Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Odisha
All about all odisha state news updates
ଓଡିଶା ହାଇକୋର୍ଟରେ ନିଯୁକ୍ତି ପାଇବେ ୪ନୂଆ ବିଚାରପତି
ମେଟ୍ରୋ ଟିଭି ଓଡିଶା,୩୧/୧ : ଓଡିଶା ହାଇକୋର୍ଟରେ ନିଯୁକ୍ତି ପାଇପାରନ୍ତି ୪ ନୂଆ ବିଚାରପତି । ୪ ଜଣ ଆଇନଜୀବୀଙ୍କୁ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦିଆଯିବା ଲାଗି ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ୍ ରୁ ଅନୁମୋଦନ ମିଳିଛି । ଏହି ୪ଜଣ ଆଇନଜୀବୀ ହେଉଛନ୍ତି ଭି.ନରସିଂହ, ସଞ୍ଜୟ!-->…
ପଶ୍ଚିମାଝଡ ପ୍ରଭାବରେ ଫେବ୍ରୁଆରୀରେ ପୁଣି ବର୍ଷା
ମେଟ୍ରୋ ଟିଭି ଓଡିଶା,୩୧/୧ : ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୩ ତାରିଖରୁ ଫେବ୍ରୁଆରୀରେ ବର୍ଷା ସମ୍ଭାବନା । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । । ୪ ଓ ୫ ତାରିଖରେ ବର୍ଷା ପରିମାଣ ବଢ଼ିବ । ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା,!-->…
ରାଜ୍ୟରେ ଶହୀଦ ଦିବସ ପାଳିତ
ମେଟ୍ରୋ ଟିଭି ଓଡିଶା,୩୦/୧ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜି ଶହୀଦ ଦିବସ ଏବଂ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଏହି!-->…
ପ୍ରଚାର ମୈଦାନରେ ପ୍ରାର୍ଥିନୀଙ୍କ ସହ ବିଧାୟକ
ମେଟ୍ରୋ ଟିଭି ଓଡିଶା,୩୦/୧ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚାୟତରେ ଏବେ ସରଗରମ ଦେଖିବାକୁ ମିଳିଲାଣି। ଯେତେ ପାଖେଇ ଆସୁଛି ନିର୍ବାଚନ,ସେତେ ଗାଁରେ ଘରକୁ ଘର ବୁଲୁଛନ୍ତି ପ୍ରାର୍ଥୀ ପ୍ରାର୍ଥିନୀ । ଆମେ କହୁଛୁ କୁଜଙ୍ଗ ବ୍ଲକର ମଙ୍ଗରାଜପୁର ପଞ୍ଚାୟତରେ ତିନି ସରପଞ୍ଚ!-->!-->!-->…
ରାଜ୍ୟରେ ୧୦ ଡିଗ୍ରୀ ତଳେ ରହିଛି ୧୦ ସହର
ମେଟ୍ରୋ ଟିଭି ଓଡିଶା,୩୦/୧ : ନୂଆବର୍ଷର ମାସ ଶେଷରେ ଥରାଉଛି ହାଡଭଙ୍ଗା ଶୀତ । ଆହୁରି ୨୪ଘଣ୍ଟା ଶୀତ ଲହରୀ ଲାଗିରହିବ। ୧୦ ଡିଗ୍ରୀ ସେଲସିୟସ ତଳେ ୧୦ ସହରର ରାତି ତାପମାତ୍ରା ରହିଛି । ପଶ୍ଚିମାଝଡ଼ ପ୍ରଭାବ କମିବା ସହ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ ଏବେ!-->!-->!-->…
ଭକ୍ତି ଓ ପର୍ଯ୍ୟଟନର ଅଦ୍ଭୁତ ସମାହାର ମହାବିନାୟକ କ୍ଷେତ୍ର
