Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ସରୁନି ବିଏମ୍ସି ନୂଆ ମୁଖ୍ୟାଳୟ ନିର୍ମାଣ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ଆରମ୍ଭ ହେବାର ଦୁଇବର୍ଷ ପରେ ବି ବହୁ ପ୍ରତୀକ୍ଷିତ ବିଏମ୍ସିର ନୂତନ ମୁଖ୍ୟାଳୟ ନିର୍ମାଣ କାର୍ଯ୍ୟ ସରିବାର ନାଁ ଧରୁନି। ୨୦୧୯ ଜୁନ୍ରେ ସତ୍ୟନଗର ଶ୍ମଶାନ ସମ୍ମୁଖରେ ଏହି ବିଲ୍ଡିଂ ନିର୍ମାଣ ଆରମ୍ଭ ହୋଇଥିଲା। ଦୁଇବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୧ ଜୁନ୍!-->!-->!-->…
ସୃଷ୍ଟିହେଲା ଲଘୁଚାପ, ପ୍ରବଳ ବର୍ଷିବ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୁର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପି ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା!-->!-->!-->…
ଭାଇଭଉଣୀ ପଛେ ପଛେ ଯାଉଛି ଜଗା
ମେଟ୍ରୋ ଟିଭି ଓଡିଶା (୧.୭.୨୦୨୨)
ଆଜି ଲୋକାରଣ୍ୟ ବଡଦାଣ୍ଡ। ଘଣ୍ଟାଘଣ୍ଟ,ହୁଳହୁଳି ହରିବୋଲରେ କମ୍ପୁଛି ଚାରିଦିଗ। ଆଗରେ ବଡଭାଇ,ସୁନା ଭଉଣୀ ପଛରେ ଯାଉଛନ୍ତି ମହାପ୍ରଭୁ ଜଗତରନାଥ ଜଗନ୍ନାଥ। ତାଳଧ୍ୱଜ ଓ ଦର୍ପଦଳନରେ ପରେ ବଡଦାଣ୍ଡରେ ଗଡିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ।ରଥକୁ!-->!-->!-->…