Browsing Category

Odisha

All about all odisha state news updates

ନନ୍ଦନକାନନକୁ ୪ ଦିନିଆ ଗ୍ରସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଦୁଇ ଜଣିଆ ଦଳ,ବିଭିନ୍ନ…

ପ୍ରାଣୀଉଦ୍ୟାନ ନନ୍ଦନକାନନକୁ ୪ ଦିନିଆ ଗ୍ରସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ (CZA) ଦୁଇ ଜଣିଆ ଦଳ। ଦୁଇଜଣ ହେଉଛନ୍ତି, ଜଣେ ଅବସରପ୍ରାପ୍ତ ଭେଟେନାରି ଅଫିସର ଡ଼ ଜାକବ ଆଲେକଜାଣ୍ଡାର ଏବଂ ଅନ୍ୟ ଜଣେ ଅବସରପ୍ରାପ୍ତ ପିସିସିଏଫ କଣ୍ଡଲ ରାଓ। ମଙ୍ଗଳବାର ଏହି ଦଳ…

ଓଡ଼ିଶାରେ ଉତ୍ପାଦନ ହେବ ୧୦୦ ମିଲିୟନ ଟନ ଇସ୍ପାତ

ଓଡ଼ିଶାରେ ଉତ୍ପାଦନ ହେବ ୧୦୦ ମିଲିୟନ ଟନ ଇସ୍ପାତ । ଭାରତୀୟ ଷ୍ଟିଲ ସଂଘଙ୍କୁ ଡାକି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକ ପରେ ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାର୍ୟ୍ୟକୁ ପ୍ରଶଂସା କରିଛନ୍ତି । ଶିଳ୍ପ କ୍ଷେତ୍ରରେ ଓଡ଼ିଶାରେ ବହୁତ ଭଲ କାମ…

ରାଜ୍ୟରେ ପେଟ୍ରୋଲ ଓ ଡିଜେଲ, LPGର କୌଣସି ଅଭାବ ନାହିଁ -ଯୋଗାଣ ସଚିବ ସଞ୍ଜୟ ସିଂ

ରାଜ୍ୟରେ ପେଟ୍ରୋଲ ଓ ଡିଜେଲ, LPGର କୌଣସି ଅଭାବ ନାହିଁ । ଗୋଟେ ଦୁଇଟି ସ୍ଥାନରେ ପେଟ୍ରୋଲ-ଡିଜେଲ ମିଳିବାରେ ସମସ୍ୟା ହେଉଛି କିନ୍ତୁ ଅସୁବିଧା ନାହିଁ । LPG ଗ୍ୟାସ୍‌ରେ କୌଣସି ସମସ୍ୟା ନାହିଁ ବୋଲି ଯୋଗାଣ ସଚିବ ସଞ୍ଜୟ ସିଂ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ୭୦ ପ୍ରତିଶତ…

ଅନ୍ୟ ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ଗାଡ଼ି ଓଡ଼ିଶା ରାଜପଥରେ ଗଡ଼ିବନି-ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଓଡ଼ିଶାର ରାଜପଥରେ ଏଣିକି ଗଡ଼ିବନି ବାହାର ରାଜ୍ୟର ପୁରୁଣା ଗାଡ଼ି । ଯଦି ଆପଣଙ୍କ ପାଖରେ ଅନ୍ୟ ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଅଛି, ତେବେ ସାବଧାନ ! କାରଣ ପରିବହନ ବିଭାଗ ଏବେ ଆକ୍ସନ ମୋଡ୍‌ରେ । ରାଜ୍ୟ ପରିବହନ ବ୍ୟବସ୍ଥାକୁ ଚକ୍‌ଚକିଆ ଏବଂ ସୁରକ୍ଷିତ କରିବା ପାଇଁ…

ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍, ଏହା ବେଆଇନ – ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଏଲପିଜି ସଙ୍କଟ ଦେଖା ଦେଇଥିବା ବେଳେ ରାଜ୍ୟରେ ଗ୍ୟାସ୍ କଳାବଜାରୀ ରୋକିବା ପାଇଁ ଦୃଢ ପଦକ୍ଷେପ ନେଇଛନ୍ତି ସରକାର। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ…

ବର୍ତ୍ତମାନନ ସ୍ଥିତିରେ ମେଟ୍ରୋ କରିକି ନିଜର ନିର୍ବାଚନ ଚାଲ ଖେଳିବାର କିଛି ଆବଶ୍ୟକ ନାହିଁ-ପୂର୍ତ୍ତ ବିଭାଗ ମନ୍ତ୍ରୀ…

ବର୍ତ୍ତମାନନ ସ୍ଥିତିରେ ମେଟ୍ରୋ କରିକି ନିଜର ନିର୍ବାଚନ ଚାଲ ଖେଳିବାର କିଛି ଆବଶ୍ୟକ ନାହିଁ । ମେଟ୍ରୋ କରିକି ପ୍ରତିବର୍ଷ ଦୁଇ ହଜାର କୋଟି ଖର୍ଚ୍ଚା କରିବା ପାଇଁ ବର୍ତ୍ତମାନ ସମୟରେ କୌଣସି ଆବଶ୍ୟକତା ହିଁ ନାହିଁ । ସରକାର ଗମ୍ଭୀର ଅଛନ୍ତି । ଆଗାମୀ ଦିନରେ ମେଟ୍ରୋ ପ୍ରକଳ୍ପ ନିଶ୍ଚିତ…

ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ,ନଚେତ ଦବାକୁ ପଡ଼ିବ ୫ ହଜାର ଟଙ୍କାରୁ…

ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ କଡ଼ାକଡ଼ି ଭାବେ ପାଳନ…

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି,ଜଙ୍ଗଲ ଜମି ବ୍ୟବହାର ନେଇ ମିଳିଛି ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି । ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରକଳ୍ପ ପାଇଁ 'ନୀତିଗତ…

ଶିଶୁ ବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି,ଖଡ଼ିଛୁଆଁ ଉତ୍ସବରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଶିଶୁ ବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ । ଶିଶୁ ବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି । ୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସ୍କୁଲ୍‌ । ଖଡ଼ିଛୁଆଁ ଉତ୍ସବରେ ଏ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ ମଡେଲ…

ଓଡ଼ିଶାରେ ସବୁ ସହରକୁ ପାଇପ ଗ୍ୟାସ ଲାଇନ୍ ସଂଯୋଗ କରାଯିବ-ନଗର ଉନ୍ନୟନ୍ନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାରେ ସବୁ ସହରକୁ ପାଇପ ଗ୍ୟାସ ଲାଇନ୍ ସଂଯୋଗ କରାଯିବ। ସବୁ ମହାନଗର ନିଗମ ସହିତ ଅନୁଗୁଳ, ଢେଙ୍କାନାଳ ଭଳି ବଡ ବଡ ସହରରେ ପ୍ରାୟ କାମ ସରିଲାଣି। ଯେଉଁ ସହର ରହିଯାଇଛି ସେଠାରେ କାମ ଆରମ୍ଭ ହେବ। ଏନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ନଗର ଉନ୍ନୟନ୍ନ ମନ୍ତ୍ରୀ…