ଓଡ଼ିଶା ର ପଞ୍ଚକ୍ଷେତ୍ର ମଧ୍ୟରେ ଅଗ୍ରଗଣ୍ୟ କ୍ଷେତ୍ର, ମହାବିନାୟକ କ୍ଷେତ୍ର ଯେଉଁଠାରେ ଶିବ, ପାର୍ବତୀ, ବିଷ୍ଣୁ ଓ ସୂର୍ଯ୍ୟ ଉପସ୍ଥିତ ହୋଇ ପ୍ରଭୁ ଶ୍ରୀ ଗଣେଶ ଙ୍କ ଜୀବନ୍ୟାସ କରାଇଥିଲେ । ପଞ୍ଚ ଦେବଙ୍କ ଉପସ୍ଥିତି କାରଣରୁ ଏହା ପଞ୍ଚ ଶୈବ କ୍ଷେତ୍ର ମଧ୍ୟରୁ ଆଦ୍ୟ କ୍ଷେତ୍ର । ଯାଜପୁର!-->!-->!-->…
ନ୍ୟାୟ ପାଇଁ “ଭଦ୍ରକ ନାରୀ ଶକ୍ତିର’ ଲଢେଇ
ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଅଧିନସ୍ଥ ଦେଓପଦା ଅଞ୍ଚଳର ଶ୍ରୀମତୀ ଗୀତାରାଣୀ ରାଉତଙ୍କ ସ୍ବାମୀ ପ୍ରମୋଦ ରାଉତ କେନ୍ଦୁଝର ଅଞ୍ଚଳର ତାଙ୍କ ବଡଯାଆ ଆଶାକର୍ମୀ ପୂର୍ଣ୍ଣିମା ରାଉତଙ୍କ ସହିତ ଅନୈତିକ ସଂପର୍କ ରଖୁଥିବାର ଜାଣିବା ପରେ ଗୀତରାଣୀଙ୍କ ପରିବାର ପକ୍ଷରୁ ଏଥିରୁ ବିରତ ରହିବାକୁ!-->…
କୁକୁଡ଼ା ଲ୍ୟାମ୍ପସ ପରିଚାଳନ ନିର୍ଦେଶକ ଙ୍କ ବାସଭବନ ରେ ଭିଜିଲାନ୍ସ ଚଢ଼ାଉ
ରାଜଗାଙ୍ଗପୁର :-ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ସହର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥିବା କୁକୁଡ଼ା ଲ୍ୟାମ୍ପସ ପରିଚାଲନ ନିର୍ଦେଶକ ଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି |ପ୍ରାପ୍ତ ସୂଚନା ଅନୁଯାୟୀ ରାଜଗାଙ୍ଗପୁର କୁକୁଡ଼ା ଲ୍ୟାମ୍ପସ ପରିଚାଳନ ନିର୍ଦେଶକ ପରୀକ୍ଷିତ ସାହୁ!-->…
ମହାନଦୀରେ ବିଶାଳକାୟ କୁମ୍ଭୀର : ସ୍ଥାନୀୟ ଅଞ୍ଚଳରେ ଆତଙ୍କ
ମେଟ୍ରୋ ଟିଭି ଓଡିଶା,୨୮/୧ : ମହାନଦୀରେ କୁମ୍ଭୀର । ମଧୁସୂଦନ ସେତୁ ପାଖରେ ଥିବା ବାଲି ପାଖରେ ଶୋଇଛି ବିଶାଳ କୁମ୍ଭୀର । ଦେଖିବାକୁ ମିଳିଛି କଟକ ଜିଲ୍ଲାର ଚୌଦ୍ୱାରରେ । ଯାହାକୁ ନେଇ ଆଖାପାଖ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି ।
ସୂଚନାନୁସାରେ, ଶୁକ୍ରବାର ମହାନଦୀର ମଧୁସୁଦନ!-->!-->!-->…
ଶ୍ରୀମନ୍ଦିର ଖୋଲିବାକୁ ନେଇ ବସିବ ବୈଠକ
ମେଟ୍ରୋ ଟିଭି ଓଡିଶା,୨୭/୧ : କୋଭିଡ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରକୁ ବନ୍ଦ କରାଯାଇଥିଲା । କିନ୍ତୁ ଏବେ ଶ୍ରୀମନ୍ଦିର ଖୋଲିବାକୁ ନେଇ ଆସନ୍ତାକାଲି ବୈଠକ ବସିପାରେ ।ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାରଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ ବିଭିନ୍ନ ସେବାୟତ!-->!-->!-->…