Browsing Category

Odisha

All about all odisha state news updates

ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି

କନ୍‌ଷ୍ଟେବଲ୍‌ ଶୁଭମିତ୍ରାଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଦୀପକଙ୍କ ସମେତ ୩ଜଣ ଗୁରୁବାର ଜେଲ ଯାଇଛନ୍ତି। ଦୀପକଙ୍କ ମାଉସୀ ପୁଅ ଭାଇ ବିନୋଦ ବିହାରୀ ଭୂୟାଁ ଓରଫ ପପୁ (୩୯) ଓ ତାଙ୍କ ସାଙ୍ଗ ଶମ୍ଭୁନାଥ ମହନ୍ତ ଓରଫ ଜଟ (୨୩)ଙ୍କୁ ଆପରାଧିକ ଷଡ଼ଯନ୍ତ୍ର ଏବଂ ପ୍ରମାଣ ନଷ୍ଟ କରିବା…

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ

ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ,  ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ…

ପୁଣି ରାହୁଲ ଆଣିଲେ ଅଭିଯୋଗ

ଭୋଟ ଚୋରି ପ୍ରସଙ୍ଗ ନେଇ ପୁଣି ଥରେ ଭାରତୀୟ ନିର୍ବାଚନ କମିଶନ ଓ ବିଜେପିକୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ଟାର୍ଗେଟ। ଆଗକୁ ବିହାର ନିର୍ବାଚନ ହେବାକୁ ଥିବାବେଳେ ରାହୁଲ ଗାନ୍ଧୀ ପୁଣି ଥରେ ଭୋଟ ଚୋରି ପ୍ରସଙ୍ଗ ଉଠାଇଛନ୍ତି। ସେ ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ…

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତ୍ୟୁକୁ ନେଇ ଏବେ ଚାରିଆଡେ ଆଲୋଚନା ଚାଲିଛି । କଣ ପାଇଁ ସେ ଦୀପକକୁ ବିବାହ କଲେ ତାହା ବୁଝିହେଉନାହିଁ । ଶୁଭମିତ୍ରା ନିଖୋଜ ହେବାର ୧୨ ଦିନ ପରେ  ମାଟି ତଳୁ ତାଙ୍କର ଗଳିତ ଶବ ଉଦ୍ଧାର କରାଯାଇଛି । ପୁଲିସ ପ୍ରେମିକ ଦୀପକ ରାଉତ ଓରଫ ଦୀପୁ ତାଙ୍କୁ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ

ଗୁରୁବାର ଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ସାତଟି କାର୍ଯ୍ୟଦିବସ ରହିଛି। ସେପ୍ଟେମ୍ବର ୧୯ ତାରିଖରେ କେବଳ ବେସରକାରୀ ସଭ୍ୟଙ୍କ କାର୍ଯ୍ୟ ପାଇଁ ଧାର୍ଯ୍ୟ ହୋଇଥିଲା ବେଳେ ବାକି ୬ ଦିନ ସରକାରୀ…

ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍‌ଯନ୍ତ୍ର

ମହିଳା ଟ୍ରାଫିକ୍ କନ୍‌ଷ୍ଟେବଳ ହତ୍ୟା ମାମଲାରେ ମାଟି ତଳୁ ବାହାରିଲା ଶବ । ଜେସିବିରେ ଖୋଳାଯିବା ପରେ  ସିମେଣ୍ଟ ଅଖାରେ ବନ୍ଧା ଅବସ୍ଥାରେ ବାହାର କରାଗଲା ମୃତଦେହ । ଶୁଭମିତ୍ରାଙ୍କ ମୃତଦେହ ପୋତାଯାଇଥିବା ସ୍ଥାନକୁ ଅଭିଯୁକ୍ତ ଦୀପକ ରାଉତକୁ ନେଇଥିଲା  ପୋଲିସ । ସେଠାରେ ମାଟି ଖୋଳି ମୃତ…

ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା

ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣା ଉପରେ ଏସ୍ପିଙ୍କୁ ଭେଟି ଅଭିଯୁକ୍ତଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛି ବିଜେଡ଼ି ରାଜ୍ଯ ମହିଳା ମୋର୍ଚ୍ଚାର ସ୍ୱତନ୍ତ୍ର ଟିମ୍। ମୁକ୍ତେଶ୍ଵର ମନ୍ଦିର ନିକଟ ଜଙ୍ଗଲରେ ଗତ ଶନିବାର ଜଣେ ଛାତ୍ରୀଙ୍କୁ…

ଭଣ୍ଡ ସନ୍ନ୍ୟାସୀ କିଏ?

ବିଜେଡିରେ ଏବେ ଶ୍ରୀମୟୀଙ୍କ ଲେଖାକୁ ନେଇ ଆଲୋଚନା ଜୋର ଧରିଛି । ସେ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ ଉଠାଇ କିଛି ପୋଷ୍ଟ କରିଛନ୍ତି । ବିଜେଡିର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ର ପାଣ୍ଡିଆନ୍‌ଙ୍କ ସଂପର୍କରେ ଲେଖାଯାଇଥିବା ଚର୍ଚ୍ଚା ହେଉଛି। ଏହି ପୋଷ୍ଟ୍ ସ୍ପଷ୍ଟ ଭାବେ କାହାଙ୍କୁ ନିଶାନା…

୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଓଡ଼ିଶାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦ୍ୱାରା ୯୧୩ଟି ନୂତନ  ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ ହୋଇଛି। ଏହା ମହିଳା ଓ ଶିଶୁ ବିକାଶ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଯାହା ରାଜ୍ୟରେ ଶିଶୁ ସମ୍ରକ୍ଷଣ ଏବଂ ପୋଷଣ କାର୍ଯ୍ୟକ୍ରମକୁ ମଜବୁତ୍ କରିବ। ଏହି…

ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ

ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ସ୍ଥାନରେ ଜନସାଧାରଣ ଓ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ବାଲେଶ୍ୱର ଷ୍ଟେସନରେ ପହଞ୍ଚିବା ପରେ ବେତନଟୀ ଦେଇ ସରକାରୀ ଓ ସାମାଜିକ…