Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ମନ୍ତ୍ରୀଙ୍କ ପୁତୁରା ଅମରେନ୍ଦ୍ର ପ୍ରସାଦ ସ୍ୱାଇଁ ଗିରଫ
ଜାତୀୟ ରାଜପଥରେ ଗାଡି ଚାଳକଙ୍କୁ ଆଣ୍ଠେଇ ମାଡ ମାରିବା ଘଟଣା । ଗିରଫ ହେଲେ ବିଜେଡି ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପୁତୁରା ଅମରେନ୍ଦ୍ର ପ୍ରତାପ ସ୍ୱାଇଁ । କଟକ ତେଲେଙ୍ଗାପେଣ୍ଠ ଅଂଚଳରେ ଥିବା ଏକ ସୋ’ ରୁମ ସାମ୍ନାରେ ଜଣେ ଯୁବକଙ୍କୁ ତଳେ ଆଣ୍ଠେଇ ମାଡ ମାରିବା ଓ ପରେ!-->…
ଐତିହାସିକ ରାୟ: ବିବାହିତା ଝିଅ ପାଇପାରିବେ ଅନୁକମ୍ପାମୂଳକ ନିଯୁକ୍ତି
କଟକ: ବିବାହିତା ଝିଅ ପାଇପାରିବେ ଅନୁକମ୍ପାମୂଳକ ନିଯୁକ୍ତି । ଚାକିରି କାଳ ମଧ୍ୟରେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ପୁଅ ଓ ଅବିବାହିତ ଝିଅଙ୍କ ପରି ବିବାହିତ ଝିଅ ବି ପାଇପାରିବେ ଅନୁକମ୍ପାମୂଳକ ନିଯୁକ୍ତି । ଏଭଳି ଏକ ଐତିହାସିକ ରାୟ ଦେଇଛନ୍ତି କଟକ ହାଇକୋର୍ଟ। ବହୁ ବର୍ଷ!-->…
ଉଦଘାଟନୀ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୪-୩ ଗୋଲରେ ଭାରତ ବିଜୟୀ
ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହକି ପ୍ରୋ ଲିଗର ଉଦଘାଟନୀ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୪-୩ ଗୋଲରେ ହରାଇଛି ଭାରତ । ଦଳ ପକ୍ଷରୁ ମନଦୀପ ସିଂ ଦୁଇଟି ଗୋଲ ଦେଇଥିବା ବେଳେ ମନଦୀପ ମୋର ଏବଂ ଅଧିନାୟକ ହର୍ମନପ୍ରିତ ସିଂ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ ।!-->…
ନାଟମଣ୍ଡପରୁ ଖସିଲା ଦେଢ ଫୁଟର ପଥର
ପୁରୀ ଶ୍ରୀମନ୍ଦିର ରତ୍ନବେଦୀ ପଛ ପାଶ୍ୱର୍ରୁ ଚୁନ ଖସିବାର କିଛି ଦିନରେ ଏକ ବଡ଼ ପଥର ଖସିଛି । ଶ୍ରୀମନ୍ଦିର ମୁଦୁଲି ଦ୍ୱାର ପାଶ୍ୱର୍ ନାଟମଣ୍ଡପରୁ ଏହି ପଥର ଖସିଥିବା ସୂଚନା ମିଳିଛି । ପଥରଟି ଦେଢ ଫୁଟ ଆକାର ଏବଂ ପ୍ରାୟ ୩ କିଲୋ ଓଜନର ବୋଲି କୁହାଯାଉଛି । ହେଲେ ଏହି ସମୟରେ ସେ ସ୍ଥାନରେ!-->…
୩୧ରୁ ଓଡ଼ିଶାରେ କଂଗ୍ରେସର ଭାରତ ଯୋଡ଼ ଯାତ୍ରା
ଭୁବନେଶ୍ବର: ଭାରତ ଯୋଡୋ ଯାତ୍ରାର ସଫଳତାକୁ ନେଇ କଂଗ୍ରେସ କର୍ମୀମାନେ ଉତ୍ସାହିତ ଥିବାବେଳେ ଆସନ୍ତା ୩୧ ତାରିଖରୁ ଓଡ଼ିଶାରେ କଂଗ୍ରେସର ଭାରତ ଯୋଡ଼ ଯାତ୍ରା ଆରମ୍ଭ ହେବ ବୋଲି ଜଣାପଡିଛି। ଏନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଓଡ଼ିଶାରେ ଭାରତ ଯୋଡୋ ଯାତ୍ରା ନେଇ!-->…
ଧଉଳି ଶାନ୍ତିସ୍ତୂପ ବିଶ୍ବଶାନ୍ତିର ପ୍ରଚାର କରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ବୌଦ୍ଧ ସନ୍ନ୍ୟାସୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖମନ୍ତ୍ରୀ କହିଛନ୍ତି, ଧଉଳି ଶାନ୍ତିସ୍ତୂପ ସାରା ବିଶ୍ବରେ ବିଶ୍ବଶାନ୍ତିର ପ୍ରତୀକ ଭାବେ ପ୍ରଚାର କରିଛି।
!-->!-->!-->…
ଧାମନଗର ଉପନର୍ବାଚନ ପ୍ରଚାର ମୈଦାନରେ ଧର୍ମେନ୍ଦ୍ର ପ୍ରଧାନ
ଧାମନଗର: ଆଜି ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧାମନଗର ଉପନର୍ବାଚନରେ ବିଜେପି ପାଇଁ ପ୍ରଚାର କରିଛନ୍ତି ଧର୍ମେନ୍ଦ୍ର । ତାଙ୍କୁ ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତାମାନେ ସଂମ୍ବର୍ଧନା ଦେଇଛନ୍ତି । ଆଜି କେନ୍ଦ୍ରମନ୍ତ୍ରୀ ଧାମନଗର ମେଡିକାଲ!-->…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସ ଙ୍କ ଘରେ ଭିଜିଲାନସ ରେହ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ ସଙ୍ଗରେ ଖୋର୍ଦ୍ଧା, ସମ୍ବଲପୁର ଓ ବରଗ଼ଡ଼ ଜିଲ୍ଲାର ୬ଟି!-->…
ଆଜି ଓଡ଼ିଶା କ୍ରିକେଟ୍ ଆସୋସିଏସନର ସାଧାରଣ ପରିଷଦ ବୈଠକ
ଆଜି ଓଡ଼ିଶା କ୍ରିକେଟ୍ ଆସୋସିଏସନର ସାଧାରଣ ପରିଷଦ ବୈଠକ । ଏହି ଅବସରରେ ଓସିଏର ସଭାପତି ଭାବେ ଦାୟିତ୍ୱ ନେବେ ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ । ସଭାପତି ଭାବେ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ପ୍ରଣବ ପ୍ରକାଶଙ୍କ ସମେତ ତାଙ୍କ!-->…
ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ
ଭୁବନେଶ୍ବର: ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଦେଶ ବିଦେଶରୁ ଶତାଧିକ ବୌଦ୍ଧ ସନ୍ୟାସୀ ଓ ଭିକ୍ଷୁ ଆସି ଭୁବନେଶ୍ବରରେ ପହଁଚିଛନ୍ତି ।
!-->!-->!-->…