Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ବିଶ୍ବପାଇଁ ଆଦର୍ଶ ସୃଷ୍ଟି କରିଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜଧାନୀର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରିଥିଲେ ।
!-->!-->!-->!-->!-->…
ଅନାଲୋଚିତ ସଂଗ୍ରାମୀ ମାନଙ୍କୁ ଇତିହାସ ପୃଷ୍ଠାରେ ଲିପିବଦ୍ଧ କରିବେ ମୋଦି ସରକାର
ମୋଦି ସରକାର ଇତିହାସର ପୁନଃରଚନା କରିବା ଦିଗରେ ନୁହେଁ ବରଂ ଇତିହାସ ପୃଷ୍ଠାରେ ଅନାଲୋଚିତ ବୀର ସଂଗ୍ରାମୀ ମାନଙ୍କୁ ଲିପିବଦ୍ଧ କରି ଭାରତବର୍ଷର ଗୌରବମୟ ଇତିହାସକୁ ଶ୍ରୀବୃଦ୍ଧି କରିବା କାର୍ଯ୍ୟରେ ପ୍ରଚେଷ୍ଟାରତ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ!-->…
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ ହେଉଛନ୍ତି । ଗତ ଦୁଇ ଦିନ ଧରି ଲାଗିରହିଛି ବର୍ଷା । ବଙ୍ଗୋପସାଗର ଉପରେ ଥିବା ସୁଦୃଶ୍ୟ ଲଘୁଚାପ ଅଵପାତ ରୂପ ନେବା ପରେ ଏହି ଲଗାଣ ବର୍ଷା ହେଉଛି । ବାଲେଶ୍ବରର ପୂର୍ବ-ଉତ୍ତରପୂର୍ବ ଦିଗରେ ୯୦ କିଲୋମିଟର ଦୂରରେ ସୁଦୃଶ୍ୟ ଲଘୁଚାପ ଅଵପାତ ରୂପ ନେଇଛି। ଏହାର!-->…
ରାଜ୍ୟସ୍ତରୀୟ ପରେଡକୁ ବର୍ଷା କରିପାରେ ଫିକା!
ରାଜ୍ୟରେ ଲାଗିରହିଛି ବର୍ଷା । ରାଜଧାନୀ ଭୁବନେଶ୍ବରରେ ଲଗାତର ବର୍ଷା ତୁହାକୁ ତୁହା ହେଉଥିବା ବେଳେ ଆଗାମୀ ଦୁଇଦିନ ପୁଣି ବର୍ଷା ସଂଭାବନା ଥିବା ପାଣିପାଗ ବିଭାଗ କହିଛି । ଦିନକ ପରେ ସ୍ୱାଧୀନତା ଦିବସ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। ରାଜ୍ୟସ୍ତରୀୟ!-->…
ହୀରାକୁଦର 20 ଗେଟ ଖୋଲିଲା: ପ୍ରବଳ ବର୍ଷା ସଂଭାବନା
ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ସାରା ରାଜ୍ୟରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛି । ବିଭିନ୍ନ ନଦୀ ଜଳସ୍ତର ଆହୁରି ବଢ଼ିବା ସହ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି।!-->…
ଭୁବନେଶ୍ୱର ରେଳ ଷ୍ଟେସନରେ ବିଭାଜନ ବିଭୀଷିକାର ସ୍ମରଣ ଦିବସରେ ଏକ ପ୍ରଦର୍ଶନୀ ଆୟୋଜିତ ହେବ
ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ 14 ଅଗଷ୍ଟ 2022 ରେ ଦେଶ ବିଭାଜନ ସମୟର ବିଭୀଷିକା (ଭୟ) ସ୍ମରଣ ଦିବସ ପାଳନ କରୁଛି । ମାନ୍ୟବର ପ୍ରଧାନମନ୍ତ୍ରୀ ତାଙ୍କର ଗତ ସ୍ୱାଧୀନତା ଦିବସ ଭାଷଣରେ "ବିଭାଜନ ବିଭୀଷିକା (ଭୟ) ସ୍ମରଣ ଦିବସ " ପାଳନ!-->…
ମୟୂରଭଂଜରେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପକୁ ୬୮୫ କୋଟି ଟଙ୍କା
ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଜଳସେଚନ ପ୍ରକଳ୍ପର ଉଦଘାଟନ କରିଛନ୍ତି ।
https://twitter.com/Naveen_Odisha/status/1557969691431571456
୬୮୫ କୋଟି ଟଙ୍କା ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମି!-->!-->!-->!-->!-->…
ଅବସର ନେବେ ସୁରେଶ ମହାପାତ୍ର, ପୁଣି ବଢ଼ିବ କି କାର୍ଯ୍ୟକାଳ?
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୩୧ ତାରିଖରେ ସରୁଛି । ୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରିଥିଲେ । ଅଗଷ୍ଟ ୩୧ରେ ସେ ଅବସର ନେବେ । ପୁଣି ଥରେ!-->…
ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ୍
ପୂଜା ପଣ୍ଡା ଓ ବଡୁ ନିଯୋଗ ଆଲୋଚନା ପରେ ବାହାରିଲା ସମାଧାନର ରାସ୍ତା। ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ ଚାଲିଛି । ଭୋରରୁ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇଛି । ପୂଜା ପଣ୍ଡା ଓ ବଡୁ ନିଯୋଗର ବିବାଦ ଯୋଗୁ ୨ ଦିନ ଧରି ଅଖିଆ ଓ ଅପୂଜା ଥିଲେ!-->…
ଆଜି ରାକ୍ଷୀ ପୂର୍ଣ୍ଣିମା
ଆଜି ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୋଟ ପିଲାମାନେ ରାକ୍ଷୀ ବାନ୍ଧିଛନ୍ତି ।
https://twitter.com/ani_digital/status/1557648878450511874
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀପୂର୍ଣ୍ଣିମାରେ ସମସ୍ତଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି!-->!-->!-->!-->!-->…