Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ମୂର୍ତ୍ତି ନିର୍ମାଣ ବିବାଦ ପରେ ଏବେ ଉଚ୍ଚତାକୁ ନେଇ କଟକଣା
ରାତି ପାହିଲେ ଗଣେଶ ପୂଜା । ମୂର୍ତ୍ତି ନିର୍ମାଣରେ ବିବାଦ ପରେ ଏବେ ମୂର୍ତ୍ତି ଉଚ୍ଚତାକୁ ନେଇ କଟକଣା । ମଣ୍ଡପରେ ପୂଜା ପାଇବାକୁ ଥିବା ମୂର୍ତ୍ତି ଗୁଡ଼ିକର ଉଚ୍ଚତା ୨୦ ଫୁଟ ରହିବ । ମେଢ ସହ ମୂର୍ତ୍ତିର ଉଚ୍ଚତା ୪୦ ଫୁଟ କରାଯାଇପାରିବ । ପୂଜା ମଣ୍ଡପ ଗୁଡିକ ଯେତେଦୂର ସମ୍ଭବ ଛୋଟ ମୂର୍ତ୍ତି!-->…
ପରୀକ୍ଷା ପୂର୍ବରୁ ଓଟିଇଟି ଉତ୍ତର ଜେରକ୍ସ ପେପର ବାହାରେ ଭାଇରଲ୍
ସାରା ରାଜ୍ୟରେ ଆଜି ଶିକ୍ଷକଙ୍କ ଓଟିଇଟି ପରୀକ୍ଷା ଚାଲିଥିବା ବେଳେ ମାଲକାନଗିିରି ଜିଲ୍ଲାରେ ମଧ୍ୟ ୩ଟି ସେଣ୍ଟରରେ ପରୀକ୍ଷା ଆରମ୍ଭ ନ ହେଉଣୁ ପ୍ରଶ୍ନର ଉତ୍ତର ସିଟ ଭାଇରାଲ ହେଉଛି। ଯାହା ଶୁଣା ଯାଉଛି ଏହି ଓଟିଇଟି ପରୀକ୍ଷା ପାଇଁ ଶିକ୍ଷକମାନେ ୫ ହଜାର ଟଙ୍କା ଦେଇଥିବା ଚର୍ଚ୍ଚା ହେଉଛି।!-->…
ମହିଳା ଏସ୍ଆଇ ସ୍ୱାଗତିକା ବେହେରା ମୃତ୍ୟୁ ଘଟଣା
କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଆଦର୍ଶ ଥାନା ମହିଳା ଏସ୍ଆଇ ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଗତ ଶନିବାର କ୍ୱାର୍ଟର୍ସରୁ ଠାବ ହୋଇଥିଲା । ସ୍ୱାଗତିକାଙ୍କୁ ଥାନା ଅଧିକାରୀ ରେବତୀ ଶବର ମାନସିକ ଚାପ, ଅସହ୍ୟ ଅତ୍ୟାଚାର କରିଥିବା ତାଙ୍କ ମାଆ ଉଷାରାଣୀ ବେହେରା ଅଭିଯୋଗ କରିଛନ୍ତି ।!-->…
ଭୁବନେଶ୍ୱର ‘ଦି କୌଟିଲ୍ୟ’ କଲେଜରେ ରାଗିଂ
ଭୁବନେଶ୍ୱର ପଟିଆ ଆଞ୍ଚଳରେ ଥିବା ‘ଦି କୌଟିଲ୍ୟ’ କଲେଜରେ ପଢ଼ୁଥିବା ଜଣେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ର ହଷ୍ଟେଲରୁ କେଉଁ ଆଡେ ନିଖୋଜ ହୋଇଯାଇଛନ୍ତି । ଛାତ୍ର ଜଣଙ୍କ ହେଲେ ହୃଦେଶ ପଣ୍ଡା । ଶୁକ୍ରାବର ରାତିରେ କଲେଜର ଚେୟାରମ୍ୟାନ ତାଙ୍କୁ ମାଡ଼ ମାରିଥିବା ସହିତ ରାଗିଂ କରାଯାଇଥିବା ନେଇ ସେ!-->…
ଭୁବନେଶ୍ବର, ରାଉରକେଲାରେ ହକି ପ୍ରୋ ଲିଗ୍
ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ପ୍ରତିଯୋଗିତା ଭୁବନେଶ୍ବର ସହ ରାଉରକେଲାରେ ଖେଳାଯିବ। ଉଭୟ ଭେନ୍ୟୁରେ ପ୍ରୋ ଲିଗ୍ର ମୋଟ ୧୨ ମ୍ୟାଚ୍ ଆୟୋଜିତ ହେବ।
ଜାନୁଆରି, ୨୦୨୩ରେ ଖେଳାଯିବାକୁ ଥିବା ପୁରୁଷ ହକି ବିଶ୍ବକପ୍ ପାଇଁ ପ୍ରସ୍ତୁତି ପର୍ବ ସ୍ବରୂପ ଏଭଳି ନିଷ୍ପତ୍ତି ନିଆଯାଇଥିବା!-->!-->!-->…
ବାବୁସାନଙ୍କ ପତ୍ନୀ ଓ ଶ୍ବଶୂରଙ୍କ ନାମରେ ୫ କୋଟି ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି
