Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ,ଅଗ୍ନିକାଣ୍ତରେ ୧୦ରୁ ଅଧିକ ରୋଗୀଙ୍କର ମୃତ୍ୟୁ
କଟକ ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ ଘଟିଛି । ଏହି ଅଗ୍ନିକାଣ୍ତରେ ୧୦ରୁ ଅଧିକ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏପରି ଭୟାବହ ଆଗ୍ନିକାଣ୍ତର କାରଣ ଅସ୍ପଷ୍ଟ ଥିବାବେଳେ, ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ସର୍ଟ ସର୍କିଟ୍ କାରଣରୁ ନିଆଁ ଲାଗିଛି । ମୁଖ୍ୟମନ୍ତ୍ରୀ ଏପରି ଘଟିଥିବା…
କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ,ଅଗ୍ନିକାଣ୍ଡରେ ୧୦ ରୋଗୀ ମୃତ
କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିଥିବା ହେତୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି । ଅନ୍ୟପଟେ…
ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା…
ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ କାରଣ ଦର୍ଶାଅ ନୋଟିସ୍ । ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି । ଦଳୀୟ ଶୃଙ୍ଖଳା ଅବମାନନା ନେଇ ଦାଶରଥୀ ଗମାଙ୍ଗଙ୍କୁ ନୋଟିସ୍ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି ।…
ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ। ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଏ ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି । ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ ଏବଂ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତିକୁ ରୋକିବା ପାଇଁ ଏ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ଏନେଇ…
ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା ମାଓବାଦୀଙ୍କୁ ରେଡ୍ କାର୍ପେଟ ବିଛାଇ ଅଣାଯିବ ବୋଲି କୁହାଯାଇଥିଲା। ଧାର୍ଯ୍ୟ ସମୟସୀମା ପାଖେଇ ଆସୁଥିବା…
୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
ଚଳିତବର୍ଷ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ଉଭୟ ସରକାର ଏବଂ ପୁରୀ ଜିଲ୍ଲା ପ୍ରଶାସନ ଅଧିକ ଗୁରୁତ୍ଵ ଦେଉଛନ୍ତି । ୨୦୧୫ ରଥଯାତ୍ରାରେ ଅନେକ ବିଶୃଙ୍ଖଳା ଘଟିଥିବାରୁ ଚଳିତ ବର୍ଷ ଯେଭଳି ଏହାର ପୁନରାବୃତ୍ତି ନହୁଏ ତାକୁ ଦୃଷ୍ଟିରେ ରଖି ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି ।…
ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
ଆଜିର ଡିଜିଟାଲ ଦୁନିଆରେ ମୋବାଇଲ ଏକ ଅତ୍ୟାବଶ୍ୟକ ସେବାରେ ପରିଣତ ହୋଇଥିଲେ ମଧ୍ୟ ରାଜ୍ୟରେ ଏଭଳି ଅନେକ ଗାଁ ରହିଛି, ଯେଉଁଠାରେ ମୋବାଇଲ୍ ସେବା ସ୍ବପ୍ନ ହୋଇରହିଛି। ଟେଲିକମ୍ ବିଭାଗ ତଥ୍ୟ ଅନୁସାରେ ରାଜ୍ୟର ୧୨୦୦ରୁ ଅଧିକ ଗାଁରେ ମୋବାଇଲ୍ ସେବା ପହଞ୍ଚିପାରିନାହିଁ। ଅପହଞ୍ଚ…
ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
ଚଳିତ ବର୍ଷ ହେବନି ପାୱାରକଟ୍ । ଖରା ଦିନେ ହେବନି ବିଦ୍ୟୁତ କାଟ । ବିଧାନସଭାରେ ଲିଖିତ ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି । ଜାତୀୟ…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
ସମ୍ପର୍କୀୟ କଲେ ଆୟୋଜନ , ସରକାର କରାଇଲେ ବିବାହ । ସାମୁହିକ ଵିଵାହ କଲେ ୧୧୦ ବର କନ୍ୟା । ଏସବୁ ହୋଇଛି କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ । ବିବାହ ପାଇଁ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଥିବ ପୁଅ ଝିଅଙ୍କ ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ ବରଦାନ…
IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ…
IAS ସ୍ତରରେ ଅଦଳବଦଳ । ଏକାଥରକେ ଏକାଧିକ ବରିଷ୍ଠ ପ୍ରଶାସକଙ୍କୁ ଅଦଳବଦଳ କରାଯାଇଛି । ଯେଉଁଥିରେ ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାସହ ପ୍ରଶାସକ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଷ୍ଟାର୍ଟ ଅଫ୍ ଓଡ଼ିଶାର ସିଇଓ ଭାବେ…