Trending
- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସି.ପି ରାଧାକ୍ରିଷ୍ଣନ,ବିଧାନସଭାରେ ବିଧାୟକମାନଙ୍କ ପ୍ରଶିକ୍ଷଣରେ ହେବେ ସାମିଲ
- ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ବଡ଼ ଧରଣର ସଡ଼କ ଦୁର୍ଘଟଣା,3 ମୃତ, ୪୫ ଜଣ ଆହତ
- ମା’ ଦକ୍ଷିଣେଶ୍ଵରୀଙ୍କ କାଳୀପୂଜା ପାଇଁ ଉତ୍ସବମୁଖର ଚାନ୍ଦବାଲି,୭ଦିନ ଧରି ମା’ଙ୍କ ପୂଜା ଚାଲିବ
- କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରି ରାତି ୧୨ଟା ଯାଏଁ ଫୁଟିଲା ବାଣ
- ପାନିପୁରୀ ଓ ଟିକ୍କି ଖାଇ ୧୦୦ ଅସୁସ୍ଥ
- ଆଜି ଆଲୋକର ପର୍ବ ଦୀପାବଳି ,ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର ,ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ
- ଆଜି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ , ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ
- ପ୍ରଭୁ ଶ୍ରୀରାମଙ୍କ ପବିତ୍ର ନଗରୀ ଅଯୋଧ୍ୟାରେ ଧୁମ୍ଧାମରେ ପାଳିତ ହୋଇଛି ଦଶମ ଦୀପୋତ୍ସବ,୫୬ଟି ଘାଟରେ ପ୍ରଜ୍ୱଳିତ ହୋଇଛି ୩୦ ଲକ୍ଷ ଦୀପ
- ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି
- ସୁନାର ଆକାଶଛୁଆଁ ଦର ଗ୍ରାହକଙ୍କ ଧନତେରସର ଉତ୍ସାହକୁ ସାମାନ୍ୟ କମାଇ ପାରିନାହିଁ,ଭୁବନେଶ୍ୱର ଏବଂ କଟକରେ ମୋଟ ବିକ୍ରି ୧୦୦ କୋଟିର ବେପାର
Browsing Category
Odisha
All about all odisha state news updates
ସହକାରୀ ଯନ୍ତ୍ରୀଙ୍କ ୬ଟି ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ବର: ଆୟ ଠୁ ଅଧିକ ସଂପତ୍ତି ଠୁଳ କରିବା ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ଵର ସାଧାରଣ ଜନସ୍ଵାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ରେଡ୍!-->…
ଆଜି ବର୍ଷୁଛି, ଆସନ୍ତା କାଲିଠୁ ରାଜ୍ୟରେ କମିପାରେ ବର୍ଷା!
ଭୁବନେଶ୍ବର: ଗତ କିଛି ଦିନ ଧରି ରାଜ୍ୟରେ ଲଗାଣ ବର୍ଷା ଫଳରେ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଆସନ୍ତାକାଲିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ!-->…
କାର୍ତ୍ତିକ ମାସର ପ୍ରଥମ ସୋମବାର: ମହାଦେବଙ୍କ ପୀଠରେ ଭକ୍ତଙ୍କ ଭିଡ଼
କଟକ: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଭକ୍ତମାନେ ଆଜି ଶିବ ମନ୍ଦିରରେ ଭିଡ ଲଗାଇଥିବା ଦେଖିବାକୁ ମିଳିଥିଲା । ଆଜି କଟକ ଧବଳେଶ୍ଵର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟ ଜମିଥିଲା । କରୋନା ପାଇଁ ଦୁଇବର୍ଷ କଟକଣା ପରେ ଚଳିତବର୍ଷ କାର୍ତ୍ତିକ ମାସ ସୋମବାରରେ ଭକ୍ତଙ୍କ ସମାଗମ ଅଧିକା!-->…
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ
