Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୁରୀ ଜିଲ୍ଲାର ବଳଙ୍ଗା ଘଟଣାରେ ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ କିରୋସିନ ଢାଳି ନିଜକୁ ନିଆଁ ଲଗାଇ ଦେଇଥିଲେ ଏବଂ କେହି ତାଙ୍କୁ ଜାଳି ନ ଥିଲେ। ସୋମବାର ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ…
ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
ଗତ ୧୫ ମାସରେ ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଲେଣି। ୧୯୯ ଦୁର୍ନୀତି ସରକାରୀ ଅଧିକାରୀଙ୍କୁ ଧରିଲାଣି ଭିଜିଲାନ୍ସ। ଗତ ୧୫ ମାସରେ ୭୭ଟି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ କରିଛି ଭିଜିଲାନ୍ସ। ଲାଞ୍ଚ ନେବା ଅଭିଯୋଗରେ ରୁଜୁ ହୋଇଛି ୧୨୨ଟି ମାମଲା।
ମୋଟ ୨୦୨ କୋଟି…
ନବରାତ୍ରର ପ୍ରଥମ ଦିନ
ଆଶ୍ୱିନର ଶରତ ସକାଳରେ ଧରଣୀ ହୋଇଛି ପୁଲକିତ । ଗୃହଠାରୁ ଦେବାଳୟ ପର୍ଯ୍ୟନ୍ତ ସବୁଠାରେ ଜ୍ୟୋତିର୍ମୟୀ ଜଗନ୍ମାତାଙ୍କ ଆଗମନର ପଦଧ୍ୱନି । ଓଡ଼ିଶା ସମେତ ସାରାଦେଶରେ ଆରମ୍ଭ ହୋଇଛି ନବରାତ୍ର ବା ନବଦିନାତ୍ମକ ଶକ୍ତି ପୂଜା । ନବରାତ୍ରର ନଦଦିନରେ ମା’ଙ୍କର ନଅଟି ସ୍ୱରୂପର ଆରାଧନା କରାଯାଏ । ପ୍ରଥମ…
ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
ଆଇଏଏ, ପ୍ରଦୀପ ଜେନା ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଅସିତ ତ୍ରିପାଠୀଙ୍କୁ ହରାଇ ପ୍ରଦୀପ ଜେନା ନୂତନ ସଭାପତି ହୋଇଛନ୍ତି । ଅସିତଙ୍କୁ ୧୮ଟି ଭୋଟରେ ହରାଇଛନ୍ତି ପ୍ରଦୀପ । ପ୍ରଦୀପ ଜେନାଙ୍କୁ ୮୯୧ ଭୋଟ ମିଳିଥିବାବେଳେ ଅସିତ ତ୍ରିପାଠୀ ପାଇଛନ୍ତି ୮୭୩ ଭୋଟ୍ ।…
ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମରେ ୧୦, ବଲାଙ୍ଗୀର ୨, ବ୍ରହ୍ମପୁର ୪, କଟକ ୭, କନ୍ଧମାଳ…
ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍। ଏହା ସହିତ ଜର୍ଜ…
ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
ନଦୀକୂଳକୁ ଛେଳି ଆଣିବାକୁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର । ଗତକାଲି ଠାରୁ ବନ ବିଭାଗ, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକ ମାନଙ୍କ ଦ୍ବାରା ବହୁତ ଖୋଜାଖୋଜି ପରେ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର ହେଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ବେଣାକନ୍ଦା ଗାଁର ଲକ୍ଷ୍ମୀ ଦଳେଇ ନାମକ…
ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
ଦିଲ୍ଲୀପ ନାୟକ ନିମାପଡ଼ା ଆସନରେ ୨୦୨୪ ନିର୍ବାଚନରେ ପ୍ରାର୍ଥୀ ଥିଲେ। ଏହାପୂର୍ବରୁ ସେ କଟକ ଜିଲ୍ଲାରେ ବିଜେଡିର ନେତା ଭାବେ ପରିଚିତ ଥିଲେ। ୨୦୨୪ ଏପ୍ରିଲରେ ଦିଲ୍ଲୀପ ନାୟକ ଶତାଧିକ ଭାଜପା କର୍ମକର୍ତ୍ତାଙ୍କ ସହ ବିଜେଡିରେ ଯୋଗ ଦେଇଥିଲେ।
ବିଜେଡିର ପ୍ରମୁଖ ନେତା ଏବଂ ନିମାପଡ଼ା…
ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଦ୍ୟାଳୟରେ…
ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ।…