Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
Odisha
All about all odisha state news updates
ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ ରାଖୀ
ଆଜି ପବିତ୍ର ରାଖୀ ପୂର୍ଣ୍ଣିମା । ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଶ୍ରାବଣ ମାସର ପୂର୍ଣ୍ଣମୀ…
ହଷ୍ଟେଲକୁ ନେଇ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ,ଦୁଇ ଛାତ୍ର ଆହତ
ପୁଣି ଅଶାନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସର । ହଷ୍ଟେଲକୁ ନେଇ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିବା ସୂଚନା ମିଳିଛି । ବିବାଦ ଏତେ ବଢ଼ିଥିଲା ଯେ ଦୁଇ ଛାତ୍ରଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି ।
ସୂଚନା ଅନୁସାରେ, ହଷ୍ଟେଲରେ ରହିବାକୁ ନେଇ ଛାତ୍ର…
ଆୟୁଷ୍ମାନ ଭାରତ PM-JAY ଏବଂ BSKY/GJAY ସ୍ୱାସ୍ଥ୍ୟ ଯୋଜନାରେ ଅନିୟମିତତା ଅଭିଯୋଗ,ଘରୋଇ ହସ୍ପିଟାଲକୁ ଶୋ’ କଜ୍ ନୋଟିସ୍…
ଘରୋଇ ହସ୍ପିଟାଲଗୁଡ଼ିକର ମନମାନି ବିରୋଧରେ ଓଡ଼ିଶା ସରକାର ଆକ୍ସନ ମୋଡ଼କୁ ଆସିଛନ୍ତି। ଆୟୁଷ୍ମାନ ଭାରତ PM-JAY ଏବଂ BSKY/GJAY ସ୍ୱାସ୍ଥ୍ୟ ଯୋଜନାରେ ଅନିୟମିତତା ଅଭିଯୋଗ ପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଯାଞ୍ଚ ସମୟରେ ତ୍ରୁଟି ଚିହ୍ନଟ ହେବା ପରେ ଭୁବନେଶ୍ୱରସ୍ଥିତ…
ପୁରୀରେ ଆଜିଠୁ ଆରମ୍ଭ ହୋଇଛି ରଥଭଙ୍ଗା କାମ,ରଥ ସମ୍ପୂର୍ଣ୍ଣ ଭଙ୍ଗାଯାଇ ସମସ୍ତ କାଠ ଶ୍ରୀମନ୍ଦିର ପ୍ରଶାସନର ଜିମା…
ପୁରୀରେ ଆଜିଠୁ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ କରିଛନ୍ତି । ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି ।…
ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ,ମୋଟ ୯ ଟି କାର୍ଯ୍ୟ ଦିବସ
ସେପ୍ଟେମ୍ବର ମାସରେ ବିଧାନସଭା ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଯାହା ଅକ୍ଟୋବର ୩ ଯାଏଁ ଚାଲିବ । ଚଳିତ ଥର ହେବାକୁ ଥିବା ମୌସୁମୀ ଅଧିବେଶନରେ ମୋଟ ୯ ଟି କାର୍ଯ୍ୟ ଦିବସ ରହିଛି । ଗୋଟିଏ ଛୁଟି ଦିନ ଥିବା ବେଳେ ୨ ଦିନ ନୋ ମିଟିଙ୍ଗ ଡେ ରହିଛି।…
ଶ୍ରୀମନ୍ଦିରରେ ଆସୁଛି ନୂଆ ଧାଡ଼ି ଦର୍ଶନ ବ୍ୟବସ୍ଥା,ଘଣ୍ଟାକୁ ୧୦ ହଜାର ଭକ୍ତ କରିପାରିବେ ଦର୍ଶନ, ୩ରୁ ୪ ମାସରେ…
ଶ୍ରୀମନ୍ଦିରରେ ଆସୁଛି ନୂଆ ଧାଡ଼ି ଦର୍ଶନ ବ୍ୟବସ୍ଥା । ଘଣ୍ଟାକୁ ୧୦ ହଜାର ଭକ୍ତ କରିପାରିବେ ଦର୍ଶନ, ୩ରୁ ୪ ମାସରେ କାର୍ଯ୍ୟକାରୀ ହେବ ଯୋଜନା । ସୋମବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବୈଠକ ପରେ ଆଇନ ମନ୍ତ୍ରୀ କହିଛନ୍ତି…
ଲୋକାୟୁକ୍ତ ଚୟନ କମିଟିରେ ପୂର୍ବତନ CJI ଜଷ୍ଟିସ୍ ଜି.ବି. ପଟ୍ଟନାୟକ,ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…
ଲୋକାୟୁକ୍ତ ଚୟନ କମିଟିରେ ପୂର୍ବତନ CJI ଜଷ୍ଟିସ୍ ଜି.ବି. ପଟ୍ଟନାୟକ। ଓଡ଼ିଶା ଲୋକାୟୁକ୍ତଙ୍କ ଚୟନ କମିଟିର ସଦସ୍ୟ ଭାବେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଗୋପାଳ ବଲ୍ଲଭ ପଟ୍ଟନାୟକ ଙ୍କୁ ମନୋନୀତ କରାଯାଇଛି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ…
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ,PPPAC ଦେଲା ମଞ୍ଜୁରୀ
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ । ଲିଜ ସୂତ୍ରରେ ଦେବା ସଂପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ଆପ୍ରାଇଜାଲ କମିଟି- PPPAC ମଞ୍ଜୁରୀ ଦେଇଛି । ବଣ୍ଡଲ- ୩ କାଟାଗୋରୀରେ ଭୁବନେଶ୍ବର ବିମାନବନ୍ଦର ସହ କର୍ଣ୍ଣାଟକର…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ୨୦ତମ ଅଭିଯୋଗ ଶୁଣାଣି ଅନୁଷ୍ଠିତ,ସିଙ୍ଗିଲ ଓ୍ଵିନଡୋ ସିଷ୍ଟମ ମାଧ୍ୟମରେ ୧୪…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ୨୦ତମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ୧୦ ଜଣ ମନ୍ତ୍ରୀଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଆଜି ୬ ଶହରୁ ଅଧିକ ଅଭିଯୋଗ ଆସିଛି । ସମସ୍ତଙ୍କ ସହ ଆଲୋଚନା କରି ଏହାର ସମାଧାନ ପାଇଁ ବ୍ୟବସ୍ଥା…
ସୁନ୍ଦରଗଡ଼ କେ.ବଲାଙ୍ଗ ଶିଲକୁଟା ରିଜର୍ଭ ଫରେଷ୍ଟରୁ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ
ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ । ସୁନ୍ଦରଗଡ଼ କେ.ବଲାଙ୍ଗ ଶିଲକୁଟା ରିଜର୍ଭ ଫରେଷ୍ଟରୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ଠାରୁ ସୂଚନା ପାଇ ଚଢ଼ାଉ କରାଯାଇଥିଲା । ମାଟିତଳୁ ୯ ଏମ୍ ଏମ୍ କାର୍ବାଇନ, IED କଣ୍ଟେନର ଓ ଡିଟୋନେଟର, ମାଗାଜିନ, ୱାକିଟକି…