ଓଡ଼ିଶାର ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସ । ଆଧୁନିକ ଯୁଗର ପଞ୍ଚସଖାଙ୍କ ମଧ୍ୟରେ ସେ ଅନ୍ୟତମ । ସେ ଦୈନିକ ଓଡ଼ିଆ ଖବରକାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ!-->…
ଧାମନଗର ଉପନିର୍ବାଚନ ପାଇଁ ୩ ଦଳର କସରତ
ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପରେ ୩ ଦଳର କସରତ । ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରିନାହାନ୍ତି । ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜେପି!-->…
ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼
ରାତି ପାହିଲେ ପୁରୀରେ ହବିଷ ବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼ ଦେଖିବାକୁ ମିଳିଛି । ସମସ୍ତ ମଠ ବାଡ଼ି ଠାରୁ ଆରମ୍ଭ କରି ସରକାରଙ୍କ ହବିଷ୍ୟାଳି ଶିବିରରେ ଏବେ ବ୍ରତଧାରୀଙ୍କ ଭିଡ଼ ଲାଗିଛି ।ଦୀର୍ଘ ୨ ବର୍ଷ କରୋନା କଟକଣା ପାଇଁ ହବିଷ୍ୟାଳି!-->…
ଅର୍ଚ୍ଚନା ନାଗଙ୍କ ଗୁମର ଧିରେ ଧିରେ ଖୋଲିବାରେ ଲାଗିଛି
ନେତା-ମନ୍ତ୍ରୀଙ୍କୁ ବ୍ଲାକ୍ମେଲିଂ କରି କୋଟି କୋଟି ଟଙ୍କା ରୋଜଗାର କରୁଥିବା ୨୭ ବର୍ଷୀୟ ଅର୍ଚ୍ଚନା ନାଗ ଗିରଫ ପରେ ଏବେ ଝାରପଡ଼ା ଜେଲରେ । ଅର୍ଚ୍ଚନା ନାଗଫାଶରେ ଫସିଥିବା ନେତା, ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକମାନେ ଏବେ ଛାନିଆ । କାଳେ ସେମାନଙ୍କ କଳା କାରମାନା ପଦାରେ!-->…
୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ
ଲଗାଣ ବର୍ଷା ଯୋଗୁ ଦଶହରା ଫିକା ପଡ଼ିଥିଲା । ନବମୀ ଓ ଦଶମୀ ଦୁଇ ଦିନ ପ୍ରବଳ ବର୍ଷିଥିଲା । ଏବେ କୁମାର ପୂର୍ଣ୍ଣିମାରେ ବି ବର୍ଷାରୁ ତ୍ରାହି ମିଳିବନି । ୯ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୦ରେ ବି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିବ । ପାଣିପାଗ ବିଶେଷଜ୍ଞ!-->…
ସହରାଞ୍ଚଳ ଗରିବଙ୍କୁ ଜାଗା ସହ ଘର କରିବାକୁ ମିଳିବ ୨ ଲକ୍ଷ
ଭୁବନେଶ୍ବର: ସହରାଞ୍ଚଳ ଭୂମିହୀନ ଆର୍ଥିକ ଅନଗ୍ରସରଙ୍କୁ ମାଗଣା ଜମି ଅଧିକାର ସହିତ ଘର ନିର୍ମାଣ ପାଇଁ ମିଳିବ ଆର୍ଥିକ ସହାୟତା । ଯେଉଁଥିପାଇଁ ରାଜ୍ୟ ସରକାର ଜାଗା ମିଶନକୁ ଓଡ଼ିଶା ସହାରଞ୍ଚଳ ବାସଗୃହ ମିଶନ ସହ ଏକାଠି କରିବାକୁ ଯାଉଛନ୍ତି । ଆସନ୍ତା ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଗୁଜୁରାଟର!-->…
ପ୍ରକାଶ ପାଇଲା ଓସିଏସ ରେଜଲ୍ଟ
ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ୍ ରେଜଲ୍ଟ । ତେଜସ୍ବିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି । ଶୁଭଙ୍କରୀ ସୁଦେଷ୍ଣା ଦାସ ଦ୍ବିତୀୟ ଏବଂ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ହୋଇଛନ୍ତି । ୨୦୨୦ ପାଇଁ ହୋଇଥିଲା ପରୀକ୍ଷା ।
ଦେବବ୍ରତ କର ଚତୁର୍ଥ ସ୍ଥାନ ହାସଲ କରିଥିବା ବେଳେ!-->!-->!-->…