Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଆସୁଛି ବର୍ଷା: ଅବପାତର ରୂପ ନେଲା ଲଘୁଚାପ
ଆସୁଛି ପୁଣି ବର୍ଷା, ସଂଧ୍ୟା ସୁଦ୍ଧା ପୁଣି ଲଘୁଚାପ ବର୍ଷା ଓଡ଼ିଶାରେ ହେବ । ଆଇଏମଡି ଡିଜି ଏନେଇ ସୂଚନା ଦେଇଛନ୍ତି । ସଂଧ୍ୟାରେ ବାଲେଶ୍ୱର ଦେଇ ଗତି କରିବ ବର୍ଷା । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶ ଦେଇ ଯିବ ଅବପାତ । ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ!-->…
ପୁଣି ଲଘୁଚାପ , ପୁଣି ବର୍ଷା: ସତର୍କ ରହିବା ଜରୁରୀ
ପୁଣି ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି ।
https://twitter.com/mcbbsr/status/1560193970063298560?s=20&t=-tX220El3hzL65Wid8vXZg
4 ଦିନ ବର୍ଷା ବନ୍ଦ ହେବା ପରେ ପୁଣି ବର୍ଷା ହୋଇଥିବାରୁ ଲୋକେ!-->!-->!-->!-->!-->…
ଆଜି ପବିତ୍ର ଜନ୍ମାଷ୍ଟମୀ: ଉତ୍ସବମୁଖର ସାରା ଭାରତ
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ମଥୁରା ଠାରୁ ଆରମ୍ଭ କରି ସାରା ଭାରତରେ ଆଜି ଉତ୍ସବମୁଖର ହୋଇଉଠିଛି । ଅଧର୍ମର ନାଶ କରିବା ପାଇଁ ପ୍ରଭୁ ଶ୍ରୀକୃଷ୍ଣ ଅବତାର ଗ୍ରହଣ କରି ପୃଥିବୀ ପୃଷ୍ଣରେ ଜନ୍ମ ନେଇଥିଲେ । ଦ୍ୱାପରଯୁଗରେ ପ୍ରବଳ!-->…
ମୁଣ୍ଡଳିରେ ଆଜି ସନ୍ଧ୍ୟାରେ ପହଞ୍ଚିବ ହୀରାକୁଦ ଜଳ
ହୀରାକୁଦରୁ ଛଡ଼ା ଯାଇଥିବା ପାଣି ମୁଣ୍ଡଳିରେ ଆଜି ସନ୍ଧ୍ୟାରେ ପହଞ୍ଚିବ। ହୀରାକୁଦ ଜଳ ମିଶିବା ପରେ ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ। ଆଜି ଏହି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର। ସେ କହିଛନ୍ତି, ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ବନ୍ଦ!-->…
ପୁଣି ଆସୁଛି ବର୍ଷା, ସତର୍କ ସୂଚନା ଜାରି
ରାଜ୍ୟରେ ପୁଣି ବର୍ଷା ଆସୁଛି । ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଗୁରୁବାର ରାଜ୍ୟରେ ବର୍ଷା ସମ୍ଭାବନା ବଢିବ । ସେଥିପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି। ଜିଲ୍ଲା ଗୁଡିକ ହେଲା !-->…
ଯୁକ୍ତ ଦୁଇ କଟ୍ଅଫ୍ ମାର୍କ ତାଲିକା ପ୍ରକାଶ ପାଇଲା
ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା ପ୍ରକାଶ ପାଇଛି । +୨ ଆଡମିଶନ ପାଇଁ ପ୍ରକାଶ ପାଇଲା କଟ୍ଅଫ୍ ମାର୍କ ତାଲିକା । କଳାରେ ୮୩.୫୦% ସହ କୃଷ୍ଣପ୍ରସାଦ କନ୍ଦାଖାଇ କଲେଜ ଟପରେ ରହିଛି । ୮୩.୩୩% ମାର୍କ ସହ ରେଭେନ୍ସା ୨ୟ ଓ ୮୩.୧୭% ମାର୍କ ସହ ନରସିଂହପୁର କଲେଜ ୩ୟରେ ରହିଛି । ବାଣିଜ୍ୟରେ!-->…
ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟାର ସ୍ଥିତି ଏପରି ରହିବ
ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟାର ସ୍ଥିତି ଏପରି ରହିବ। ବନ୍ୟା ସ୍ଥିତି ନେଇ SRC ପ୍ରଦୀପ ଜେନା କହିଲେ- ହୀରାକୁଦରୁ ଆସୁଥିବା ପାଣି ଖଇରମାଳରେ ପହଞ୍ଚିଛି, ଖଇରମାଳରେ ସକାଳେ ୯.୮୪ ଲକ୍ଷ କ୍ୟୁସେକ୍ ପିକ ରହିଥିଲା, ସେହି ପାଣିର ପ୍ରଭାବ ୨୪ ଘଣ୍ଟା ପରେ ମୁଣ୍ଡଳିରେ ଅନୁଭୂତ ହେବ; ତେଣୁ ୨୪!-->…
ବନ୍ୟା ସ୍ଥିତି ସମୀକ୍ଷା: ସତର୍କ ରହିବାକୁ ପରାମର୍ଶ
ରାଜ୍ୟରେ ଲଗାଣ ବର୍ଷା ପରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ହୀରାକୁଦର ଜଳସ୍ତର ବୃଦ୍ଧି ପାଉଥିବାରୁ ମହାନଦୀରେ ବନ୍ୟା ଆସିବାକୁ ନେଇ ଆଲୋଚନା ହୋଇଛି ।
!-->!-->!-->…
ଲଗାଣ ବର୍ଷା ପରେ ମହାନଦୀ ସମେତ ୪ ନଦୀରେ ବଢୁଛି ଜଳସ୍ତର
ଲଗାଣ ବର୍ଷା ପରେ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ମହାନଦୀ ସମେତ ୪ ନଦୀରେ ବଢୁଛି ଜଳସ୍ତର । ନରାଜରେ ବିପଦ ସଙ୍କେତ ଉପରେ ମହାନଦୀ ଜଳ ପ୍ରବାହିତ ହେଉଛି । ନରାଜରେ ବିପଦ ସଙ୍କେତ ୨୬.୪୧ ମିଟର, ଜଳସ୍ତର ୨୭.୧୫ ମି । ସେହିପରି ଆଳିପିଙ୍ଗଳରେ ଦେବୀ ନଦୀର ଜଳସ୍ତର ବୃଦ୍ଧି!-->…
ମହାନଦୀ ବିପଦ ସଙ୍କେତ ଉପରେ ବନ୍ୟାଜଳ
ହୀରାକୁଦ ଜଳ ଭଣ୍ଡାରରେ ପାଣି ବଢ଼ି ବଢ଼ି ଚାଲିଛି । ୩୪ଟି ଗେଟ ଦେଇ ବର୍ତ୍ତମାନ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ନରାଜରେ ମହାନଦୀ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ୨୬ ଦଶମିକ ୪୧ ମିଟର ବିପଦ ସଙ୍କେତ ଥିବା ବେଳେ ଏହା ଉପରେ!-->…