Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ମହିଳାଙ୍କୁ ଏସିଡ ମାଡ କଲେ ଦୃବୁର୍ତ୍ତ
କଟକ: ମହିଳାଙ୍କୁ ଏସିଡ ମାଡ କରି ଫେରାର ହୋଇଯାଇଛନ୍ତି ଦୃବୁର୍ତ୍ତ । ଆଠଗଡ-ତିଗିରିଆ ନୂଆପାଟଣାରେ ଜଣେ ମହିଳାଙ୍କୁ ସକାଳୁ ଏସିଡ ମାଡ଼ କରାଯାଇଛି । ଆଜି ଭୋର ୪ଟା ରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ମହିଳା ଜଣଙ୍କ ଘରୁ ବାହାରକୁ ଆସିବା କ୍ଷଣି ହଠାତ୍ ତାଙ୍କୁ କେହି ଦୃବୁର୍ତ୍ତ ଏସିଡ!-->…
ରତ୍ନ ସିଂହାସନକୁ ଫେରିଲେ ମହାପ୍ରଭୁ
ପୁରୀ: ଶ୍ରୀବିଗ୍ରହମାନେ ରତ୍ନସିଂହାସନକୁ ଫେରିଛନ୍ତି । ଅଧିଷ୍ଠିତ ହେବା ପୂର୍ବରୁ ସିଂହାସନ ମାର୍ଜନା କରାଯାଇଥିଲା । ଚନ୍ଦନ, କର୍ପୂର, ଚୁଆ, କେଶର ଆଦି ସୁଗନ୍ଧିତ ଦ୍ରବ୍ୟରେ ରତ୍ନସିଂହାସନ ମାର୍ଜନା ହେବା ପରେ ଠାକୁରଙ୍କ ପହଣ୍ଡି ଆରମ୍ଭ ପୂର୍ବରୁ ରତ୍ନବେଦି ମାର୍ଜନା କରାଯିବାର!-->…
120 ମିଶନ ଫେଲ୍ ପରେ ଏକନାଥ ଅନୁସନ୍ଧାନରେ ବିଜେପି
ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ଓଡ଼ିଶାରେ ପଦ୍ମ ଫୁଟିବ ଫୁଟିବ ବୋଲି ଫୁଟିପାରୁନି । ମୋଦିଙ୍କ ଲୋକପ୍ରିୟତାର ସଫଳ ଉପଯୋଗ ଓଡ଼ିଶା ମାଟିରେ ରାଜ୍ୟ ନେତାମାନେ କରିବାରେ ବିଫଳ ହୋଇଛନ୍ତି । 2019 ନିର୍ବାଚନ ପୂର୍ବରୁ 120 ମିଶନ ଫେଲ ମାରିବା ପରେ ଓଡ଼ିଶା ଶାସନକୁ ଅକ୍ତିଆର କରିବା!-->!-->!-->…
ଆଜି ରସଗୋଲା ଦିବସ: ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇବେ ମହାପ୍ରଭୁ
ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ଲକ୍ଷ୍ମୀ ଠାକୁରାଣୀ ରାଗିଛନ୍ତି । ମହାଲକ୍ଷ୍ମୀଙ୍କ ରାଗକୁ ପ୍ରଶମିତ କରିବା ପାଇଁ ଆଜି ରସଗୋଲା ଖୁଆଇବେ ମହାପ୍ରଭୁ । ଆଜି ରସଗୋଲା ଭୋଗ ଲାଗିହେବ । ମହାପ୍ରଭୁ ଶ୍ରୀଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ଜୟବିଜୟ ଦ୍ୱାର ନିକଟରେ!-->!-->!-->!-->!-->…
ଆଜି ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ
ଆଜି ରଥଯାତ୍ରାର ଶେଷ ପର୍ବ ‘ନୀଳାଦ୍ରି ବିଜେ’ କରିବେ ମହାପ୍ରଭୁ । ବଡ଼ଦାଣ୍ଡରୁ ଭକ୍ତଙ୍କଠାରୁ ରତ୍ନବେଦିକୁ ଫେରିବେ ମହାବାହୁ । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଉଭା ହେବେ ପୁଣି ତିନି ଠାକୁର । ଗୋଟି ପହଣ୍ଡିରେ ରଥାରୂଢ଼ ଠାକୁର ଶ୍ରୀମନ୍ଦିରକୁ ବିଜେ ହେବେ ।
!-->!-->!-->…
୨୪ ଘଣ୍ଟାରେ ବାହାରିଲେ ୫୭୨ ଜଣ କୋଭିଡ୍ ପଜିଟିଭ
ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଶହ ଛୁଇଁବାକୁ ବସିଲାଣି । ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୫୭୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
https://twitter.com/IPR_Odisha/status/1546338287857864704
ସେଥି ମଧ୍ୟରୁ ସଙ୍ଗରୋଧରୁ ୩୩୬ ଓ ସ୍ଥାନୀୟ ସଂକ୍ରମିତଙ୍କ!-->!-->!-->!-->!-->!-->!-->!-->!-->…
ବିଜେପିରେ ବଢ଼ୁଛି ଅସହିଁଷ୍ଟୁତା!
ଭୁବନେଶ୍ବର: ଓଡ଼ିଶାରେ ଦ୍ବିତୀୟ ବୃହତ୍ତମ ବିରୋଧୀ ଦଳ ଭାବେ ମାନ୍ୟତା ପାଇଥିବା ବିଜେପି କ୍ରମେ କ୍ରମେ ଲୋକପ୍ରିୟତା ହରାଇବାକୁ ବସିଲାଣି । ପୈାର ଏବଂ ପଂଚାୟତ ନିର୍ବାଚନ ହେଉ କିମ୍ବା ବିଧାସଭା ପାଇଁ ଉପନିର୍ବାଚନ ବାରମ୍ବାର ଦଳର ବିଫଳତା ସତ୍ତ୍ବେ ନେତାଙ୍କ ଭିତରେ ଚେତା!-->!-->!-->…
ରଥ ଉପରେ ଶ୍ରୀଜିଉଙ୍କ ମନଲୋଭା ‘ସୁନାବେଶ
ଶ୍ରୀଜିଉମାନେ ୯ ଦିନିଆ ରଥଯାତ୍ରା ଶେଷ କରି ବାହୁଡ଼ି ଆସିଛନ୍ତି ମହାପ୍ରଭୁ । ଲକ୍ଷାଧିକ ଭକ୍ତମାନେ ତିନି ରଥକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସିଂହଦ୍ୱାର ସମ୍ମୁଖକୁ ଆଣିଛନ୍ତି । ରଥଯାତ୍ରା ଭଳି ବାହୁଡ଼ାରେ ମଧ୍ୟ ନୀତିକାନ୍ତି ସଅଳ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି । ରଥ ଉପରେ!-->…
ଆହୁରି ବର୍ଷିବ
ମେଟ୍ରୋ ଟିଭି ଓଡିଶା (୯.୭.୨୦୨୨)
ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ବର୍ଷା ଜାରି ରହିବ । ମୌସୁମୀ ସକ୍ରିୟ ସହ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ। ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛିି ।
ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲାକୁ!-->!-->!-->!-->!-->!-->!-->…