Trending
- ୭ ହଜାର ଟଙ୍କା ଲାଞ୍ଚ ନେବା ମହଙ୍ଗା ପଡ଼ିଲା , ଚାକିରିରୁ ବିଦା ହେଲେ ORS ଅଧିକାରୀ ମନୀଷା ମିଶ୍ର
- ସରିଲା ମା’ ଦକ୍ଷିଣକାଳୀଙ୍କ ଭସାଣୀ ଉତ୍ସବ,ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ମା’ଙ୍କୁ ମେଲାଣି ଜଣାଇଛନ୍ତି
- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସି.ପି ରାଧାକ୍ରିଷ୍ଣନ,ବିଧାନସଭାରେ ବିଧାୟକମାନଙ୍କ ପ୍ରଶିକ୍ଷଣରେ ହେବେ ସାମିଲ
- ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ବଡ଼ ଧରଣର ସଡ଼କ ଦୁର୍ଘଟଣା,3 ମୃତ, ୪୫ ଜଣ ଆହତ
- ମା’ ଦକ୍ଷିଣେଶ୍ଵରୀଙ୍କ କାଳୀପୂଜା ପାଇଁ ଉତ୍ସବମୁଖର ଚାନ୍ଦବାଲି,୭ଦିନ ଧରି ମା’ଙ୍କ ପୂଜା ଚାଲିବ
- କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରି ରାତି ୧୨ଟା ଯାଏଁ ଫୁଟିଲା ବାଣ
- ପାନିପୁରୀ ଓ ଟିକ୍କି ଖାଇ ୧୦୦ ଅସୁସ୍ଥ
- ଆଜି ଆଲୋକର ପର୍ବ ଦୀପାବଳି ,ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର ,ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ
- ଆଜି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ , ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ
- ପ୍ରଭୁ ଶ୍ରୀରାମଙ୍କ ପବିତ୍ର ନଗରୀ ଅଯୋଧ୍ୟାରେ ଧୁମ୍ଧାମରେ ପାଳିତ ହୋଇଛି ଦଶମ ଦୀପୋତ୍ସବ,୫୬ଟି ଘାଟରେ ପ୍ରଜ୍ୱଳିତ ହୋଇଛି ୩୦ ଲକ୍ଷ ଦୀପ
Browsing Category
Odisha
All about all odisha state news updates
ଆହୁରି ବର୍ଷିବ
ମେଟ୍ରୋ ଟିଭି ଓଡିଶା (୯.୭.୨୦୨୨)
ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ବର୍ଷା ଜାରି ରହିବ । ମୌସୁମୀ ସକ୍ରିୟ ସହ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ। ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛିି ।
ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲାକୁ!-->!-->!-->!-->!-->!-->!-->…
ସିଂହଦ୍ବାରରେ ଲାଗିଲା ବଡ଼ ଠାକୁରଙ୍କ ରଥ
ବଡ଼ ଦାଣ୍ଡରେ ଚାଲିଛି ରଥଟଣା । ଗୁଣ୍ଡିଚାମନ୍ଦିରରୁ ଶ୍ରୀମନ୍ଦିର ଯାଉଛନ୍ତି ମହାପ୍ରଭୁ । ପ୍ରଥମେ ବଡ଼ ଠାକୁରଙ୍କ ରଥକୁ ଶ୍ରଦ୍ଧାଳୁମାନେ ଟାଣିନେଇଛନ୍ତି ଶ୍ରୀମନ୍ଦିର ପର୍ଯ୍ୟନ୍ତ । ମା ଶୁଭଦ୍ରାଙ୍କ ରଥ ଅଧାବାଟରେ ରହିଛି । ସେପଟେ ପ୍ରଭୁ ଜଗନ୍ନାଥଙ୍କ ରଥ ମଧ୍ୟ ଟଣାଯାଉଛି । ତିନି ରଥରେ!-->…
ମାସ୍କ ନପିନ୍ଧିଲେ 500ଟଙ୍କା ଫାଇନ: ରେଡ୍ ଜୋନରେ ରାଜ୍ୟର 3 ଟି ସହର
ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ୫ ଶହ ଟପିଛି । ଦିନକୁ ଦିନ କରେନା ସଂକ୍ରମଣ ବଢ଼ୁଥିବାରୁ ଲୋକମାନଙ୍କୁ ଭୁବନେଶ୍ବରରେ ମାସ୍କ ପିନ୍ଧିବା ପାଇ କୁହାଯାଇଛି । ଯେଉଁମାନେ ମାସ୍କ ପିନ୍ଧୁନାହାଁନ୍ତି ସେମାନଙ୍କୁ 500 ଟଙ୍କା ଫାଇନ ଲାଗିବ ବୋଲି ମେୟର ସୁଲୋଚନା ଦାସ କହିଛନ୍ତି । ଏବେ!-->…
ବାହୁଡ଼ା ଯାତ୍ରାରେ ମହାପ୍ରଭୁ
ଆଜି ପବିତ୍ର ବାହୁଡ଼ାଯାତ୍ରା । ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି । ନଅଦିନ ଯାତ୍ରା ସାରି ଆଜି ଜନ୍ମବେଦୀରୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି । ତିନି ରଥରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ମାହାପ୍ରଭୁ ଶ୍ରୀ ଜଗନ୍ନାଥ ରତ୍ନବେଦୀକୁ ବାହୁଡ଼ିବେ । ମହାପ୍ରଭୁଙ୍କ!-->…
ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ବିରୋଧୀଙ୍କ ଅକଲ ଗୁଡମ
ବିକାଶର ଧାରାରେ ସାମିଲ ହେବେ ଆଦିବାସୀ
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ନାମ ଆସିବା ପରେ ବିରୋଧୀ ଶିବିରରେ ଅଦୃଶ୍ୟ ଭୟ ସୃଷ୍ଟି ହୋଇଛି । ଏହାର କାରଣ ହେଉଛି ସେ ଆଦିବାସୀ । ପୁଣି ମହିଳା । ଓଡ଼ିଶାରେ ଯେପରି ଶ୍ରୀମତି ମୁର୍ମୁଙ୍କୁ ସ୍ବାଗତ ଦିଆଗଲା , ନବୀନଙ୍କ!-->!-->!-->!-->!-->…
କାହିଁକି ଅପରାଜିତାଙ୍କୁ ନିମନ୍ତ୍ରଣ ହେଉନି? କହିଲେ ମନ୍ତ୍ରୀ
ଭୁବନେଶ୍ବର: ବନ ମହୋତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ, ବିଧାୟକ ଏବଂ ମେୟରଙ୍କୁ ନିମନ୍ତ୍ରଣ କରାଗଲା । ତେବେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗିଙ୍କୁ ନିମନ୍ତ୍ରଣ କରାଗଲା ନାହିଁ । କାହିଁକି ନିମନ୍ତ୍ରଣ କରାଗଲା ନାହିଁ ତାହାର ଉତ୍ତର ମିଳିଛି ।
!-->!-->…
ଆସୁଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁ
ଭୁବନେଶ୍ବର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଆସୁଛନ୍ତି ଓଡ଼ିଶା । ଓଡ଼ିଶା ଗସ୍ତବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଜୋରଦାର ସ୍ବାଗତ ପାଇଁ ଅପେକ୍ଷାରେ ଅଛନ୍ତି । ଏପରିକି ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ରାଜ୍ୟ ଅତିଥି ଭାବେ ଦ୍ରୈାପଦୀ!-->…