Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ଗାନ୍ଧୀ ଜୟନ୍ତୀରୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା, ନୂଆପଡ଼ା ଉପନିର୍ବାଚନ ହେବ ଏସିଡ ଟେଷ୍ଟ
ବିଜେଡି ଜନସଂପର୍କ ପଦଯାତ୍ରା ଆରମ୍ଭ କରିବାକୁ ଯାଉଛି । ଶଂଖ ଭବନରେ ବିଜୁ ଜନତା ଦଳ ପ୍ରାରମ୍ଭିକ ବୈଠକରେ ଏହି ଘୋଷଣା କରାଯାଇଛି । ଦଳୀୟ ସୁପ୍ରିମୋଙ୍କ ନିର୍ଦ୍ଦେଶ ଅନୁସାରେ ଏଥର ମାସେ ବ୍ୟାପୀ ପଦଯାତ୍ରା କରିବ ବିଜେଡି । ହାତରୁ କ୍ଷମତା ଯିବା ପରେ ଏବେ ବିଜେଡି ଲୋକଙ୍କ…
ମୁଣ୍ଡଳିରେ ପହଞ୍ଚିଲା ବନ୍ୟା ପାଣି
ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବେଶ ହାର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଆହୁରି ୪ଟି ଗେଟ୍ ଖୋଲାଯାଇଛି । ଗତକାଲି ୧୬ଟି ଗେଟ୍ ଖୋଲାଥିବା ବେଳେ ଆଜି ୨୦ଟି ଗେଟ୍ ଦେଇ ମହାନଦୀରେ ଜଳ ନିଷ୍କାସନ କରାଯାଉଛି। ଅଧିକ ଗେଟ୍ ଖୋଲା ହେବା ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର…
ବଙ୍ଗୋପସାଗରରେ ଲଘୁଚାପ, ଜାଣନ୍ତୁ କେଉଁଠି ହେବ ବର୍ଷା
ଉତ୍ତର-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳକୁ ମୁହାଁଇଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ବାୟୁପ୍ରବାହର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆଇଏମ୍ଡି)ର…
ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡା ଗସ୍ତ କରିଛନ୍ତି। ସେ ସ୍ୱତନ୍ତ୍ର ବିମାନ ଯୋଗେ ସେ ଝାରସୁଗୁଡା ବିମାନବନ୍ଦରରେ ଅବତରଣ କରିବା ପରେ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହାପରେ…
ମା’ ଭଗବତୀଙ୍କ ପୀଠରେ ଶାରଦୀୟ ପୂଜା
ବାଣପୁରର ମାଆ ଭଗବତୀଙ୍କ ପୀଠ ଅନ୍ୟତମ । ଇତିହାସ ଅନୁସାରେ ଶାଳିଆ ନଦୀ କୁଳ ଘଞ୍ଚ ବେତ ଜଙ୍ଗଲରେ ମାଆ ଆର୍ବିଭୂତ । ଅନେକ ଅନନ୍ୟ ପରମ୍ପରା, ରୀତିନୀତିରେ ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ପାଳିତ ହୋଇଥାଏ। ନବରାତ୍ରରେ ଦେବୀଙ୍କ ସହ ୭ ଭଉଣୀ ବା…
କେଉଁ ଦଳକୁ ଯିବେ ଶ୍ରୀମୟୀ
ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ଗତକାଲି ନିଲମ୍ବନ କରିଥିଲା। ଏବେ ଚର୍ଚା ହେଉଛି ସେ କେଉଁ ଦଳକୁ ଯିବେ । କଂଗ୍ରେସ ତାଙ୍କ ସହିତ କଥା ଆରମ୍ଭ କରିଛି । ତେବେ ବିଜେପି ମଧ୍ୟ ତାଙ୍କୁ ଦଳରେ ନେବାକୁ ଚାହିଁବ । କାର୍ଯ୍ୟାନୁଷ୍ଠାନକୁ ନେଇ ଗତକାଲିଠାରୁ ବୟାନବାଜି…
ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା
ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ…
ହୀରାକୁଦରୁ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ
ହୀରାକୁଦ ଜଳଭଣ୍ଡାରରେ ଆଜି ସକାଳେ ୪ଟି ଗେଟ୍ ଖୋଲା କରାଯାଇଛି। ଉପରମୁଣ୍ଡରେ ଜଳପ୍ରବାହ ବଢ଼ିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଫଳରେ ଏବେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଏଥିଭିତରୁ ବାମ ପଟେ ୮ଟି ଓ ଡାହାଣ ପଟେ ୪ଟି ଗେଟ୍ ଖୋଲାଯାଇଛି।
ହୀରାକୁଦ ଜଳଭଣ୍ଡାରରେ ଆଜି ସକାଳେ…
ବିଜେଡିର ବଡ଼ ଆକ୍ସନ , ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର
ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ୍ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ,ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶା କୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା…
ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା । ଗୃହର ମଧ୍ୟଭାଗରେ ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ ପରେ, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ତେବେ ଗତକାଲି ଅପରାହ୍ଣରେ ଗୃହକାର୍ୟ୍ୟ ସ୍ୱାଭାବିକ ହେବା ପରେ ଆଶା କରାଯାଉଥିଲା ଆଜି…