Trending
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
Browsing Category
Odisha
All about all odisha state news updates
୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି…
ସାର ଯୋଗାଣରେ ଅବ୍ୟବସ୍ଥା ନେଇ ନଡ୍ଡାଙ୍କୁ ନବୀନଙ୍କ ଚିଠି
ଓଡ଼ିଶାର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଆବଶ୍ୟକୀୟ ସାର ଯୋଗାଣ କରିବାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କ ଚିଠି ଲେଖି ଦାବି କରିଛନ୍ତି। ରାଜ୍ୟରେ ଏବେ ସାର ଯୋଗାଣକୁ ନେଇ ଅବ୍ୟବସ୍ଥା। ମାର୍କଫେଡ୍ ଚାଷୀଙ୍କୁ ସାର…
ମୋହନ-ଧର୍ମେନ୍ଦ୍ର ଆଲୋଚନା
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ପ୍ରାୟ ଦେଢ଼ ଘଣ୍ଟା ଧରି ଦୁଇ ନେତା ଆଲୋଚନା କରିଥିବା ଜଣାପଡ଼ିଛି। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ…
ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି
ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟାହ୍ନରେ ରାଜଭବନଯାଇଛନ୍ତି। ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଗସ୍ତରେ ଆସିଥିଲେଲୋକ ସଭା ବାଚସ୍ପତି ଓମ ର୍ବିଲା। ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି…
ସଂସଦୀୟ ତଥା ବିଧାନସଭା ସମିତିଗୁଡ଼ିକର ଭୂମିକା ଆହୁରି ଗୁରୁତ୍ୱପୂର୍ଣ୍ଣ
ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ରେ ଆୟୋଜିତ ଦୁଇଦିନିଆ ଜାତୀୟ…
ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା
ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…
ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ବାଲେଶ୍ବର : ସାଂସଦ ଖେଳ ମହୋତ୍ସବ (Sansad Khel Mahotsav) ରେଜିଷ୍ଟ୍ରେସନ ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଦ୍ବାରା ଶୁଭାରମ୍ଭ ହୋଇଛି । ଏହି କ୍ରୀଡ଼ା ମହୋତ୍ସବକୁ ଉଦଘାଟନ କରି ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ।ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ। ନିକଟରେ ନିଟ ପାସ କରିଥିବା…
ରାଜଧାନୀ ଛାତିରେ ପୂଜା ପୂର୍ବରୁ ଉତ୍ପାତ କରୁଛନ୍ତି ଲୁଟେରା ଗ୍ୟାଙ୍ଗ୍
ରାଜଧାନୀ ଛାତିରେ ପୂଜା ପୂର୍ବରୁ ଉତ୍ପାତ କରୁଛନ୍ତି ଲୁଟେରା ଗ୍ୟାଙ୍ଗ୍ । ଏକ ଦମ୍ପତି ବୁଧବାର ସନ୍ଧ୍ୟାରେ ସପିଙ୍ଗ୍ ସାରି ଗାଡ଼ିଟିକୁ ପାର୍କିଂରେ ରଖି ପୂଜା ଦେଖିବାକୁ ଯାଇଥିଲେ । ଠିକ ଏତିକି ବେଳେ, ବାଟୁଳି ଗ୍ୟାଙ୍ଗ ଗାଡିର କାଚ ଭାଙ୍ଗି ସବୁକିଛି ପୋଛି ନେଇଛି ବାଟୁଳି ଗ୍ୟାଙ୍ଗ । …
ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି – ଅଶୋକ ପଣ୍ଡା
ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ(ବିଜେଡି)ର ପରାଜୟ ପରେ ଦଳରେ ବିଶୃଙ୍ଖଳା ଲାଗିରହିଛି। କେତେବେଳେ ପ୍ରତ୍ୟକ୍ଷ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପରକୁ ବରିଷ୍ଠ ନେତା ଅଙ୍ଗୁଳି ଉଠାଉଛନ୍ତି ତ ଆଉ କେତେବେଳେ ପରୋକ୍ଷରେ ବାଣ ମାରୁଛନ୍ତି। ବଦ୍ରି ପାତ୍ରଙ୍କ ପରେ ଆଜି ଅର୍ଥାତ୍…