Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ରାଜ୍ୟରେ ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ ଚିଟଫଣ୍ଡ ଟଙ୍କା ଫେରି ପାଇଛନ୍ତି
ରାଜ୍ୟରେ ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ ଚିଟଫଣ୍ଡ ଟଙ୍କା ଫେରି ପାଇଛନ୍ତି । ରୋଜ ଭ୍ୟାଲି ଗ୍ରୁପ, ଗୋଲଡେନ ଲ୍ୟାଣ୍ଡ ଭ୍ୟାଲୁ ଏବଂ ହାଇ-ଟେକ୍ ଇଷ୍ଟେଷ୍ଟ ପ୍ରମୋଟର ଗ୍ରୁପର ୮ ଲକ୍ଷ ୭୮ ହଜାର ୯୫୩ ଆବେଦନକାରୀଙ୍କ ମଧ୍ୟରୁ ୩ ଲକ୍ଷ ୨୭ ହଜାର ୬୪୨ ଜମାକାରୀଙ୍କୁ ୧୨୮ କୋଟି ଟଙ୍କା ଫେରସ୍ଥ…
ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କର୍ଣ୍ଣେଲ ସାଗର ମହାନ୍ତି: ଯୁବପିଢ଼ିଙ୍କୁ NCC ରେ ସାମିଲ କରିବା ପାଇଁ ଆଲୋଚନା
ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଓଡ଼ିଆ ପୁଅ ତଥା ବରିଷ୍ଠ ସେନା ଅଧିକାରୀ କର୍ଣ୍ଣେଲ ସାଗର ମହାନ୍ତି। ଏହି ବୈଠକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।
ଏହି ସାକ୍ଷାତକାର ସମୟରେ କର୍ଣ୍ଣେଲ ମହାନ୍ତି ରାଜ୍ୟର ଯୁବପିଢ଼ିଙ୍କୁ ଅଧିକ ସଂଖ୍ୟାରେ…
ସିଏମସି ର ୧୪ ଜଣ ବିଜେଡି କର୍ପୋରେଟରଙ୍କୁ ନବୀନ ନିବାସରୁ ଡ଼ାକରା ଆସିଛି
ନବୀନ ନିବାସରୁ ଆସିଛି ଡ଼ାକରା । କଟକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିଏମସି ( କଟକ ମହାନଗ ନିଗମ)ର ୧୪ ଜଣ ବିଜେଡି କର୍ପୋରେଟରଙ୍କୁ ନବୀନ ନିବାସରୁ ଡ଼ାକରା ଆସିଛି । ଖବର ଅନୁଯାୟୀ, କିଛି ଦିନ ତଳେ ପ୍ରଭାତ ବିଶ୍ୱାଳରୁ ଦଳରୁ ବହିଷ୍କାର କରିଥିଲେ ସୁପ୍ରିମୋ । ଏହି ଘଟଣା ପରେ ଯେମିତି କଟକ…
OAS ସ୍ତରରେ ଅଦଳବଦଳ, ଆଠ ଜଣ ଓଏଏସ ଅଧିକାରୀଙ୍କୁ ସେମାନଙ୍କ ବର୍ତ୍ତମାନର ପଦବୀରୁ ବିଭିନ୍ନ କାର୍ଯ୍ୟାଳୟକୁ ବଦଳି…
ଓଡ଼ିଶା ସରକାରଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ, ରବିବାର ଓଡ଼ିଶା ପ୍ରଶାସନିକ ସେବା (OAS) ଅଧିକାରୀ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ଘୋଷଣା କରିଛି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଆଠ ଜଣ ଓଏଏସ…
ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର
ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସେ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସସ୍ମିତ ପାତ୍ର ନିଜ ଇସ୍ତଫା ପତ୍ର ପଠାଇଛନ୍ତି ।ରାଜ୍ୟସଭା ଷ୍ଟାଣ୍ଡିଂ…
