Trending
- ସରିଲା ମା’ ଦକ୍ଷିଣକାଳୀଙ୍କ ଭସାଣୀ ଉତ୍ସବ,ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ମା’ଙ୍କୁ ମେଲାଣି ଜଣାଇଛନ୍ତି
- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସି.ପି ରାଧାକ୍ରିଷ୍ଣନ,ବିଧାନସଭାରେ ବିଧାୟକମାନଙ୍କ ପ୍ରଶିକ୍ଷଣରେ ହେବେ ସାମିଲ
- ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ବଡ଼ ଧରଣର ସଡ଼କ ଦୁର୍ଘଟଣା,3 ମୃତ, ୪୫ ଜଣ ଆହତ
- ମା’ ଦକ୍ଷିଣେଶ୍ଵରୀଙ୍କ କାଳୀପୂଜା ପାଇଁ ଉତ୍ସବମୁଖର ଚାନ୍ଦବାଲି,୭ଦିନ ଧରି ମା’ଙ୍କ ପୂଜା ଚାଲିବ
- କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରି ରାତି ୧୨ଟା ଯାଏଁ ଫୁଟିଲା ବାଣ
- ପାନିପୁରୀ ଓ ଟିକ୍କି ଖାଇ ୧୦୦ ଅସୁସ୍ଥ
- ଆଜି ଆଲୋକର ପର୍ବ ଦୀପାବଳି ,ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର ,ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ
- ଆଜି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ , ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ
- ପ୍ରଭୁ ଶ୍ରୀରାମଙ୍କ ପବିତ୍ର ନଗରୀ ଅଯୋଧ୍ୟାରେ ଧୁମ୍ଧାମରେ ପାଳିତ ହୋଇଛି ଦଶମ ଦୀପୋତ୍ସବ,୫୬ଟି ଘାଟରେ ପ୍ରଜ୍ୱଳିତ ହୋଇଛି ୩୦ ଲକ୍ଷ ଦୀପ
- ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି
Browsing Category
Odisha
All about all odisha state news updates
୪ ବର୍ଷରେ ସାଇବର ଠକ ଲୁଟିନେଇଛନ୍ତି କୋଟି କୋଟି ଟଙ୍କା
ଭୁବନେଶ୍ବର: ୪ ବର୍ଷରେ ୧୨୨ କୋଟି ଟଙ୍କା ଠକିଛନ୍ତି ସାଇବର ଠକ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ତୁଷାରକାନ୍ତି କହିଛନ୍ତି । ୨୦୧୮ରୁ ୨୦୨୨ ଏପ୍ରିଲ ମାସ ମଧ୍ୟରେ ରାଜ୍ୟରେ!-->!-->!-->…
ଆଇଏଲଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ାଙ୍କ ପରଲୋକ
ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ାଙ୍କ ପରଲୋକ। ଗୌହାଟୀରେ ଅଜୟ ପରିଡ଼ାଙ୍କ ଦେହାନ୍ତ ହୋଇଥିବା ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ସେ ଗୌହାଟୀକୁ ଏକ କନଫରେନ୍ସରେ ଯୋଗ ଦେବାକୁ ଯାଇଥିଲେ। ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮!-->…
ବିଧାନସଭାରେ ଉଠିଲା ମୁଢ଼ି ପ୍ରସଙ୍ଗ
ଭୁବନେଶ୍ବର: ମୁଢ଼ି ଓ ଚୁଡ଼ାରେ ଜିଏସଟି ଲାଗିବା ପରେ ଏହି ଚର୍ଚା ଆଜି ବିଧାନସଭାରେ ହୋଇଛି । ରାଜ୍ୟରେ ସବୁ ବର୍ଗର ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ଚୁଡ଼ା, ମୁଢ଼ି ଓ ଖଇ ଉପରେ 5 ପ୍ରତିଶତ ଜିଏସଟି ଆଜିଠୁ ଲାଗୁ ହୋଇଛି । ପ୍ରଶ୍ନ କାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ!-->…
