Trending
- କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରି ରାତି ୧୨ଟା ଯାଏଁ ଫୁଟିଲା ବାଣ
- ପାନିପୁରୀ ଓ ଟିକ୍କି ଖାଇ ୧୦୦ ଅସୁସ୍ଥ
- ଆଜି ଆଲୋକର ପର୍ବ ଦୀପାବଳି ,ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର ,ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ
- ଆଜି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ , ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ
- ପ୍ରଭୁ ଶ୍ରୀରାମଙ୍କ ପବିତ୍ର ନଗରୀ ଅଯୋଧ୍ୟାରେ ଧୁମ୍ଧାମରେ ପାଳିତ ହୋଇଛି ଦଶମ ଦୀପୋତ୍ସବ,୫୬ଟି ଘାଟରେ ପ୍ରଜ୍ୱଳିତ ହୋଇଛି ୩୦ ଲକ୍ଷ ଦୀପ
- ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି
- ସୁନାର ଆକାଶଛୁଆଁ ଦର ଗ୍ରାହକଙ୍କ ଧନତେରସର ଉତ୍ସାହକୁ ସାମାନ୍ୟ କମାଇ ପାରିନାହିଁ,ଭୁବନେଶ୍ୱର ଏବଂ କଟକରେ ମୋଟ ବିକ୍ରି ୧୦୦ କୋଟିର ବେପାର
- ଗଞ୍ଜାମ ବନ୍ୟାଞ୍ଚଳ ଗସ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ,ଚାଷୀଙ୍କ ଦୁଃଖ ଶୁଣି ଭାବପ୍ରବଣ ହେଲେ ନବୀନ
- କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଭେଟି,ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ୩ୟ ପର୍ଯ୍ୟାୟ ଶୁଭାରମ୍ଭ
- ଅମୃତସର-ନ୍ୟୁ ଜଲପାଇଗୁଡ଼ି କର୍ମଭୂମି ଏକ୍ସପ୍ରେସରେ ଭୟଙ୍କର ଅଗ୍ନିକାଣ୍ଡ,୪ ବଗି ଜଳିପୋଡ଼ି ଛାରଖାର
Browsing Category
Odisha
All about all odisha state news updates
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ୧୧ଟି ପ୍ରସଙ୍ଗ ଉପରେ ଆଲୋଚନା
ପୁରୀ: ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ । ବୈଠକ ସୂଚୀରେ ୧୧ଟି ପ୍ରସଙ୍ଗ ରହିଥିବା ବେଳେ ଏଥର ମଧ୍ୟ ରତ୍ନଭଣ୍ଡାର ପ୍ରସଙ୍ଗକୁ ସ୍ଥାନୀତ କରିନି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ୍ ଉପରେ କଟକଣା, ରଥ କାଠ ଅଭାବକୁ ନେଇ!-->…
ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦଙ୍କୁ ମୁହାଁମୁହିଁ ଜେରା କରୁଛି ଇଡି
ଭୁବନେଶ୍ବର: ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦଙ୍କୁ ମୁହାଁମୁହିଁ ଜେରା କରୁଛି ଇଡି । ସେପଟେ ଶ୍ରଦ୍ଧାଞ୍ଜଳିଙ୍କୁ ଗିରଫ କରିପାରେ ଇଡି । ଆର୍ଥିକ କାରବାର ଦିଗକୁ ନେଇ ତାଙ୍କ ଠାରୁ ତଥ୍ୟ ବାହାର କରିବ ଇଡି । ସେପଟେ ମାରାଥନ ଜେରା କରୁଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ଇଡିର ଅଧିକାରୀମାନେ!-->…
ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ଘଟଣା,ଆଉ ୮ ଜଣ ଆଇନଜୀବୀ ଗିରଫ
ସମ୍ବଲପୁର: ଓକିଲଙ୍କ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ଭର୍ସନା କରିବା ପରେ ଏବେ ପୋଲିସ ଓକିଲଙ୍କୁ ଗିରଫ କରିବାରେ ଲାଗିଛି । କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ବଢିଲା ଗିରଫଦାରୀଙ୍କ ସଂଖ୍ୟା । ଆଉ ୮ ଜଣ ଆଇନଜୀବୀଙ୍କୁ ଗିରଫ କଲା ପୋଲିସ । ଜିଲ୍ଲା ଓକିଲ ସଂଘ ସଭାପତି ଓ କ୍ରିୟାନୁଷ୍ଠାନ!-->…
ରାଜ୍ୟରେ ବଢ଼ି ବଢ଼ି ଚାଲିଛି ମୁଣ୍ଡପିଛା ଋଣର ପରିମାଣ