ଭୁବନେଶ୍ୱର: ଅଭିନେତ୍ରୀ ପ୍ରକୃତି ମିଶ୍ର ନିଜର ସମ୍ମାନହାନି ହୋଇଥିବା ଦର୍ଶାଇ କୋର୍ଟରେ ମାନହାନୀ ମକଦ୍ଦମା କରିଛନ୍ତି । ନିଜ ବନ୍ଧୁ ତଥା ଅଭିନେତା ବାବୁଶାନ ମହାନ୍ତିଙ୍କ ପତ୍ନୀ ତୃପ୍ତି ଓ ତାଙ୍କ ଶ୍ୱଶୁର ଲଳିତ ଶତପଥୀଙ୍କ ନାଁରେ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମାମଲା ଦାୟର!-->…
ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ପ୍ରସଙ୍ଗକୁ ନେଇ ଶୁଣାଣି
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ମରାମତି ସଂପର୍କିତ ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ । ସାନି ସ୍ଥିତି ସଂପର୍କରେ ଅବଗତ କରିବାକୁ ଆମିକସକ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ସ୍ଥିତି ଅନୁଧ୍ୟାନ ଓ ଜଷ୍ଟିସ ଚିତ୍ତରଂଜନ!-->…
ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କମଳା ପୂଜାରୀ ଗୁରୁତର
ପଦ୍ମଶ୍ରୀ କମଳା ପୁଜାରୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରେ ଲାଗିଛି । ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସା କରାଯାଉଛି । ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତର ଖାନରେ ଭର୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ!-->…
ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା ଫର୍ମପୂରଣ ଅବଧି ବଢ଼ିଲା
ବନ୍ୟା ପ୍ରଭାବିତ ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଓ ସମେଟିଭ୍ ଆସେସମେଣ୍ଟ-୧ (ଏସ୍ଏ-୧) ପରୀକ୍ଷା ଲାଗି ଫର୍ମ ପୂରଣ ବାଧାପ୍ରାପ୍ତ ହୋଇଛି । ଲକ୍ଷାଧିକ ଛାତ୍ରଛାତ୍ରୀ ଅନ୍ଲାଇନ୍ରେ ପଞ୍ଜିକରଣ ଓ ଫର୍ମପୂରଣ କରିପାରିନଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ!-->…
ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ପୁରୁଷ ବନ୍ଧୁଙ୍କୁ ଜେରା
ସଫ୍ଟୱେର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ ମହାପାତ୍ରଙ୍କୁ ମୃତ୍ୟୁ ପୂର୍ବରୁ ୧୫ କଲ୍ କରିଥିଲେ। କିନ୍ତୁ ତାଙ୍କ ଫୋଲ ଉଠାଇନଥିଲେ ତାଙ୍କ ପୁରୁଷ ବନ୍ଧୁ । ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା ସୌମ୍ୟଜିତ୍ଙ୍କୁ ୧୫ ଥର କଲ୍!-->…