Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଓଡ଼ିଶା ଗର୍ବିତ
ଭାରତୀୟ ଗଣତନ୍ତ୍ର ପାଇଁ ଦ୍ରୈାପଦୀ ମୁର୍ମୁ ଆଣିଛନ୍ତି ନୂଆ ଏକ ପରମ୍ପରା । ଭାରତ ଇତିହାସରେ ପ୍ରଥମ ଥର ଜଣେ ଅନୁସୂଚିତ ଜାତି ବର୍ଗର ମହିଳା ହୋଇଛନ୍ତି ରାଷ୍ଟ୍ରପତି । ଶ୍ରୀମତି ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ସାରା ଭାରତ ପାଇଁ ପ୍ରେରଣା ପାଲଟିଯାଇଛନ୍ତି । 15ତମ!-->…
ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ
ଭାରତର ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ସମେସ୍ତ ଅଭିନନ୍ଦନ ଜଣାଇଛନ୍ତି । । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଥିବା ବେଳେ!-->…
ନବୀନଙ୍କୁ ଭେଟିଲେ ଆର ମାଧବନ୍
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡି ତଥା ସାଉଥ ଫିଲ୍ମର ପ୍ରସିଦ୍ଧ ଅଭିନେତା ଆର୍ ମାଧବନ । ତାଙ୍କ ସହ ତାଙ୍କ ପତ୍ନୀ ଏବ ପୁଅ ଉପସ୍ଥିତ ଥିଲେ । ଏହି ସମୟରେ ମାଧବନଙ୍କ ପୁଅ ବେଦାନ୍ତଙ୍କୁ ତାଙ୍କ ଉପଲବ୍ଧି ପାଇଁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସେ ଭାରତ ପାଇଁ
!-->!-->!-->…
ଜିତୁଛନ୍ତି ଦ୍ରୈାପଦୀ : 540 ସାଂସଦଙ୍କ ସମର୍ଥନ
ରାଷ୍ଟ୍ରପତି ନିର୍ବାଚନର ସାଂସଦଙ୍କ ଭୋଟର ଫଳାଫଳ ଆସିଛି । ପ୍ରଥମ ରାଉଣ୍ଡରେ ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ମିଳିଛି ୨୦୮ ଭୋଟ୍ । ସମୁଦାୟ ଭୋଟ୍ରୁ ୧୫ଟି ଭୋଟ୍ ନାକଚ ହୋଇଥିବା ଜଣାପଡ଼ିଛି । ଏଥିରୁ ସ୍ପଷ୍ଟ!-->…
ଭୁବନେଶ୍ୱର ସୈନିକ ସ୍କୁଲରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ
ଭୁବନେଶ୍ୱର ସୈନିକ ସ୍କୁଲରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ଆସିବା ପରେ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ଭୁବନେଶ୍ୱର ସ୍ଥିତ ସୈନିକ ସ୍କୁଲକୁ ଜବାବ ମାଗିଥିଲେ । ଏହାର ଜବାବ ରଖିଛନ୍ତି ସ୍କୁଲ ପ୍ରିନ୍ସିପାଲ ଏକ ଚିଠି ଜାରି କରି ସ୍କୁଲ କର୍ତ୍ତୃପକ୍ଷ କହିଛନ୍ତି, ରାଗିଂ ରୋକିବା ନେଇ ସ୍କୁଲ!-->…
ବିଧାନସଭାରେ ପିଲାଙ୍କ ପାଇଁ ମୁଣ୍ଡପିଛା ଖର୍ଚ୍ଚ ପ୍ରସଙ୍ଗ
ଗୃହରେ ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଛି । ବିରୋଧୀଙ୍କ ପ୍ରଶ୍ନର ଗୋଟି ଗୋଟି କରି ଉତ୍ତର ରଖିଛନ୍ତି ରାଜ୍ୟ ସରକାର । ଏହାରି ମଧ୍ୟରେ ସରକାରୀ ସ୍କୁଲରେ ପିଲାଙ୍କ ମୁଣ୍ଡପିଛା ଖର୍ଚ୍ଚ ନେଇ ତଥ୍ୟ ଦେଇଛନ୍ତି ସରକାର । ଏନେଇ ବିଧାନସଭାରେ ଲିଖିତ ଉତ୍ତି ରଖିଛନ୍ତି ଗଣଶିକ୍ଷା!-->…
ବିଧାନସଭାରେ ମଧ୍ୟାନ୍ନ ଭୋଜନ ଦୁର୍ନୀତି ପ୍ରସଙ୍ଗ
ମଧ୍ୟାନ୍ନ ଭୋଜନରେ ବଡ ଦୁର୍ନୀତି। ପ୍ରତି ବସ୍ତାରେ ଗାଏବ୍ ହେଇଯାଉଛି୨/୩କେଜି ଚାଉଳ। ଆଉ ପିଲାଙ୍କ ପେଟରେ ପଡୁଛି ଲାତ। ଅନେକ ଦିନ ଧରି ଏହି ବିଷୟରେ ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଶୋଇ ରହିଥିଲେ ସରକାର। ତେବେ ଗତକାଲି ଏକ ଘରୋଇ ଟିଭି ଚାନେଲରେ ମଧ୍ୟାନ୍ନ ଭୋଜନ ଦୁର୍ନୀତି ଖବର ପ୍ରସାରଣ ହେବ!-->…
ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ୍ ଯୋଗେ ପାନୀୟ ଜଳ ଯୋଗାଣ
ନୂଆଦିଲ୍ଲୀ : ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ !-->!-->!-->…
ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ୧୨୦୮.୮୬ କୋଟି ଟଙ୍କା ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର
ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶା ଆଠଟି ତ୍ୱରାନ୍ୱିତ ଜଳସେଚନ ସୁବିଧା କାର୍ଯ୍ୟକ୍ରମ (ଏଆଇବିପି) ପ୍ରକଳ୍ପ ମଧ୍ୟରୁ ପାଞ୍ଚଟି ଯଥା ଉପର ଇନ୍ଦ୍ରାବତୀ, ରୁକୁଡା, ରେତ, ତେଲଙ୍ଗିର ଓ ନିମ୍ନ ଇନ୍ଦ୍ରାବତୀର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଏହାଛଡା ସୁବର୍ଣ୍ଣରେଖା, ସମନ୍ୱିତ!-->…
୪ ବର୍ଷରେ ସାଇବର ଠକ ଲୁଟିନେଇଛନ୍ତି କୋଟି କୋଟି ଟଙ୍କା
ଭୁବନେଶ୍ବର: ୪ ବର୍ଷରେ ୧୨୨ କୋଟି ଟଙ୍କା ଠକିଛନ୍ତି ସାଇବର ଠକ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ତୁଷାରକାନ୍ତି କହିଛନ୍ତି । ୨୦୧୮ରୁ ୨୦୨୨ ଏପ୍ରିଲ ମାସ ମଧ୍ୟରେ ରାଜ୍ୟରେ!-->!-->!-->…