Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଆଗକୁ ଆସିପାରେ ଅଧିକ ‘ମହାବାତ୍ୟା’, ମାଡ଼ିଆସିବ ୩ ମିଟରରୁ ଅଧିକ ଉଚ୍ଚର ଜୁଆର
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆତଙ୍କର କାରଣ ପାଲଟିଥିବା ବେଳେ ଏହା ଭାରତ ପାଇଁ ବିପଦର କାରଣ ସାଜିପାରେ ବୋଲି ବୈଜ୍ଞାନିକମାନେ ସତର୍କ କରାଇ ଦେଇଛନ୍ତି । ଆଗକୁ ଅଧିକ ମହାବାତ୍ୟା ଆସିବାର ଯଥେଷ୍ଟ ସମ୍ଭାବନା ଥିବା ନେଇ ସତର୍କ କରାଇ!-->!-->!-->…
ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା BJD: ଜାଣନ୍ତୁ କାହାକୁ ବାଛିଲେ ମୁଖ୍ୟମନ୍ତ୍ରୀ
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
୪ ରାଜ୍ୟସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର । ଏହା ସହ ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ, ନିରଞ୍ଜନ ବିଶିଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି ।
!-->!-->!-->!-->!-->!-->!-->…
ଆଜି ସରୁଛି ନବୀନ ସରକାରଙ୍କ ପଞ୍ଚମ ପାଳିର ତୃତୀୟ ବର୍ଷ
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ଆଜି ପୂରୁଛି ନବୀନ ସରକାରଙ୍କ ପଞ୍ଚମ ପାଳିର ତୃତୀୟ ବର୍ଷ । ୨୨ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିବା ନବୀନଙ୍କ ପାଇଁ ଏହି ତୃତୀୟ ବର୍ଷ ବଡ ଚ୍ୟାଲେଜ ଥିଲା । ପଞ୍ଚାୟତ ସହିତ ପୌର ନିର୍ବାଚନକୁ ସଫଳତା ସହିତ ସାମ୍ନା କରିଥିଲା। ଏହା ସହିତ!-->!-->!-->…
କାଳବୈଶାଖୀ ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ରାଜ୍ୟରେ କିଛି ଦିନ ପରେ ପୁଣି ତାତି ବଢିଛି | ଆସନ୍ତା ୪ ଦିନ ତାତିରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ। ରବିବାର ୮ଟି ଜିଲ୍ଲାରେ ଘଡ଼ଘଡ଼ି, ବର୍ଷା ସହ ଧୂଳିଝଡ଼ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ!-->!-->!-->…
ଜିଲ୍ଲା ପରିଷଦ ଉପନିର୍ବାଚନ: ବିଜେଡି ବିଜୟୀ
ମେଟ୍ରୋ ଟିଭି ଓଡିଶା (୨୮.୫.୨୦୨୨ )
କେନ୍ଦୁଝର ଜିଲ୍ଲା ଘଟଗାଁ ଜିଲ୍ଲା ପରିଷଦ ଉପନିର୍ବାଚନରେ ବାଜିମାରିଛି ବିଜେଡି । ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡିର ରଣଜିତ ନାୟକ ବିଜୟୀ ହୋଇଛନ୍ତି । ବିଜେପିର ମହେଶ୍ୱର ନାୟକଙ୍କୁ ହରାଇଛନ୍ତି ରଣଜିତ । ଉପନିର୍ବାଚନରେ ରଣଜିତଙ୍କୁ ୧୮,୨୪୦!-->!-->!-->…
ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ମୁଖ୍ୟମନ୍ତ୍ରୀ ଓ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ
ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ମୁଖ୍ୟମନ୍ତ୍ରୀ ଓ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ
ଚିଲିକା ମଝିରେ ଫସିଲା ଡଙ୍ଗା
ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨)
ପୁଣି ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଆଜି ସକାଳେ ଜହ୍ନିକୁଦା ଘାଟରୁ ସାତପଡ଼ା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଝି ଚିଲିକାରେ ଫସି ରହିଛି । ଡଙ୍ଗାରେ ସବାର ଥିବା ପ୍ରାୟ ୩୦ ରୁ ୪୦ ଯାତ୍ରୀ ଏବେବି ଚିଲିକା ମଝିରେ ଫସି!-->!-->!-->…
ଦୁଇ ଦିନ ପେଟ୍ରୋଲ ପମ୍ପ ବନ୍ଦ
ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨ )
ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ | ଧର୍ମଘଟକୁ ଓହ୍ଲାଇବ ପେଟ୍ରୋଲିୟମ୍ ଡିଲର୍ସ ଆସୋସିଏସନ୍। ଆଜି ସନ୍ଧ୍ୟା ୬ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବାକୁ ଥିବା ବେଳେ ଆସନ୍ତାକାଲି ମଧ୍ୟ ସନ୍ଧ୍ୟା ୬ଟାରୁ ସକାଳ!-->!-->!-->…
ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା