Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ପ୍ରଶାସନିକ ସ୍ତରରେ ବିଭିନ୍ନ ପଦାଧିକାରୀଙ୍କ ଖର୍ଚ୍ଚ କରିବାର କ୍ଷମତାକୁ ବହୁଗୁଣିତ କରାଯାଇଛି
ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର କାର୍ଯ୍ୟକାରିତାରେ ସ୍ୱଚ୍ଛତା ଏବଂ ଗତିଶୀଳତା ଆଣିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ୧୯୭୮ ମସିହାର ଆର୍ଥିକ କ୍ଷମତା ପ୍ରତିନିଧିତ୍ଵ ନିୟମାବଳୀ (DFPR) ରେ ସଂଶୋଧନ କରାଯାଇ ପ୍ରଶାସନିକ ସ୍ତରରେ ବିଭିନ୍ନ…
ଓଡ଼ିଶାରେ ସଡକ ଦୁର୍ଘଟଣାରେ ପ୍ରତିଦିନ ହାରାହାରି ୧୮ ଜଣ ବ୍ୟକ୍ତି ପ୍ରାଣ ହରାଉଛନ୍ତି: ସଡ଼ ଓ ପରିବହନ ମନ୍ତ୍ରୀ ବିଭୁତି…
ଦ୍ରୁତ ଗତି, ମହାବିପତି । ଏକଥା କାନ୍ଥ ବାଡ଼ରେ ଲେଖା ହୋଇଛି । ହେଲେ ମାନୁଛି କିଏ । ସେଥିପାଇଁ ଦିନକୁ ଦିନ ବଢିବାରେ ଲାଗିଛି ଦୁର୍ଘଟଣା । ମୃତ୍ୟୁ ସଂଖ୍ୟା ବି ବଢୁଛି । ଖାସ୍ କରି ଦ୍ରୁତ ଗାଡି ଚାଳନାରେ ହଜାର ହଜାର ସଂଖ୍ୟାରେ ହେଉଛି ଦୁର୍ଘଟଣା । ଗୃହରେ ଏ ପ୍ରସଙ୍ଗରେ ଲିଖିତ ଉତ୍ତର…
କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣା: ୪ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଘଟଣାରେ ୪ଜଣଙ୍କୁ ନିଲମ୍ବନ କରାଯାଇଛି। କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ସରକାରଙ୍କ ପାରିବ ପଣିଆ ଉପରେ ପ୍ରଶ୍ନ ଉଠାଇଥିଲା। ଆଜି ସରକାର ଏହା ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ରାଜ୍ୟସଭା ନିର୍ବାଚନ: କ୍ରସ ଭୋଟିଂ କରିବା ନେଇ ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ବିଜେଡ଼ି
ରାଜ୍ୟସଭା ନିର୍ବାଚନରେ ୮ ବିଜେଡି ବିଧାୟକଙ୍କ କ୍ରସ ଭୋଟିଂ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାରେ ବିଷୟ ପାଲଟିଛି। ଅବଶ୍ୟ ୮ ମଧ୍ୟରେ ଦୁଇ ନିଲମ୍ବିତ ବିଧାୟକ ଅଛନ୍ତି। ହେଲେ ନବୀନଙ୍କ ସବୁ ଚେଷ୍ଟା ସତ୍ତ୍ବେବି ଏହି ବିଧାୟକମାନେ କ୍ରସ ଭୋଟିଂ କରିବା ଦଳର ସ୍ଥିତିକୁ ସର୍ବସମ୍ମୁଖକୁ ପଦାରେ…
“ଅପରେସନ ସାଇବର କବଚ”ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଓଡ଼ିଶା ପୋଲିସ
ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୁଦ୍ଧରେ ଓଡ଼ିଶା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏହି କ୍ରମରେ ରାଜ୍ୟବ୍ୟାପୀ ପୋଲିସ ପକ୍ଷରୁ ଆୟୋଜିତ ହୋଇଥିବା ସ୍ଵତନ୍ତ୍ର ଅଭିଯାନ“ଅପରେସନ ସାଇବର କବଚ”ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଗତ୧୩ଫେବୃଆରୀରୁ ମାର୍ଚ୍ଚ୧୨ପର୍ଯ୍ୟନ୍ତ ଚାଲିଥିବା ଏହି…
