Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Odisha
All about all odisha state news updates
ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ରବିବାର ନୂଆଦିଲ୍ଲୀଠାରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ!-->…
ପୂର୍ବ ତଟ ରେଳପଥ ଦ୍ୱାରା ସ୍ମରଣୀୟ ‘ଆଜାଦୀ କି ରେଳ ଗାଡି ଏବଂ ଷ୍ଟେସନ’ ସପ୍ତାହ ଉଦଯାପିତ
ପୂର୍ବ ତଟ ରେଳପଥ ଦ୍ୱାରା ସପ୍ତାହବ୍ୟାପୀ ତଥା ଜୁଲାଇ 18 ତାରିଖରୁ ଆୟୋଜିତ ହୋଇଥିବା 'ଆଜାଦୀ କି ରେଳ ଗାଡି ଏବଂ ଷ୍ଟେସନ' ସ୍ମରଣୀୟ ସପ୍ତାହ ଉତ୍ସବ ଆଜି ଅର୍ଥାତ୍ 23 ଜୁଲାଇ 2022 ରେ ସମାପ୍ତ ହୋଇଛି | ଭାରତୀୟ ସ୍ୱାଧୀନତାର 75 ବର୍ଷ ପୂର୍ତ୍ତି ପାଳନ ତଥା ଆଜାଦୀ କା ଅମୃତ ମହୋତ୍ସବର ଏକ!-->…
ରାଜ୍ୟରେ ସଂଭାବନା ଅଛି ପ୍ରବଳ ବର୍ଷା
ରାଜ୍ୟରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସଂଭାବନା ରହିଛି । ବର୍ଷା ଘଡ଼ଘଡ଼ି ପାଇଁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
https://twitter.com/mcbbsr/status/1551109066973360128
ଭୁବନେଶ୍ୱର ଆଞ୍ଚଳିକ ପାଣିପାଦ କେନ୍ଦ୍ର ପକ୍ଷରୁ!-->!-->!-->!-->!-->…
ଦ୍ରୈାପଦୀଙ୍କ ପାଇଁ ଲକ୍ଷ୍ମଣ ରେଖା ଲଙ୍ଘିଲେ ବିରୋଧୀ: ବଢ଼ିଲା କ୍ରସଭୋଟିଂ
ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀ ଯେଉଁ ବାହାସ୍ଫୋଟ ମାରୁଥିଲେ ତାହା ଫିକା ପଡିଛି । ନରେନ୍ଦ୍ର ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍ ଆଗରେ ବିରୋଧୀଙ୍କ ରଣକୈାଶଳ ଫେଲ ମାରିଛି । ଦ୍ରୈାପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ବିରୋଧୀ ଦଳଗୁଡ଼ିକ ଦୋଛକିରେ ପଡିଥିଲେ । ଦଳର!-->…
ଏସସି ଓ ଏସଟି ମାନ୍ୟତା ପ୍ରସଙ୍ଗ: ଜାତି ଜନଜାତି ତାଲିକାରେ ନାମ ସାମିଲ କରାଯାଉନାହିଁ
ସମାନ ଜାତିର ଲୋକ ମାନଙ୍କର ସାଙ୍ଗିଆ ଭିନ୍ନ ହେଲେ ମଧ୍ୟ ସେମାନଙ୍କୁ ଅନୁସୂଚିତ ଜାତି ଓ ଜନଜାତି ତାଲିକାରେ ସାମିଲ କରା ଯାଉ ନାହିଁ। ଯାହା ଫଳରେ ସେମାନେ ସଂରକ୍ଷଣ ଓ ଅନ୍ୟ ବ୍ୟବସ୍ଥାର ଲାଭ ପାଇ ପାରୁ ନାହାନ୍ତି । ଏହା ଉପରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ବିଶେଷ ଧ୍ୟାନ ଦେବା ଆବଶ୍ୟକ!-->…
ଫିଟ୍ ଇଣ୍ଡିଆ କ୍ୱିଜ୍: ଜାତୀୟ ପର୍ଯ୍ୟାୟରେ ଓଡିଶାର ଦୁଇ ଛାତ୍ର
ଫିଟ୍ ଇଣ୍ଡିଆ କ୍ୱିଜ୍, ୨୦୨୧ର ଜାତୀୟ ପର୍ଯ୍ୟାୟ ଖେଳ ଆରମ୍ଭ ହୋଇ ଯାଇଛି । ୩୬ଟି ରାଜ୍ୟ / କେନ୍ଦ୍ର ଶାସିତ ପ୍ରଦେଶ ଗୁଡିକର ରାଜ୍ୟ ସ୍ତରୀୟ ବିଜେତା ଶୀର୍ଷ ସମ୍ମାନ ଏବଂ ବୃହତ୍ ପରିମାଣର ନଗଦ ପୁରସ୍କାର ଗୁଡିକ ନିମନ୍ତେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।
!-->!-->!-->…
ସୁରୀୟା ଓ ଅଜୟ ଦେବଗନଙ୍କୁ ଶ୍ରେଷ୍ଠ ଅଭିନେତା ଓ ଅପର୍ଣ୍ଣା ବାଲମୁରଲୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର
ସୂର୍ଯ୍ୟ ଦେଓଙ୍କ ଦ୍ୱାରା ଲିଖିତ କାଲିର ସିନେମା ପୁସ୍ତକ କୁ ସ୍ୱତନ୍ତ୍ର ଉଲ୍ଲେଖ ପୁରସ୍କାର
୬୮ତମ ଜାତୀୟ ଚଳଚ୍ଚିତ୍ର ବିଚାରକ ମଣ୍ଡଳୀ ଆଜି (୨୨.୭.୨୦୨୨) ୨୦୨୦ ବର୍ଷ ପାଇଁ ବିଜେତାମାନଙ୍କ ନାମ ଘୋଷଣା କରିଛନ୍ତି । ଘୋଷଣା ପୂର୍ବରୁ ବିଚାରକମଣ୍ଡଳୀ ତଥା ଏହାର ଅଧ୍ୟକ୍ଷ କେନ୍ଦ୍ର ସୂଚନା!-->!-->!-->…
ପ୍ରକାଶ ପାଇଲା ସିବିଏସଇ ଦଶମ ପରୀକ୍ଷାଫଳ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ବାରା ପରିଚାଳିତ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୨୧ ଲକ୍ଷ ୧୬ ହଜାର ୨୯୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସିବିଏସଇ ଦଶମରେ ପାସ୍ ହାର ୯୪.୪୦ ପ୍ରତିଶତ। ରାଜଧାନୀ ଭୁବନେଶ୍ୱର ରିଜିଅନରେ ପାସ ହାର!-->…
ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଓଡ଼ିଶା ଗର୍ବିତ
ଭାରତୀୟ ଗଣତନ୍ତ୍ର ପାଇଁ ଦ୍ରୈାପଦୀ ମୁର୍ମୁ ଆଣିଛନ୍ତି ନୂଆ ଏକ ପରମ୍ପରା । ଭାରତ ଇତିହାସରେ ପ୍ରଥମ ଥର ଜଣେ ଅନୁସୂଚିତ ଜାତି ବର୍ଗର ମହିଳା ହୋଇଛନ୍ତି ରାଷ୍ଟ୍ରପତି । ଶ୍ରୀମତି ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ସାରା ଭାରତ ପାଇଁ ପ୍ରେରଣା ପାଲଟିଯାଇଛନ୍ତି । 15ତମ!-->…
ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ
ଭାରତର ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ସମେସ୍ତ ଅଭିନନ୍ଦନ ଜଣାଇଛନ୍ତି । । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଥିବା ବେଳେ!-->…