କଂଗ୍ରସରୁ କ୍ରସ ଭୋଟିଂ: ଦ୍ରୈାପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମୋକିମ୍
ଭୁବନେଶ୍ବର: ଓଡ଼ିଶାର ଆଦିବାସୀ ଝିଅ ପୂର୍ବତନ ରାଜ୍ୟପାଳ ଦ୍ରୈାପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ କଲାପରେ ବିରୋଧୀଙ୍କ ମଧ୍ୟରେ ମତଭେଦ ଲାଗିରହିଥିଲା । ଯାହାକି ଆଜି ଭୋଟ ବେଳେ ଦେଖିବାକୁ ମିଳିଛି । କଂଗ୍ରେସର କିଛି ବିଧାୟକ କଂସ ଭୋଟିଂ କରିଥିବା ମାନିଛନ୍ତି । ବିଶେଷ କରି!-->!-->!-->!-->!-->…
ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳାଭିଷେକ କଲେ ଶ୍ରଦ୍ଧାଳୁ
ଶ୍ରାବଣ ମାସର ପ୍ରଥମ ସୋମବାରେ ଶିବଙ୍କ ଠାରେ ଜଳଲାଗି କରିଛନ୍ତି ହଜାର ହଜାର ଶିବଭକ୍ତ । ବାବା ଧବଳେଶ୍ବରଙ୍କ ପୀଠରେ ଶିବଙ୍କ ପୂଜାର୍ଚ୍ଚନା କରି ମନସ୍କାମନା ପୂରଣ ପାଇଁ ଭକ୍ତମାନେ ଜଳାଭିଷେକ କରିଛନ୍ତି । ସେହିପରି ଲିଙ୍ଗରାଜ ମନ୍ଦିରରେ ଭକ୍ତମାନେ ସକାଳୁ ଧାଡିରେ ଯାଇ ଜଳାଭିଷେକ!-->…
ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
https://twitter.com/IPR_Odisha/status/1548873142810001409
!-->!-->!-->!-->!-->…
ରାଜ୍ୟରେ ମଦ ନେଇଛି ୫୦ଜୀବନ
ମନ୍ତ୍ରୀ ଅଶ୍ବିନୀ ପାତ୍ର। ରାଜ୍ୟରେ ମଦ ପିଇବା ଦ୍ୱାରା କେତେଜଣଙ୍କ ଜୀବନ ଯାଇଛି ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ଯେ ୨୦୧୦ରୁ ୨୦୨୨ ମଧ୍ୟରେ ମଦ ପିଇବା ଦ୍ଵାରା ମୃତ୍ୟୁବରଣ କରିଛନ୍ତି ସେମାନଙ୍କ ସଂଖ୍ୟା ୫୦। ଏହାସହ ଭଦ୍ରକ ମଦ ମୃତ୍ୟୁ!-->…
ଆଦିବାସୀ ଭୋଟ ଭୟ ପାଇଁ ଦ୍ରୈାପଦୀଙ୍କୁ ସମର୍ଥନ
ଆଉ ଦିନକ ପରେ ରାଷ୍ଟ୍ରପତି ନିର୍ବାଚନ । ନିର୍ବାଚନ ଯେତିକି ପାଖେଇ ଆସୁଛି ଏନଡିଏ ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ପ୍ରତି ସମର୍ଥନ ସେତିକି ବଢ଼ି ବଢ଼ି ଯାଉଛି । ପ୍ରଥମେ ବିଜେଡି ସମର୍ଥନ ଘୋଷଣା କରିବା ପରେ ଓ୍ବାଇଏସଆର କଂଗ୍ରେସ ମଧ୍ୟ ଦ୍ରୈାପଦୀଙ୍କୁ!-->!-->!-->…
ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା, ମାଲକାନଗିରିରେ ବନ୍ୟା ପରିସ୍ଥିତି ଗମ୍ଭୀର
ଲଗାଣବର୍ଷା ଯୋଗୁ ବର୍ଷାପାଇଁ କଟକ ଭୁବନେଶ୍ୱରକୁ ଆଲର୍ଟ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ହେଉଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲଗାଣ ବର୍ଷା ଓ ଘଡ଼ଘଡ଼ି ପାଇଁ କଟକ ଓ!-->…
ରାସ୍ତାକଡରେ ଜୀବନ କାଟୁଛନ୍ତି ୩୯୩ ଜଣ ଶିଶୁ: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ରାସ୍ତାକଡରେ ୩୯୩ ଜଣ ଶିଶୁ ରହୁଥିବା ନେଇ ବିଧାନସଭାରେ ସ୍ପଷ୍ଟ କରିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ । ରାସ୍ତାକଡର ଶିଶୁମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ସହ କିଭଳି ଭଲ ପଢିବେ, ଭିକ୍ଷାବୃତ୍ତି ଓ ନିଶା ଠାରୁ!-->…