Trending
- ୭ ହଜାର ଟଙ୍କା ଲାଞ୍ଚ ନେବା ମହଙ୍ଗା ପଡ଼ିଲା , ଚାକିରିରୁ ବିଦା ହେଲେ ORS ଅଧିକାରୀ ମନୀଷା ମିଶ୍ର
- ସରିଲା ମା’ ଦକ୍ଷିଣକାଳୀଙ୍କ ଭସାଣୀ ଉତ୍ସବ,ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ମା’ଙ୍କୁ ମେଲାଣି ଜଣାଇଛନ୍ତି
- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସି.ପି ରାଧାକ୍ରିଷ୍ଣନ,ବିଧାନସଭାରେ ବିଧାୟକମାନଙ୍କ ପ୍ରଶିକ୍ଷଣରେ ହେବେ ସାମିଲ
- ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ବଡ଼ ଧରଣର ସଡ଼କ ଦୁର୍ଘଟଣା,3 ମୃତ, ୪୫ ଜଣ ଆହତ
- ମା’ ଦକ୍ଷିଣେଶ୍ଵରୀଙ୍କ କାଳୀପୂଜା ପାଇଁ ଉତ୍ସବମୁଖର ଚାନ୍ଦବାଲି,୭ଦିନ ଧରି ମା’ଙ୍କ ପୂଜା ଚାଲିବ
- କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରି ରାତି ୧୨ଟା ଯାଏଁ ଫୁଟିଲା ବାଣ
- ପାନିପୁରୀ ଓ ଟିକ୍କି ଖାଇ ୧୦୦ ଅସୁସ୍ଥ
- ଆଜି ଆଲୋକର ପର୍ବ ଦୀପାବଳି ,ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର ,ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ
- ଆଜି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ , ଏହି ଅବସରରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ
- ପ୍ରଭୁ ଶ୍ରୀରାମଙ୍କ ପବିତ୍ର ନଗରୀ ଅଯୋଧ୍ୟାରେ ଧୁମ୍ଧାମରେ ପାଳିତ ହୋଇଛି ଦଶମ ଦୀପୋତ୍ସବ,୫୬ଟି ଘାଟରେ ପ୍ରଜ୍ୱଳିତ ହୋଇଛି ୩୦ ଲକ୍ଷ ଦୀପ
Browsing Category
Odisha
All about all odisha state news updates
ଆଜି ବି ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲା ସହ କଟକ ଓ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।
ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।!-->!-->!-->…
ଆଶ୍ରିତାଙ୍କ ବୟ ଫ୍ରେଣ୍ଡଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର: ଏମ୍ସିଏ ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣାରେ ଆଶ୍ରିତାଙ୍କ ବୟଫ୍ରେଣ୍ଡକୁ ଗିରଫ କଲା କମିଶନରେଟ ପୁଲିସ । ଆଶ୍ରିତାଙ୍କ ସୁଇସାଇଡ୍ ନୋଟକୁ ଭିତ୍ତି କରି ତାଙ୍କୁ ଗିରଫ କରିଛି ପୁଲିସ । ଗତକାଲି ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାରର!-->!-->!-->…
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ
କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇଛି । ଆନୁଷ୍ଠାନିକ ଭାବେ ରେଜଲ୍ଟ ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି । ପାସ ପିଲାଙ୍କ ସଂଖ୍ୟା ରହିଛି 5 ଲକ୍ଷ!-->!-->!-->!-->!-->…
ସନ୍ତୋଷଙ୍କ ପାଖରୁ ମିଳିନି ସୁସାଇଡ ନୋଟ: ଏସପି
ଭୁବନେଶ୍ବର: ଅଭିନେତ୍ରୀ ରଶ୍ମିରେଖାଙ୍କ ବୟଫ୍ରେଣ୍ଡ ସନ୍ତୋଷ ପାତ୍ର ଆତ୍ମହତ୍ୟା ଘଟଣାରେ କୈାଣସି ସୁସାଇଡ ନୋଟ ମିଳିନଥିବା ଏସପି ମୁକେଶ କୁମାର ଭାମୁ କହିଛନ୍ତି । ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା ପରେ ତାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କ ଆତ୍ମହତ୍ୟା କୁ!-->!-->!-->…
ଆଜି ପ୍ରକାଶ ପାଇବ ମାଟିକ୍ ପରୀକ୍ଷା ଫଳ
ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟିକ୍ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ ଅପରାହ୍ନ ୧ଟାରେ ମାଟ୍ରିକ୍ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ । ବୋର୍ଡ ୱେବସାଇଟ୍ରୁ!-->!-->!-->!-->!-->…
ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା
MCA student commits suicide in Bhubaneswar
ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାରର ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ମିଳିଛି। ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି!-->!-->!-->…