ନୂଆଦିଲ୍ଲୀ: ରାଜ୍ୟସଭାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଓଡିଶାରେ ମୁଣ୍ଡପିଛା ଋଣର ପରିମାଣ ୩୪ ହଜାର ୨୫୯ଟଙ୍କା ରହିଛି । କେଉଁ ରାଜ୍ୟ ବା କେନ୍ଦ୍ରଶାସିତ ଅଂଚଳ କେତେ ରୁଣ କରିଛନ୍ତି, କେଉଁ ରାଜ୍ୟ ବା କେନ୍ଦ୍ରଶାସିତ ଅଂଚଳରେ ମୁଣ୍ଡ ପିଛା କେତେ ରୁଣ ରହିଛି,!-->…
ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ଅନ୍ ୱାଇଣ୍ଡ୍-୨୦୨୨
ଭୁବନେଶ୍ବର : ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ଅନ୍ ୱାଇଣ୍ଡ-୨୦୨୨ ତ୍ରୟୋଦଶତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି । ଅନ୍ ୱାଇଣ୍ଡ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ସେମାନଙ୍କର ନିୟମିତ ପାଠ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଅବସର ପାଇଁ କିଛି ସମୟ ପାଇଥାନ୍ତି । ଯେଉଁଥିରେ!-->…
ଶ୍ରୀଜିଉଙ୍କର ବନକଲାଗି ନୀତି ପାଇଁ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଶ୍ରୀଜିଉଙ୍କର ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ । ଆଜି ପୁଷ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ରେ ଏହି ବନକଲାଗି ନୀତି ମହାପ୍ରଭୁଙ୍କ ଅନୁଷ୍ଠିତ ହେଉଛି । ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବା ପାଇଁ ନୀତି ଧାର୍ଯ୍ୟ ହୋଇଛି । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ!-->…
ଶିକାରୀଙ୍କ ପାଇଁ ଭୂସ୍ୱର୍ଗ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ
ଶିକାରୀଙ୍କ ପାଇଁ ଭୂସ୍ୱର୍ଗ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଶିକାରୀମାନେ ଶିମିଳିପାଳରେ ଦନ୍ତା ଶିକାର ପରେ ପ୍ରମାଣ ନଷ୍ଟ ପାଇଁ ଏହାକୁ ପୋଡ଼ି ଦେଇଥିଲେ ବନ କର୍ମଚାରୀ। ଏପରି ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଏବେ ଆଉ ଏକ ସାଂଘାତିକ ଘଟଣା ସାମନାକୁ ଆସିଛି। ଏଥର!-->…
ସମ୍ବଲପୁର ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି
ସମ୍ବଲପୁର ଓକିଲ ଆନ୍ଦୋଳନକୁ ନେଇ ଆଜ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ କନ୍ଫରେନ୍ସିରେ ଅଦାଲତରେ ହାଜର ହେବେ। ଅନ୍ୟପକ୍ଷରେ ଓକିଲମାନେ ସେମାନଙ୍କ ଆନ୍ଦୋଳନ ସ୍ଥଗିତ ରଖିଛନ୍ତି। କିଛି ଓକିଲଙ୍କୁ ଗିରଫ କରାଯିବା ସହିତ ଆଉ କେତେକ ଓକିଲଙ୍କ ଲାଇସେନ୍ସ!-->…
ମୁହାଁମୁହିଁ ହେବେ ଅର୍ଚ୍ଚନା ଓ ଜଗବନ୍ଧୁ
ସେକ୍ସୋଟର୍ସନ ରାଣୀ ଅର୍ଚ୍ଚନାଙ୍କ ପେଡ଼ି ଖୋଲିବ ଇଡି। ପତି ଜଗବନ୍ଧୁ ଓ ଅର୍ଚ୍ଚନାଙ୍କୁ ମୁହାଁମୁହିଁ ବସାଇ ଜେରା କରାଯିବ। ଏଥିପାଇଁ ଜିଲ୍ଲା କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଆଜି ଅର୍ଚ୍ଚନା ଇଡି କାର୍ଯ୍ୟାଳୟକୁ ଫେରି ଯାଇଥିବା ବେଳେ ଆସନ୍ତାକାଲିଠାରୁ ଜଗବନ୍ଧୁ ଇଡ଼ିର ଖୁଆଡକୁ ଆସିବେ।!-->…
କୋର୍ଟରେ ହାଜର ପରେ ଅର୍ଚ୍ଚନା ନାଗଙ୍କୁ ଗିରଫ କଲା ଇଡି
ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ (ଇଡି) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଗିରଫ କରିଛି। ୭ ଦିନିଆ ରିମାଣ୍ଡ ସରିବା ପରେ ଅର୍ଚ୍ଚନା ନାଗଙ୍କୁ ଇଡି ଆଜି କୋର୍ଟରେ ହାଜର କରିଥିଲା। ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରିବା ପରେ ଅର୍ଚ୍ଚନାଙ୍କୁ ଗିରଫ କରିଛି।!-->…