Browsing Category

Odisha

All about all odisha state news updates

ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ

ଆମ୍ବସଢା ଆଳରେ ଗଞ୍ଜେଇ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ । ବ୍ୟାଙ୍କକରୁ ଭୁବନେଶ୍ବର ଚାଲାଣବେଳେ ମାଡ଼ି ବସିଲା DR I । ଟ୍ରଲି ବ୍ୟାଗରେ ସିକ୍ରେଟ ଚାମ୍ବରରେ ରଖି ଚାଲାଣ କରାଯାଉଥିଲା । ଚଢାଉରେ ଦୁଇ ଜଣ ତାମିଲନାଡୁର ପାସେଞ୍ଜରକୁ ଧରିଛି DRI ଟିମ୍…

ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ -ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ । ମାଓନେତା ଶ୍ରୁକ୍ରୁ ନେତୃତ୍ବରେ ଓଡ଼ିଶାରେ ୧୫ ମାଓବାଦୀ ସକ୍ରିୟ ଅଛନ୍ତି । କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏହି ମାଓବାଦୀମାନେ ସକ୍ରିୟ ଅଛନ୍ତି । ବିଧାନଭାରେ ଏକ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା…

ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ,ଯାତ୍ରୀବାହୀ ବସରେ ରାତିରେ ଲାଗିଲା ନିଆଁ

ବସଷ୍ଟାଣ୍ଡରେ ହୁ ହୁ ହେଇ ଜଳିଲା ଯାତ୍ରୀବାହୀ ବସ୍ । ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ । ଯାତ୍ରୀବାହୀ ବସରେ ରାତିରେ ଲାଗିଲା ନିଆଁ । ତେବେ ଗୋଟିଏ ବସରୁ ଅନ୍ୟ ବସ୍ କୁ ବ୍ୟାପିବା ପୂର୍ବରୁ ନିଆଁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ସୂଚନା ମିଳିବା ପରେ ତୁରନ୍ତ ପୁରୀ ଅଗ୍ନିଶମ ଓ ଶ୍ରୀଜଗନ୍ନାଥ…

ଭୁବନେଶ୍ୱରର ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର ପାଇଁ ବଡ଼ ପ୍ଲାନ୍ । ତିଆରି ହେବ ୩୭ଟି ନୂଆ ରାସ୍ତା ।  ଭୁବନେଶ୍ୱର ସହରର ବଢୁଥିବା ଭିଡ଼ ଏବଂ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଏକ ବଡ଼ ଯୋଜନା ପ୍ରସ୍ତୁତ କରିଛନ୍ତି ।  ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ…

ବିଶ୍ୱ ଜଳ ଦିବସ ରେ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ସ୍ଥାନୀୟ ଲୋକ ସେବା ଭବନ କନଭେନଶନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଘାଟିକିଆ ଛକରେ ଗ୍ୟାସ୍ ଦୋକାନରେ ଭୟାବହ ଅଗ୍ନିକାଣ୍ଡ,ଏକାସଙ୍ଗେ ଫାଟିଗଲା ୧୭ଟି ଗ୍ୟାସ୍ ସିଲିଣ୍ଡର

ପ୍ରଚଣ୍ଡ ଶବ୍ଦ ଆଉ ଚାରିଆଡେ ନିଆଁ ଖାଲି ନିଆଁ । ସମଗ୍ର ଅଞ୍ଚଳ ଧୂଆଁମୟ । ଭୟଙ୍କର ଶବ୍ଦରେ ଥରି ଉଠିଲା ସ୍ଥାନୀୟ ଅଞ୍ଚଳ । ଯିଏ ଶବ୍ଦ ଶୁଣିଲା ସିଏ ଛାନିଆ ହୋଇଗଲା । ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯାହା ଲୋକଙ୍କୁ ଆତଙ୍କିତ କରିଦେଇଥିଲା । ନିଆଁ ଲିଭାଇବା ପାଇଁ ସଙ୍ଗେ ସଙ୍ଗେ ଅଗ୍ନିଶମ…

ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା ଘଟଣା: ୨ ଜଣଙ୍କୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ

ବିଜେଡିର ବରିଷ୍ଠ ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା ଘଟଣାରେ ୨ ଜଣଙ୍କୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ । ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କାକୁ ଗିରଫ କରିଛି ପୋଲିସ । ଗିରଫ ପରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି । ଶୁକ୍ରବାର ରାତିରେ ମୁଖ୍ୟମନ୍ତ୍ରୀଙ୍କ…

ଆସନ୍ତା ୨୫ ତାରିଖ ରେ ହେବ ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି

ଆସନ୍ତା ୨୫ ତାରିଖ ଅର୍ଥାତ୍ ବୁଧବାର ହେବ ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି। ତା ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥି ୧୨.୦୯ ରୁ ୧.୪୫ ମଧ୍ୟରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି। ଭିଡିଓଗ୍ରାଫି, ଫଟୋଗ୍ରାଫି, 3D…

ନିୟମିତ ହେଲେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ…

ଭୁବନେଶ୍ୱରରେ ‘ସୁଭାରିଆ – ଦି ଲଗଜରୀ ଏଡିଟ୍’ର ଶୁଭାରମ୍ଭ: ଐତିହ୍ୟ ଓ ଆଧୁନିକତାର ଅପୂର୍ବ ସମନ୍ୱୟ

ଭୁବନେଶ୍ୱର: ରାଜଧାନୀର ହୋଟେଲ ‘ଦି ପ୍ରେସିଡେନ୍ସି’ଠାରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ଦିଲ୍ଲୀର ପ୍ରସିଦ୍ଧ ଖାନାଙ୍କ ଜୁଏଲର୍ସ ଏବଂ ଦି ଜି ଷ୍ଟୁଡିଓ ର ମିଳିତ ସହଯୋଗରେ ‘ସୁଭାରିଆ - ଦି ଲଗଜରୀ ଏଡିଟ୍’ ର ଶୁଭାରମ୍ଭ କରାଯାଇଛି। ଏକ ସ୍ୱତନ୍ତ୍ର ପ୍ରେସ୍ ମିଟ୍ ଜରିଆରେ ଏହି ଅଭିନବ…