ମନ୍ କି ବାତ୍ରେ ଓଡ଼ିଆଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ମନ୍ କି ବାତ୍ରେ ଓଡ଼ିଆଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେନ୍ଦ୍ରାପଡ଼ାର ଯୁବକ ଓମ୍ ପ୍ରକାଶ ରଥ ଓ ସମ୍ବଲପୁରର ମହିଳା ଉଦ୍ୟୋଗୀ ସୁଜାତା ଭୂୟାଁଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ମନ୍ କୀ ବାତରେ ପ୍ରଧାନମନ୍ତ୍ରୀ ସେମାନଙ୍କ କଥା ଉଠାଇବା ଖୁସି ସହ ନୂଆ…
କେନ୍ଦୁଝର ଗଡ଼ ମ୍ୟୁନିସିପାଲଟିରେ ବିଜେଡିକୁ ବଡ଼ ଝଟକା ଉପାଧ୍ୟକ୍ଷାଙ୍କ ସହ ୯ ଜଣ କାଉନସିର ପ୍ରାଥମିକ ସଦସ୍ୟ ପଦରୁ…
୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡ଼ି ଏବେ ଗୋଟିଏ ଝଟକାରେ ଭାଙ୍ଗିବାରେ ଲାଗିଛି । କଟକ, ପରେ ଏବେ କେନ୍ଦୁଝରରେ ବି ବିଜେଡିର ପତନ ଆରମ୍ଭ ହୋଇଛି । କେନ୍ଦୁଝର ଜିଲ୍ଲାର ୩ ଟି ବ୍ଲକ ପରେ ଏବେ କେନ୍ଦୁଝର ଗଡ଼ ମ୍ୟୁନିସିପାଲଟିରେ ବିଜେଡିକୁ ବଡ଼ ଝଟକା ଲାଗିଛି । ଯଦିଓ ଏଠାରେ ବିଜେପିର ଅଧ୍ୟକ୍ଷା…
ମାଓବାଦୀଙ୍କ ପାଇଁ ସତର୍କ ଘଣ୍ଟି, ସରେଣ୍ଡର ନକଲେ ସୁରକ୍ଷାକର୍ମୀଙ୍କୁ ସାମ୍ନା କରିବାକୁ ପଡ଼ିବ-ଓଡ଼ିଶା ପୋଲିସ ଡିଜି
ସମୟ ସରିଆସୁଛି । ଡେଡ୍ଲାଇନ୍ ପୂରଣ ହେବାକୁ ଆଉ ମାତ୍ର ବାକି ଅଛି ୨ ଦିନ । ଯଦି ଏହି ସମୟ ମଧ୍ୟରେ ସରେଣ୍ଡର ନକରନ୍ତି । ତେବେ ସୁରକ୍ଷାକର୍ମୀଙ୍କୁ ସାମ୍ନା କରିବାକୁ ପଡ଼ିବ ବୋଲି କହିଛନ୍ତି ଓଡ଼ିଶା ପୋଲିସ ଡିଜି ଓ୍ୱାଇ.ବି ଖୁରନିଆ ।
ଖବର ଅନୁଯାୟୀ, ରବିବାର ଦିନ ଓଡ଼ିଶା ପୋଲିସ…
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଦିଲ୍ଲୀ ଗସ୍ତରେ ମୋହନ ମନମୋହନ | ରାଜ୍ୟରେ ବିଧାନସଭା ପରେ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଢିଲା ଚର୍ଚ୍ଚା | ଦୁଇ ମାସ ପରେ ଦୁଇ ବର୍ଷ ପୂର୍ତ୍ତି କରିବାକୁ ଯାଉଥିବା ମୋହନ ସରକାର ନେଇପାରନ୍ତି ବଡ଼ ପଦକ୍ଷେପ | ମନ୍ତ୍ରିମଣ୍ଡଳରେ ୬ ମନ୍ତ୍ରୀପଦ ଖାଲି ପଡିଛି । ମନ୍ତ୍ରୀପଦ ପୂରଣ ପାଇଁ…
ସୁଭଦ୍ରା ଯୋଜନା : ଏପ୍ରିଲ ୧ରୁ ଆରମ୍ଭ ହେବ ନୂତନ ପଞ୍ଜୀକରଣ ପ୍ରକ୍ରିୟା
ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଏପ୍ରିଲ ୧ରୁ ଆରମ୍ଭ ହେବ ପଞ୍ଜୀକରଣ ପ୍ରକ୍ରିୟା । ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ…