Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ତାତିରୁ ମିଳିବ ଆଶ୍ୱସ୍ତି; ଆସୁଛି ଲଘୁଚାପ !
ମେଟ୍ରୋଟିଭିଓଡିଶା(୨୯.୪.୨୦୨୨)
ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ଆସନ୍ତା ୫ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ଦାନା ବନ୍ଧୁ ଥିବା କହିଛନ୍ତି ଆଇଏମଡିର ବରିଷ୍ଠ ବୈଜ୍ଞାନିକ ଆର.!-->!-->!-->…
IPS ସ୍ତରରେ ଅଦଳବଦଳ: ଭୁବନେଶ୍ୱର ଡିସିପି ହେଲେ ପ୍ରତୀକ ସିଂ
IPS ସ୍ତରରେ ଅଦଳବଦଳ: ଭୁବନେଶ୍ୱର ଡିସିପି ହେଲେ ପ୍ରତୀକ ସିଂ
ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା
ମେଟ୍ରୋଟିଭିଓଡିଶା(୨୯.୪.୨୦୨୨)
ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ପ୍ରବଳ ଖରା ଯୋଗୁ ଗୋଟିଏ ସିଟିଂରେ ମାଟ୍ରିକ୍ ପରୀକ୍ଷା କରାଯାଉଛି । ସକାଳ ୮ଟାରୁ ଦିନ ୧୦ଟା ଯାଏ ପରୀକ୍ଷା କରାଯାଉଥିବା ବେଳେ କପି ରୋକିବାକୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।!-->!-->!-->…
‘ଗଗନ” ଭିତ୍ତିକ ଏଲ୍ପିଭି ବ୍ୟବସ୍ଥାରେ ସଫଳ ବିମାନ ଉଡାଣ
ମେଟ୍ରୋଟିଭିଓଡିଶା(୨୮.୪.୨୦୨୨)
ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ଦ୍ୱାରା ଗୁରୁବାର ରାଜସ୍ଥାନର କିଷନଗଡ ବିମାନଘାଟୀରେ ‘ଗଗନ’ ଭିତ୍ତିକ ଏଲ୍ପିଭି ବ୍ୟବସ୍ଥାରେ ପରୀକ୍ଷାମୂଳକ ବିମାନ ଉଡାଣ ସଫଳତାର ସହ କରାଯାଇଛି । ‘ଗଗନ’ ଜିପିଏସ୍ ସହାୟତାରେ ପରିଚାଳିତ ଏକ ଜିଓ ଅଗମେଣ୍ଟେଡ!-->!-->!-->…
ରାଜ୍ୟରେ କେବେ ଖୋଲିବ ସ୍କୁଲ? ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ
ରାଜ୍ୟରେ କେବେ ଖୋଲିବ ସ୍କୁଲ? ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ
ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ତାତି:୨୫ ସହରରେ ୪୦ ଉପରେ ତାପମାତ୍ରା
ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ତାତି:୨୫ ସହରରେ ୪୦ ଉପରେ ତାପମାତ୍ରା
ପୁରୀ ଗସ୍ତରେ ବାହାରିଲେ ଅପରାଜିତା: ଅଧାବାଟରେ ଅଟକାଇଲା ପୋଲିସ
ପୁରୀ ଗସ୍ତରେ ବାହାରିଲେ ଅପରାଜିତା: ଅଧାବାଟରେ ଅଟକାଇଲା ପୋଲିସ