Browsing Category

Odisha

All about all odisha state news updates

ରାଜ୍ୟରେ ଆଉ ୧, ୮୮୯  ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ରାଜ୍ୟରେ ଆଉ ୧, ୮୮୯  ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ । ରାଜ୍ୟର ଅଙ୍ଗନବାଡ଼ି ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ ।  ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୮୮୯ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର କୋଠାକୁ ଉଦଘାଟନ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।…

PUCC ଅବଧି ସରିଲା, ଅମାନିଆ ତାଗିଦ କଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

ରାଜ୍ୟରେ ୭୦ ରୁ ୮୦ ପ୍ରତିଶତ ଗାଡି ପିୟୁସିସି କରିଛନ୍ତି । ଆଉ ୨୦ ପ୍ରତିଶତ ଅମାନିଆ ରହିଛନ୍ତି । ତେବେ ସରକାରଙ୍କ ନିର୍ଦ୍ଦେଶକୁ ମାନି ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି ଅବମାନନା କରିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।…

ଖରିଫ ଧାନକିଣାରେ ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର

୭ ଦିନ ବଢ଼ିଲା ଧାନ କିଣା ଅବଧି । ଖରିଫ ଧାନକିଣାରେ ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ଗତକାଲି ଅର୍ଥାତ ମାର୍ଚ୍ଚ ୩୧ରେ ଶେଷ ହୋଇଥିଲା ଖରିଫ ଧାନକିଣା ଅବଧି । ହେଲେ ଏବେ ବି ଅନେକ ଚାଷୀଙ୍କ ଧାନ କିଣା ହୋଇନଥିବାରୁ ଏଭଳି…

୩୦ ଜିଲ୍ଲା ପାଇଁ ଗଠନ ହେଲା ଯୋଜନା କମିଟି ,ମନ୍ତ୍ରୀ କିମ୍ବା ବିଧାୟକ ମାନେ ଏହି କମିଟିର ଅଧ୍ୟକ୍ଷ ରହିବେ

ଆହୁରି ସଠିକ୍ ଢ଼ଙ୍ଗରେ ହେବ ଜିଲ୍ଲାସ୍ତରରେ ଉନ୍ନୟନମୂଳକ କାର୍ଯ୍ୟର ଯୋଜନା ପ୍ରସ୍ତୁତି, ମନିଟରିଂ ଓ ମୂଲ୍ୟାଙ୍କନ । ଏଥିପାଇଁ ତତ୍ପର ହୋଇଛନ୍ତି ରାଜ୍ୟ ସରକାର । ୩୦ ଜିଲ୍ଲା ପାଇଁ ଗଠନ କରିଛନ୍ତି ଯୋଜନା କମିଟି । ମନ୍ତ୍ରୀ କିମ୍ବା ବିଧାୟକ ମାନେ ଏହି କମିଟିର ଅଧ୍ୟକ୍ଷ ରହିବେ । ଏହି…

ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା,ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା

ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ଜନଗଣନା ପାଇଁ ସରକାର ତିଆରି କରିଛନ୍ତି ୩୩ଟି ପ୍ରଶ୍ନ । ଘର, ପରିବାର, ପରିବାରର ମୁଖ୍ୟ, ଗାଡି, ଜମିବାଡ଼ି, ପରିବାରକୁ ତଥ୍ୟ, LPG ପ୍ରମୁଖ ତଥ୍ୟ ସରକାରଙ୍କୁ…

ଆଜି ହେଉଛି ଉତ୍କଳ ଦିବସ, ସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ

ଆଜି ହେଉଛି ଉତ୍କଳ ଦିବସ । ସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ । ୧୯୩୬ ମସିହା ଏପ୍ରିଲ ପହିଲାରେ ନବଗଠିତ ଓଡ଼ିଶା ହୋଇଥିଲା । ଏହି ନବଗଠିତ ଓଡ଼ିଶାର ବିନ୍ଧାଣୀ ମାନଙ୍କ ସ୍ମୃତିରେ ପ୍ରତିବର୍ଷ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି । ଭାଷା ଭିତ୍ତିରେ ରାଜ୍ୟ ଗଠନ…

ଆଇଏଏସ୍ତରରେ ଅଦଳ ବଦଳ ,ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ବ

ମଙ୍ଗଳବାର ଆଇଏଏସ୍ତରରେ ଛୋଟ ଧରଣର ଅଦଳ ବଦଳ ହୋଇଛି। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ବ ଦିଆଯାଇଛି। ଏହା ସହ OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ତୁଲାଇବେ। CEO ଆର ସନ୍ଥ ଗୋପାଳନଙ୍କୁ OSBCL ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ…

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ନେଇ ବଡ଼ ଖବର,ବର୍ତ୍ତମାନ ପାଇଁ ସ୍ଥଗିତ ରହିଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ନେଇ ବଡ଼ ଖବର ।  ବର୍ତ୍ତମାନ ପାଇଁ ସ୍ଥଗିତ ରହିଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ।  ପ୍ରକଳ୍ପର ବୈଷୟିକ ଦିଗଗୁଡ଼ିକର ପୁନଃଅନୁଧ୍ୟାନ ପାଇଁ ସ୍ଥଗିତ ରଖାଯାଇଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।  ଜାତୀୟ…

ଆଜି ସରୁଛି ନକ୍ସଲଙ୍କ ଡେଡ୍ ଲାଇନ୍

ଆଜି ସରୁଛି ନକ୍ସଲଙ୍କ ଡେଡ୍ ଲାଇନ୍ । ନକ୍ସଲ ନିପାତ ପାଇଁ ମାର୍ଚ୍ଚ ୩୧କୁ ଡେଡଲାଇନ୍ ଦେଇଥିଲେ ଗୃହ ମନ୍ତ୍ରୀ ଅମିତ ଶାହ ।  ବହୁ ଟପ୍ ନେତା ସୁରକ୍ଷା ବାହିନୀ ଗୁଳିରେ ନିପାତ ହୋଇଥିବା ବେଳେ ଅନେକ ଆତ୍ମସମର୍ପଣ କରିଛନ୍ତି ।  ଟପ୍ ମାଓ ନେତା କେନ୍ଦ୍ରୀୟ କମିଟି ସଦସ୍ୟ ମେଶ୍ରି ବେଶ୍ରା ଓ…

ରାଜ୍ୟରେ ଭୋଟର ଜାଲିଆତିର ବଡ଼ ଖୁଲାସା କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ,ବାଦ୍ ପଡ଼ିଲେ ୭ ଲକ୍ଷ ୬୮ ହଜାର ୫୨୧ ଜଣ…

ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ। ଭୋଟର ଜାଲିଆତିରେ ବଡ଼ ଖୁଲାସା କରିଛନ୍ତି ନିର୍ବାଚନ ଅଧିକାରୀ । ରାଜ୍ୟରେ ଭୋଟର ତାଲିକା ସଂଶୋଧନରେ ବାଦ୍ ପଡ଼ିଲେ ୭ ଲକ୍ଷ ୬୮ ହଜାର ୫୨୧ ଜଣ ଭୋଟର ବୋଲି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଭୋଟର ତାଲିକା ସଂପର୍କୀତ…