆସେସମେଣ୍ଟ-ୱାନ ପରୀକ୍ଷା । ରାଜ୍ୟରେ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଉଭୟ ସବଜେକ୍ଟିଭ ଓ ଅବଜେକ୍ଟିଭ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପ୍ରଥମ ଦିନରେ ଇଂରାଜୀ ପରୀକ୍ଷା ଥିବା ବେଳେ ପରୀକ୍ଷାର୍ଥୀମାନେ ସକାଳ ୯ଟାରୁ ହଲରେ!-->…
୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ମାଲକାନଗିରିରେ ଉଦ୍ଘାଟନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ!-->…
ମାଟ୍ରିକ୍ ସମ୍ମେଟିଭ୍-୧ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ରାତିପାହିଲେ ଆରମ୍ଭ ହେବ ମାଟ୍ରିକ୍ ସମ୍ମେଟିଭ୍-୧ ପରୀକ୍ଷା। ସେଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ନୋଡାଲ୍ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଇ ଦିଆଯାଇଛି। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇଛି। ପରୀକ୍ଷା!-->…
ସ୍ୱଚ୍ଛତାର ସହ ହୋଇଛି ASO ପରୀକ୍ଷା
କଟକ: ସ୍ୱଚ୍ଛତାର ସହ ହୋଇଛି ASO ପରୀକ୍ଷା । ଛାତ୍ରଛାତ୍ରୀମାନେ ଯେଉଁସବୁ ଅନିୟମିତତା ଅଭିଯୋଗ ଆଣିଛନ୍ତି ତାହା ଭିତ୍ତିହୀନ । ଓପିଏସସି ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ଏନେଇ ସ୍ପଷ୍ଟୀକରଣ ରଖି କହିଛନ୍ତି ସ୍ବଚ୍ଛତାର ସହ ହୋଇଛି ପରୀକ୍ଷା । ମୋଟ୍ ୭୯୬ ପୋଷ୍ଟ ପାଇଁ ଦୁଇସ୍ତରୀୟ ପରୀକ୍ଷା!-->…
ହାଜର ହେଲେ ପ୍ରଯୋଜକ ଅକ୍ଷୟ ପରିଜା
ଆଜି ଇଡିରେ ହାଜର ହୋଇଛନ୍ତି ପ୍ରଯୋଜକ ଅକ୍ଷୟ ପରିଜା । ଗତ ଶନିବାର ହାଜର ହେବା ପାଇଁ ଇଡି ନୋଟିସ୍ ପଠାଇଥିଲା । ହେଲେ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଇ ହାଜର ହୋଇନଥିଲେ ଅକ୍ଷୟ । ନିଜ ଓକିଲଙ୍କ ମାଧ୍ୟମରେ ଅଧିକ ସମୟ ମାଗିଥିବା ବେଳେ ଇଡି ମାତ୍ର ୨ ଦିନର ମହଲତ ଦେଇଥିଲା । ଆଉ ଆଜି ଇଡି ଅଫିସରେ!-->…
କୋରେଇ ମାଲବାହୀ ଟ୍ରେନ ଦୁର୍ଘଟଣା : ମୃତ ବ୍ୟକ୍ତିଙ୍କ ଲାଗି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ଭୁବନେଶ୍ବର : କୁହାଯାଏ ମୃତ୍ୟୁ କାହାକୁ କେଉଁଠାରେ ଅପେକ୍ଷା କରିଛି କେହି ଜାଣନ୍ତି ନାହିଁ । ଆଜି ସେହିଭଳି ଘଟଣା ଘଟିଛି ଯାଜପୁର କୋରେଇ ରେଳଷ୍ଟେସନରେ । ସୁରକ୍ଷିତ ଯାତ୍ରା ପାଇଁ ଟ୍ରେନକୁ ଅପେକ୍ଷା କରିଥିବା ବେଳେ ପ୍ଲାଟଫର୍ମ ଉପରେ ମାଲବାହୀ ଟ୍ରେନ ଓଲଟି ପଡି ଜୀବନ ଯାଇଛି । ଏହାକୁ ନେଇ!-->…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟର ରୂପ ନେବ ଲଘୁଚାପ
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟର ରୂପ ନେବ ଲଘୁଚାପ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସଂଭାବନା ରହିଛି । ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଏହା କ୍ରମଶଃ!-->…
ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା ୧୩ ପ୍ରାର୍ଥୀଙ୍କର ନାମାଙ୍କନ ଯାଞ୍ଚ ପରେ ଦୁଇ ପ୍ରାର୍ଥୀ…
ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା ୧୩ ପ୍ରାର୍ଥୀଙ୍କର ଆଜି ନାମାଙ୍କନ ଯାଞ୍ଚ ହେବାପରେ ଦୁଇଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର ନାକଚ ହୋଇଛି ।
ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା ୧୩ ପ୍ରାର୍ଥୀଙ୍କର ନାମାଙ୍କନ ଆଜି ଯାଞ୍ଚ!-->!-->!-->…
ରାଜ୍ୟରେ ଶୀତ ପ୍ରବାହ ଜାରି
ରାଜ୍ୟରେ ଏବେ ଶୀତ ପ୍ରବାହ ଜାରି ରହିଛି। କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରି ରେକର୍ଡ ହୋଇଛି। ଏହାପରେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୮.୨ ଡିଗ୍ରି, ଦାରିଙ୍ଗବାଡ଼ିରେ ୧୦, କୋରାପୁଟରେ ୧୦.୫, କନ୍ଧମାଳ ଜିଲ୍ଲା ଫୁଲବାଣୀରେ ୧୧, କଳାହାଣ୍ଡି!-->…