Browsing Category

Odisha

All about all odisha state news updates

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦,୫୯୯ କୋଟି ଟଙ୍କାର ବ୍ୟୟବରାଦ

ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦,୫୯୯ କୋଟି ଟଙ୍କାର ରେକର୍ଡ ବ୍ୟୟବରାଦ କରାଯାଇଛି। ରାଜ୍ୟ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି କେନ୍ଦ୍ର ରେଳ…

ଆଜି ପବିତ୍ର ଶ୍ରୀରାମନବମୀ ,ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

ଆଜି ପବିତ୍ର ଶ୍ରୀରାମନବମୀ ।  ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହେବ । ତେଵେ ମହାପ୍ରଭୁ…

ଭିଜିଲାନ୍ସ ଜାଲରେ ଭଞ୍ଜନଗର ଡହ ଜଳସେଚନ ବିଭାଗ ଏସଡିଓ ପଞ୍ଚୁ ବେହେରା , ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଭିଜିଲାନ୍ସ ଜାଲରେ ଭଞ୍ଜନଗର ଡହ ଜଳସେଚନ ବିଭାଗ ଏସଡିଓ ପଞ୍ଚୁ ବେହେରା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି।  ପଞ୍ଚୁ ବେହେରାଙ୍କ ବ୍ରହ୍ମପୁର ସ୍ଥିତ ବସନ୍ତ ବିହାର ଅଞ୍ଚଳରେ ପ୍ରାୟ ୩୫୫୦ ବର୍ଗଫୁଟ୍ ଅଞ୍ଚଳରେ…

ଆସିଲା ନୂଆ ଅବକାରୀ ନୀତି ,ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ

ରାଜ୍ୟରେ ଆସିଲା ନୂଆ ଅବକାରୀ ନୀତି ।  ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ଏହି ନୀତି ଅଧିନରେ  ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ…

ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ

ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଦେବୀ ମିଶ୍ର ଓ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେମାନେ ଦଳରେ ସାମିଲ ହୋଇଛନ୍ତି । ବାଲେଶ୍ଵର ଜିଲାର ରାଜନୀତିରେ…

୨୦୨୫ରେ ଅପରାଧିକ କାର୍ଯ୍ୟକଳାପକୁ ନେଇ ବିଧାନସଭାରେ ଉପସ୍ଥାପିତ ହେଲା ଶ୍ୱେତପତ୍ର

ବିଧାନସଭାରେ ଉପସ୍ଥାପିତ ହେଲା ଶ୍ୱେତପତ୍ର । ୨୦୨୫ରେ ଅପରାଧିକ କାର୍ଯ୍ୟକଳାପକୁ ନେଇ ଶ୍ୱେତପତ୍ର ପକାଶ ପାଇଛି । ଯେଉଁଥିରେ ୨୦୨୫ରେ ରାଜ୍ୟରେ ବାମପନ୍ଥୀ ଉଗ୍ରବାଦ ଘଟଣା କମିଛି। ରାଜ୍ୟର ୯ଟି ଜିଲ୍ଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗୀର, ମାଲକାନଗିରି, କୋରାପୁଟ,…

ଆସନ୍ତାକାଲି ଅଶୋକାଷ୍ଟମୀ ,ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଗୁରୁବାର ପବିତ୍ର ଅଶୋକାଷ୍ଟମୀ । ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥି ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ରଥରେ ଶେଷ ସ୍ପର୍ଶ ଦେଇଛନ୍ତି କାରିଗର । ରଥ କାମ ୮୫ ପ୍ରତିଶତ ସରିଥିବା ବେଳେ ଆଜି ବଳକା କାମ ସରିଯିବ । ସନ୍ଧ୍ୟାରେ ରଥ ପ୍ରତିଷ୍ଠା ହେବ ।ଆସନ୍ତାକାଲି…

ଆସନ୍ତା ୨୪ ଘଣ୍ଟାରେ ବର୍ଷା ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ରାଜ୍ୟରେ ବଢ଼ୁଛି ତାପମାତ୍ରା । ଅନ୍ୟପଟେ ବଜ୍ରପାତ ଓ ଝଟକା ପବନ ନେଇ ଜାରି ହେଲା ସତର୍କତା । ଆସନ୍ତା ୨୪ ଘଣ୍ଟାରେ ବର୍ଷା ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ପାଇଁ ଆଲର୍ଟ…

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଏଥିରେ ରହିବ ସ୍ୱଚ୍ଛତା । ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ନିୟମ ହୋଇଛି ।…

ମାଓ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଓ ନେତା ପାପା ରାଓଙ୍କ ଆତ୍ମସମର୍ପଣ ।  ବସ୍ତର ଅଞ୍ଚଳରେ ଶାନ୍ତି ପ୍ରକ୍ରିୟା ପାଇଁ ବଡ଼ ପଦକ୍ଷେପ ।  ଜଗଦଲପୁରରେ ଆନୁଷ୍ଠାନିକ ଭାବେ ହେବ ଅସ୍ତ୍ର ସମର୍ପଣ। ଆତ୍ମସମର୍ପଣ ପରେ ବସ୍ତର ଅଞ୍ଚଳରେ ମାଓବାଦୀଙ୍କ ସଂଗଠିତ ଶକ୍ତି ହ୍ରାସ ପାଇବା ନେଇ ଆଶା କରାଯାଉଛି । ବସ୍ତର ଅଞ୍ଚଳର ଜଣେ ବରିଷ୍ଠ…