Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି
ଭୁବନେଶ୍ବର: ଆଉ ଦୁଇଦିନ ପରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବା ପରେ ଏହା ପ୍ରଥମ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ସିଂହଦ୍ୱାର ଦେଇ ପ୍ରବେଶ!-->…
ରାତି ୨ରୁ ଭୋର ୫ଟା ୪୫ ମଧ୍ୟରେ ହେବ ଡଙ୍ଗା ଭସା
ଆ କା ମା ବୈ,ପାନଗୁଆ ଥୋଇ, ପାନ ଗୁଆ ତୋ’ର, ମାସକ ଧରମ ମୋର। ଏଇ ଗୀତର ଗୁଞ୍ଜରଣ ସହ ବୋଇତ ବନ୍ଦାଇ ଧର୍ମ ଅର୍ଜନ କରିବା ପାଇଁ ଆଜିଠାରୁ ରାଜଧାନୀର ବିନ୍ଦୁସାଗର ଚଳଚଞ୍ଚଳ। ଯଦିଓ ଆଜି ମଧ୍ୟରାତ୍ରୀ ୨ଟାରୁ ଭୋର ୫ଟା ୪୫ ମଧ୍ୟରେ ଡଙ୍ଗା ଭସା ପାଇଁ ସମୟ ରହିଛି, ତେବେ ଚନ୍ଦ୍ରଗ୍ରହଣ ପାଇଁ ଆଜି!-->…
ଶ୍ରୀମନ୍ଦିରରେ ମହିଳା ଭକ୍ତଙ୍କୁ ମାଡ ମାରିବା ଘଟଣାରେ ଜଣେ ପୋଲିସ ହାବିଲଦାର ସସପେଣ୍ଡ
ପୁରୀ ଶ୍ରୀମନ୍ଦିରରେ ମହିଳା ଭକ୍ତଙ୍କୁ ମାଡ ମାରିବା ଘଟଣାରେ ଜଣେ ପୋଲିସ ହାବିଲଦାରଙ୍କୁ ସସପେଣ୍ଡ କରାଯାଇଛି । ଯାହାକୁ ନେଇ ପୁରୀ ଏସପି କନୱର ବିଶାଲ ସିଂହ ସୂଚନା ଦେଇଛନ୍ତି । ଏସପି ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଘଟଣା କିପରି ଘଟିଲା ତାର ତଦନ୍ତ ଚାଲିଛି । ଏଥିସହିତ ଆହାତ ହୋଇଥିବା!-->…
ନଭେମ୍ବର ୧୪ ରେ ଯୁକ୍ତ ଦୁଇ ଫର୍ମ ପୂରଣ
ନଭେମ୍ବର ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୨ ପାରୀକ୍ଷାର ଫର୍ମପୂରଣ । ଯୁକ୍ତ ୨ର କଳା, ବିଜ୍ଞାନ, ବାଣିଜ୍ୟ ସହ ଧନ୍ଦାମୂଳକ ପରୀକ୍ଷା ହେବାକୁ ଯାଉଛି । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ତେବେ ଆସନ୍ତା ୧୪ରୁ ୧୯ ତାରିଖ ମଧ୍ୟରେ ସମସ୍ତ!-->…
ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୟୀ
ଧାମନଗର: ମନଗର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବିଜୟ ଲାଭ କରିଛି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ନିର୍ବାଚନରେ ପ୍ରାୟ ୯୮୮୧ ଭୋଟରେ ବିଜୟ ଲାଭ କରିଛନ୍ତି। ଧାମନଗରବାସୀ ସୂର୍ଯ୍ୟବଂଶୀ ସୂରଜକୁ ଆଶୀର୍ବାଦ ପ୍ରଦାନ କରିଛନ୍ତି। ଏଥିସହ ଭାରତୀୟ ଜନତା ପାର୍ଟି ନିଜ!-->…
ବିଜୟପଥେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ୧୪ତମ ରାଉଣ୍ଡ ସୁଦ୍ଧା ବହୁ ଆଗରେ
ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ମୋଟ ୧୪ଟି ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମରୁ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି । ୧୪ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ!-->…
ଡିସେମ୍ବର ୧୩ରେ ଭାରତ-ବାଂଲାଦେଶ ମୁକାବିଲା
ବାରବାଟୀ ଷ୍ଟାଡିୟମ୍ରେ ଦୃଷ୍ଟିହୀନ ଟି-ଟ୍ୱେଣ୍ଟି ବିଶ୍ୱକପ୍ର ଗୋଟିଏ ମ୍ୟାଚ ଖେଳାଯିବ । ଆସନ୍ତା ଡିସେମ୍ବର ୧୩ ତାରିଖରେ ଘରୋଇ ଭାରତୀୟ ଦଳକୁ ଭେଟିବ ବାଂଲାଦେଶ । ଓଡ଼ିଶା ଦୃଷ୍ଟିହୀନ କ୍ରିକେଟ୍ ସଂଘ ତରଫରୁ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ବିଷୟରେ ସୂଚନା ଦିଆଯାଇଛି ।
!-->!-->!-->…
ଦକ୍ଷ ହେବେ ଓଡିଶାର ଛାତ୍ରଛାତ୍ରୀ
ଦକ୍ଷ ହେବେ ଓଡିଶାର ଛାତ୍ରଛାତ୍ରୀ । ବିଶ୍ୱ ଦକ୍ଷତା କେନ୍ଦ୍ରରେ ଓଡିଶାର ୪୦ ଛାତ୍ରଛାତ୍ରୀ ନୂଆ ଦକ୍ଷତା ହାସଲ କରିବେ । ତେଣୁ ୪୦ ଛାତ୍ରଛାତ୍ରୀ ସିଙ୍ଗାପୁର ଗସ୍ତ କରିଛନ୍ତି । ଏହାପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ଏହି ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ଏହି!-->…
ନ୍ୟୁଜିଲାଣ୍ଡକୁ ୭-୪ ଗୋଲରେ ହରାଇଲା ଭାରତ
ଭୁବନେଶ୍ବର: ଏଫଆଇଏଚ ପ୍ରୋ ହକି ଲିଗରେ ଭାରତ ଦମଦାର ବିଜୟ ହାସଲ କରିଛି । ନ୍ୟୁଜିଲାଣ୍ଡକୁ ୭-୪ ଗୋଲରେ ହରାଇଲା ଭାରତ । କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଦମଦାର ପ୍ରଦର୍ଶନ କରିଥିଲ। ଭାରତ। ପ୍ରୋ ହକି ଲିଗରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହା ଦ୍ୱିତୀୟ ବିଜୟ । ଗତ ସପ୍ତାହରେ!-->…
ଆସନ୍ତାକାଲି ପ୍ରକାଶ ପାଇବ ଧାମନଗର ଉପନିର୍ବାଚନ ଫଳାଫଳ
ଧାମନଗର: ରାତିପାହିଲେ ପ୍ରକାଶ ପାଇବ ଧାମନଗର ଫଳାଫଳ । ବିଜେଡି ଜିତିବ କି ବିଜେପି ଜିତିବ ତାହା ଆସନ୍ତାକାଲି ଜଣାପଡିବ । ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀ ବିଜେପି ଏହି ଆସନରେ ପୁଣି ବିଜୟ ହାସଲ କରିବା ପାଇଁ ଆଶା ରଖିଛି । ସହାନୁଭୂତି ଭୋଟରେ ସୂର୍ଯ୍ୟବଂଶୀ ସୂରଜ ନିର୍ବାଚନ ଜିତିବେ!-->…