Browsing Category

Odisha

All about all odisha state news updates

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଆଜି ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ରେଜଲ୍ଟ। ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

କାଶୀପୁର ହଇଜା ମୃତ୍ୟୁ ଘଟଣା ମନୁଷ୍ୟକୃତ,
ରାଜ୍ୟ ସରକାର ସଂପୂର୍ଣ୍ଣ ଦାୟୀ: ମୋହନ ମାଝୀ

ପାନୀୟଜଳ, ସୁଷମ ଖାଦ୍ୟ ଭଳି ମୌଳିକ ଅଧିକାରରୁ ବଂଚିତ ହୋଇଥିବା ଇଲାକାର ଏକ ଉଦାହରଣ ହେଉଛି ରାୟଗଡା ଜିଲ୍ଲାର କାଶୀପୁର ବ୍ଲକ୍ । କାଶୀପୁରରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । କାଶୀପୁର ଅଂଚଳବାସୀ ଦୂଷିତ ପାନୀୟ ଜଳ ପିଇବା ଏବଂ ବିଷାକ୍ତ ଖାଦ୍ୟ ଖାଉଥିବାରୁ ଝାଡା, ବାନ୍ତିରେ ପଡ଼ିଛନ୍ତି

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ

୬୫୦ କୋଟି ଟଙ୍କା ଖର୍ଚ୍ଚରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ । ଭାରତ ସରକାରଙ୍କ ଅଟୋମିକ ଏନର୍ଜି ମନ୍ତ୍ରଣାଳୟ ଓ ଟାଟା ଟ୍ରଷ୍ଟ ସହଯୋଗରେ ଏହି ହସ୍ପିଟାଲ ନିର୍ମାଣ କରାଯିବ । ନୂଆଦିଲ୍ଲୀରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଡାକ୍ତର

ରାଜ୍ୟରେ ଋଣ ଭାର ବଢ଼ିି ଚାଲିଛି

ବଢୁଛି ଋଣ ବୋଝ,ବର୍ଷିଲେ ବିରୋଧୀ । ଏଠି ବିକାଶମୂଳକ କାମ ହେଉନି। ଗରିବଙ୍କ ମୁଣ୍ଡରେ ରାଜ୍ୟ ସରକାର ଋଣବୋଝ ଲଦି ଦେଇଛନ୍ତି। ଏଭଳି ଅଭିଯୋଗ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ରାଜ୍ୟର ଆର୍ଥିକ ସ୍ଥିତି ଉପରେ ସରକାର ଶ୍ୱେତପତ୍ର ଜାରି କରନ୍ତୁ ବୋଲି ସେମାନେ ଦାବି କରିଥିବାବେଳେ

ଭାରତ ଗୌରବ ଦିବ୍ୟ କାଶୀ ଯାତ୍ରା ଟ୍ରେନ

ଭୁବନେଶ୍ବର: 23 ଜୁଲାଇ 2022 ରେ ଦକ୍ଷିଣ ଭାରତର କୋଏମ୍ବାଟୁରରୁ ଛାଡି ଥିବା ଶକ୍ତି ପୀଠ ଆଧାରିତ ଟୁରିଷ୍ଟ ସର୍କିଟ୍ ଭାରତ ଗୌରବ ଟ୍ରେନ୍ “ଦିବ୍ୟ କାଶୀ - ଆଦି ଅମାବାସ୍ୟା ଯାତ୍ରା” ଟ୍ରେନ ଏହାର ଯାତ୍ରା ସ୍ଥଳ ପରିଭ୍ରମଣ ମଧ୍ୟରେ ଆଜି ଯାଜପୁର କେନ୍ଦୁଝର ରୋଡ଼ ଷ୍ଟେସନ ଠାରେ

ଓଡିଶାରେ ୧୧୮ଟି ବିଦ୍ୟୁତ୍ ଯାନ ଚାର୍ଜିଂ ଆଉଟ୍ ଲେଟ୍ କାର୍ଯ୍ୟକ୍ଷମ

ଭାରତରେ ହାଇବ୍ରିଡ୍ ଏବଂ ଇଲେକ୍ଟ୍ରିକ୍ ଯାନ ଗୁଡିକୁ (ଫେମ୍ ଇଣ୍ଡିଆ) ଦ୍ରୁତ ଗତିରେ ଗ୍ରହଣ କରିବା ଏବଂ ଏହା ଅଧିକ ପରିମାଣରେ ଉତ୍ପାଦନ ହେବା ଯୋଗୁଁ ପର୍ଯ୍ୟାୟ – ୨ରେ ସାର୍ବଜନିନ ପରିବହନ ନିମନ୍ତେ ଇଲେକ୍ଟ୍ରିକ୍ ଯାନବାହନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି । ତୈଳ

ରାଜ୍ୟରେ ୧୨ ଲକ୍ଷ ପରିବାର କଚ୍ଚା ଘରେ ରହୁଛନ୍ତି

ଭୁବନେଶ୍ବର: ରାଜ୍ୟର ୧୨ ଲକ୍ଷ ୨୪ ହଜାର ୭୨୫ ପରିବାର କଚ୍ଚା ଘରେ ରହୁଥିବା ବେଳେ ୨୧,୨୩୯ ଭୂମିହୀନ ପରିବାର ରହିଛନ୍ତି। ଏହା ସହ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ନିର୍ମାଣ କାର୍ଯ୍ୟ ଶେଷ କରିଥିବା ୨୩ ଲକ୍ଷ ୮୨ ହଜାର ୮୮୪ ହିତାଧିକାରୀଙ୍କୁ ଗୃହ ମରାମତି ପାଇଁ ସହାୟତା ମିଳିଛି। ଏହି

ଚଳିତ ବର୍ଷ ଜୁଲାଇରେ ରାଜ୍ୟ‌‌ରେ ଅଧିକ ବର୍ଷା

ମାସ ଆରମ୍ଭରୁ ଏପର୍ଯ୍ୟନ୍ତ ରାଜ୍ୟ‌‌ରେ ସ୍ବାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି।ଚଳିତ ବର୍ଷ ଜୁଲାଇରେ ଭଲ ବର୍ଷା ହୋଇଛି।ଏହି ସମୟ ମଧ୍ୟ‌ରେ ରାଜ୍ୟରେ ସ୍ବାଭାବିକ ଭାବେ ୪୭୬.୮ ମିମି ବର୍ଷା ହୋଇଥାଏ। କିନ୍ତୁ ଏଥର ସର୍ବମୋଟ ୪୮୮.୫ ମିମି ହୋଇଛି। ଏହା ଚାଷ କାର୍ଯ୍ୟ ପାଇଁ ଅନୁକୂଳ

 ଶୈବପୀଠ ଗୁଡ଼ିକରେ ଜଳଲାଗି ପାଇଁ କାଉଡିଆଙ୍କ ଲମ୍ବା ଲାଇନ୍

ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବ ମନ୍ଦିର । ଲିଙ୍ଗରାଜ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା । ରସଲଗଡ଼ ଠାରୁ ଶୈବଭକ୍ତଙ୍କ ଲମ୍ବାଲାଇନ ଆଜି ସକାଳୁ ଦେଖିବାକୁ ମିଳିଥିଲା । ସେହିପରି ଆଠଗଡର ବାବା ଧବଳେଶ୍ୱରଙ୍କ ପୀଠରେ

ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେବେ ପାର୍ଥ ଚାଟାର୍ଜୀ

ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସା କରାଯିବ । ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଓଡ଼ିଶା ଅଣାଯାଉଛି । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସ ନେବାକୁ ଇଡିକୁ ନିର୍ଦ୍ଦେଶ