ମହଙ୍ଗା ପଡିଲା ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ,ନିଲମ୍ବିତ ହେଲେ କଂଗ୍ରେସର ୩ ବିଧାୟକ
ମହଙ୍ଗା ପଡିଲା ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ । ନିଲମ୍ବିତ ହେଲେ କଂଗ୍ରେସର ୩ ବିଧାୟକ । ସୋଫିଆ ଫିର୍ଦ୍ଦୋସ, ରମେଶ ଜେନା ଓ ଦାଶରଥି ଗମାଙ୍ଗଙ୍କୁ ସସ୍ପେଣ୍ଡ କଲା କଂଗ୍ରେସ । ସେହିଭଳି କଟକ ନଗର ସଭାନେତ୍ରୀ ଗିରିବାଳା ବେହେରାଙ୍କୁ ବହିଷ୍କାର କଲା କଂଗ୍ରେସ । ରମେଶ, ସୋଫିଆ ଓ…
ସରିଛି ରାଜ୍ୟସଭା ନିର୍ବାଚନ, ୩ ରାଜ୍ୟସଭା ଆସନ ହାତେଇବାରେ ସଫଳ ହେଲା ବିଜେପି
ସରିଛି ରାଜ୍ୟସଭା ନିର୍ବାଚନ। ଆସିଛି ଫଳାଫଳ। ଯାହା ଆଶା କରାଯାଉଥଲା… ସେୟା ହିଁ ଘଟିଲା। ୩ ରାଜ୍ୟସଭା ଆସନ ହାତେଇବାରେ ସଫଳ ହେଲା ବିଜେପି। ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାର ବିଜୟୀ ହୋଇଥିବା ବେଳେ, ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ଚତୁର୍ଥ…
ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରାଜ୍ୟସଭା ଭୋଟିଂ : ଜଣେ କି ଦୁଇ ଜଣ ନୁହେଁ ୧୧ ଜଣ ବିଧାୟକ ଏବଂ ବିଧାୟିକା କ୍ରସ…
ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରାଜ୍ୟସଭା ଭୋଟିଂ। ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ହେଲା। ଆଶାଠୁ ଢେର ଅଧିକ ହେଲା କ୍ରସ ଭୋଟିଂ। ବୋଧହୁଏ ଓଡ଼ିଶା ରାଜନୀତିରେ ରାଜ୍ୟସଭା ନିର୍ବାଚନରେ ଏମିତି କ୍ରସ ଭୋଟିଂ କେବେ ହୋଇ ନ ଥିବ। ଜଣେ କି ଦୁଇ ଜଣ ନୁହେଁ ୧୧ ଜଣ ବିଧାୟକ ଏବଂ…
ରାଜ୍ୟସଭା ନିର୍ବାଚନ: ବିଜେଡି ଶିବିରରେ କ୍ରସ୍ ଭୋଟିଂ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ବିଧାୟିକା…
ଓଡ଼ିଶା ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଚାଲିଥିବା ବେଳେ ରାଜନୈତିକ ମହଲରେ ବଡ଼ ବିସ୍ଫୋରଣ ଘଟିଛି। ବିଜେଡି ଶିବିରରେ କ୍ରସ୍ ଭୋଟିଂ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଆଭିମୁଖ୍ୟକୁ ନେଇ ସନ୍ଦେହ ବଢ଼ିଛି
ବିଜେଡି ବିଧାୟକ ସୌଭିକ…
ଉପାସନା ମହାପାତ୍ରଙ୍କୁ ଦ୍ୱିତୀୟ ଥର ବାଲାଟ ଦେବା ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଭିତରେ ବଡ଼ ଅଭିଯୋଗ ଆଣିଛି ବିରୋଧୀ ଦଳ । ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ବିରୋଧୀ ଦଳ ନେତାଙ୍କ ନବୀନ ପଟ୍ଟନାୟକଙ୍କ ଅଭିଯୋଗ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉପାସନା ମହାପାତ୍ରଙ୍କୁ ଦ୍ୱିତୀୟ ଥର ବାଲାଟ ଦେବା ନେଇ ପ୍ରଶ୍ନ ଉଠାଇଛନ୍ତି ।
ଏହା…