Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Odisha
All about all odisha state news updates
ନବୀନ କାହାକୁ ସମର୍ଥନ କରିବେ ?
ଉପରାଷ୍ଟ୍ରପତି ନିର୍ବାଚନକୁ ଏବେ ମାତ୍ର ୫ଟା ଦିନ ବାକି ଅଛି । ନବୀନ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିନାହାଁନ୍ତି । ଚର୍ଚ୍ଚା ହେଉଛି ନବୀନଙ୍କ ପାଇଁ ନିଷ୍ପତ୍ତି ନେବା ଏଥର ସହଜ ହେବନି । ପୂର୍ବରୁ ଅନେକ ପ୍ରସଙ୍ଗରେ ନବୀନ ବିଜେପିକୁ ସମର୍ଥନ ଦେଇଛନ୍ତି । ହେଲେ ଏବେ କିନ୍ତୁ ବିଜେପିକୁ…
ନିଲମ୍ବିତ ତହସିଲଦାର ମଧୁସ୍କିତା ସିଂ ଗିରଫ
ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ…
ରାଜ୍ୟରେ ଏବେ ଉତ୍କଟ ସାର ସଙ୍କଟ
ଦୁଇ ଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଏକ ଚିଠି ଲେଖି ବାସ୍ତବ ସ୍ଥିତି ନେଇ ଅବଗତ କରିଛନ୍ତି । ତାଳଚେର ସାର କାରଖାନା କାହିଁକି କାର୍ଯ୍ୟକ୍ଷମ ହେଉନି ବୋଲି ପ୍ରଶ୍ନ କରିବା ସହିତ ସାରର କଳାବଜାରୀ କଥା ଜଣାଇଛନ୍ତି ନବୀନ। କଳାବଜାରୀ ପାଇଁ ଚାଷୀ…
ଶ୍ରୀମନ୍ଦିର ପରିସରରେ ମାତୃ ଶିଶୁ ସ୍ତନ୍ୟପାନ ଗୃହ
ବହୁ ଦିନର ଦାବି ପରେ ଶ୍ରୀମନ୍ଦିର ପରିସରରେ କାର୍ଯ୍ୟକାରୀ ହୋଇଛି ଶିଶୁ ତଥା ମାଆ ମାନଙ୍କ ସକାଶେ ମାତୃ ଶିଶୁ ସ୍ତନ୍ୟପାନ ଗୃହ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମନ୍ଦିର ଭିତରେ ଶାଖା କାର୍ଯ୍ୟଳୟ ତଳେ ଶୀତତାପ ନିୟନ୍ତ୍ରିତ ଏକ ଗୃହରେ ଏକକାଳୀନ ୪ଜଣ ମହିଳା…
ଆସିଗଲା ଚାକିରି , ଅକ୍ଟୋବର ୮ରୁ , RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା
ନୂଆ ସରକାର ଆସିବା ପରେ ଆସୁଛି ପୁଣି ବମ୍ପର ଚାକିରି । ଖାଲି ଥିବା ପୋଷ୍ଟ ପୂରଣ କରିବେ ସରକାର । ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ…
ଭାଜପା ଉପରେ ବର୍ଷିଲା ବିଜେଡି -ମୋହନ ସରକାର ‘ରି-ବ୍ରାଣ୍ଡିଙ୍ଗ୍’ରେ ବିଶ୍ୱାସ କରୁଛି କହିଲା
ଭାଜପା ଉପରେ ବର୍ଷିଲା ବିଜେଡି -ମୋହନ ସରକାର ‘ରି-ବ୍ରାଣ୍ଡିଙ୍ଗ୍’ରେ ବିଶ୍ୱାସ କରୁଛି କହିଲା । ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍ଏସି ଓ ମ୍ୟୁନିସିପାଲିଟି ଘୋଷଣା କେବଳ ରାଜନୀତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାହା କହୁଛନ୍ତି ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି…
ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି
ଅଭିଜିତ ମଜୁମଦାର, ଓଲିଉଡ୍ ରେ ‘ମେଲୋଡି କିଙ୍ଗ୍’ ଅସୁସ୍ଥ । ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି।
ସମ୍ଭଲପୁରୀ…
ବଦଳିବ ଚେହେରା, ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର
୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ବଦଳିବ ରୂପ, ରଂଗ, । ବଦଳିବ ସହରର ଢ଼ାଞ୍ଚା । ବେପାର, ବଣିଜ, ଶିଳ୍ପ ବୃଦ୍ଧି ପାଇବ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱରକୁ ନେଇ ବଢିଛି ଉତ୍କଣ୍ଠା । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ…
ଦୁର୍ଗାପୂଜା ପ୍ରସ୍ତୁତି , ଭସାଣିରେ ବାଜିବନି ଡିଜେ- ଚିନ୍ତାରେ ଡିଜେ ବ୍ୟବସାୟୀ
ଆଗକୁ ଦୁର୍ଗାପୂଜା ଆସୁଛି । ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଉ ଡିଜେ…
୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି…