Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ବିଧାନସଭା ଶୀତ ଅଧିବେଶନ ନଭେମ୍ବର ୨୪ରୁ
ଭୁବନେଶ୍ବର: ନଭେମ୍ବର ୨୪ରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତ ଅଧିବେଶନ ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଷୋଡଶ ବିଧାନସଭାର ୧୧ ତମ ଅଧିବେଶନ ପାଇଁ ଏହି ଘୋଷଣା କରାଯାଇଛି । ଏହି ଅଧିବେଶନରେ!-->…
ବିଏମସିି ମେୟରଙ୍କୁ ଭେଟିଲେ ଓଡ଼ିଶା ଏନସିସି ନିର୍ଦେଶକ କର୍ଣ୍ଣେଲ୍ ସାଗର ମହାନ୍ତି
ଭୁବନେଶ୍ବର: ବିଏମସିି ମେୟର ସୁଲୋଚନା ଦାସଙ୍କୁ ଭେଟିଲେ ଓଡ଼ିଶା ଏନସିସି ନିର୍ଦେଶକ କର୍ଣ୍ଣେଲ ସାଗର ମହାନ୍ତି । ଏନସିସିରେ ଛାତ୍ରଛାତ୍ରୀମାନେ ସାମିଲ ହେବା ନେଇ ଆଲୋଚନା କରିଥିଲେ । ଏନସିସି ରେ ସାମିଲ ହେଲେ ଛାତ୍ରଛାତ୍ରୀମାନଙ୍କୁ ଭବିଷ୍ୟତରେ ଚାକିରି ମିଳିବା ସହ ଅନ୍ୟାନ୍ୟ ସୁବିଧା!-->…
ଧାମନଗର ଉପନିର୍ବାଚନ ଲାଗି ନିୟୋଜିତ ପୋଲିଂ ଅଫିସରଙ୍କ ଅକାଳ ବିୟୋଗ
ଭଦ୍ରକ: ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ଭୋଟ ଗ୍ରହଣ ଚାଲିଥିବା ବେଳେ ଆସିଛି ଏକ ଦୁଃଖଦ ଖବର। ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ନିୟୋଜିତ ଫାର୍ଷ୍ଟ ପୋଲିଂ ଅଫିସର୍ ନଟବର ମୁଣ୍ଡାଙ୍କ ଅକାଳ ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା। SCBରେ ଚିକିତ୍ସାଧୀନ!-->…
ଧାମନଗର ଭୋଟ ଆରମ୍ଭ
ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗହଣ ଆରମ୍ଭ ହୋଇଛି । ଭୋଟରଙ୍କ ଭିଡ ସକାଳୁ ସକାଳୁ ଦେଖିବାକୁ ମିଳିଛି । ଧାଡିରେ ଭୋଟ ଦେଉଛନ୍ତି ଭୋଟର । ମୋଟ୍ ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି। ଆଜି ୨ଲକ୍ଷ ୩୮ ହଜାର ୪୧୭ ଭୋଟର ମତଦାନ ଦେବେ । ୫ ପ୍ରାର୍ଥୀଙ୍କ ଭାଗ୍ୟ!-->…
ପ୍ରଶିକ୍ଷଣ ନେବା ପରେ ମିଳିବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ୱର : ରାଜ୍ୟରେ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏକ ନୂଆ ପଦକ୍ଷେପ ଗ୍ରହଣ କରିଛି ପରିବହନ ବିଭାଗ। ଏଣିକି ପ୍ରଶିକ୍ଷଣ ନେବା ପରେ ମିଳିବ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) । ବହୁଦିନରୁ ଏନେଇ ଆଲୋଚନା ହେଉଥିଲା । ସଡ଼କ ସୁରକ୍ଷା ଓ ଫାଷ୍ଟ୍ଏଡ୍ ଆଦିରେ ସାମାନ୍ୟ!-->…
ଶାଶୁଘର ଚାବି ଫେରାଇଲେ ବର୍ଷା ପ୍ରିୟଦର୍ଶିନୀ
ଶାଶୁଘର ଚାବି ଫେରାଇଲେ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍ଡିଜେଏମ୍ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି।ନଭେମ୍ୱର ୨ ତାରିଖ ସୁଦ୍ଧା ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ!-->…
ଟ୍ରାଙ୍କୁଲାଇଜ ହେଲା ଦନ୍ତା
ଭୁବନେଶ୍ବର: ଗତକାଲି ଦିନ ସାରା ପିପିଲିରେ ଉପଦ୍ରବ ଚଳାଇଥିବା ଦନ୍ତା ହାତୀକୁ ଏନକାଉଁଟର । ରାତିରେ ରାଜଧାନୀମୁହାଁ ହୋଇଥିଲା। ରାଜଧାନୀର ବିଭିନ୍ନ ଜନବସତି ଅଞ୍ଚଳରେ ହାତୀଟି ବୁଲିବାକୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ରାତି ସାରା ହାତୀ ପିଛା ଧାଇଁ ଧାଇଁ ହାଲିଆ ହୋଇ ପଡ଼ିଥିବା ବନ ବିଭାଗ!-->…
୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଆସି ପହଂଚିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଓଡିଶା ଗସ୍ତ ବେଳେ ସେ ରାଜଭବନରେ ଅବସ୍ଥାନ କରିବେ । ପରେ!-->…
ଆସନ୍ତାକାଲି ଧାମନଗର ଉପନିର୍ବାଚନ ଭୋଟ୍ ଗ୍ରହଣ, ସୁରକ୍ଷା ବ୍ୟବସ୍ଥା କଡାକଡି
ଧାମନଗର ଆସନ୍ତାକାଲି ହେବ ଧାମନଗର ଉପନିର୍ବାଚନ ଭୋଟ୍ ଗ୍ରହଣ । ଏଥିଲାଗି ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ଇଭିଏମ୍, ଭିଭିପାଟ୍ ସହ ଅନ୍ୟ ସାମଗ୍ରୀ ନେଇ ପୋଲିଂ ପାର୍ଟି ବୁଥ୍ରେ ପହଞ୍ଚିଛନ୍ତି। ଗତକାଲି ୨୧୮ଟି ବୁଥକୁ ପୁଲିଂ ପାର୍ଟି ଚାଲି ଯାଇଥିବା ବେଳେ ଆଜି ୩୪ଟି ବୁଥକୁ ପୁଲିଂ ପାର୍ଟି!-->…
ପଞ୍ଚୁକରେ ଦର୍ଶନ ବ୍ୟବସ୍ଥା,୫ ଦିନରେ ୫ ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ: ଦୁଇଦିନ ପରେ ପଞ୍ଚୁକ। ଏଥିପାଇଁ ପୁରୀରେ ମାସେ ଧରି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀ ପଞ୍ଚୁକକୁ ଅପେକ୍ଷା କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି ହବିଷ୍ୟାନ୍ନ ସେବନ କରୁଛନ୍ତି। ଦୈନିକ ଚଉରା ମୂଳେ ରାଈଦାମୋଦର ପୂଜା କରୁଛନ୍ତି । ତେବେ ପଞ୍ଚୁକ ୫ ଦିନ କାର୍ତ୍ତିକ!-->…