Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
ବର୍ତ୍ତମାନ ଯୁବପିଢ଼ିଙ୍କ ମଧ୍ୟରେ ଛାଡ଼ପତ୍ର ସମସ୍ୟା ବହୁଳ ମାତ୍ରାରେ ବଢ଼ିଯାଇଛି । ସ୍ୱାମୀ-ସ୍ତ୍ରୀ ଉଭୟଙ୍କ ମଧ୍ୟରେ ବୁଝାମଣାର ଅଭାବ । ଉଭୟ ଉଭୟଙ୍କ ପ୍ରତି ଦୋଷାରୋପ କରିବା, ପରସ୍ପର ପ୍ରତି ସନ୍ଦେହ ଯୋଗୁଁ ଛାଡ଼ପତ୍ର ସଂଖ୍ୟା ଦିନକୁ ଦିନ ବଢ଼ୁଛି । ଅଳ୍ପ କିଛି ମାମଲାରେ ସତ୍ୟତା ଥାଇପାରେ ।…
ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ବ ଦେଇ କେନ୍ଦ୍ର ସରକାର ଓଡ଼ିଶା ସହିତ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି । ଏହା ସହିତ ଦୁଇଟି ସ୍ବତନ୍ତ୍ର ରେଳସେବାକୁ ନିୟମିତ ରେଳସେବାରେ ପରିଣତ କରିବା…
ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ…
ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ । ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଚାଲିପାରିଲାନି ଗୃହ। ଦିନ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ବିଧାନସଭା ପ୍ରଶ୍ନକାଳରୁ ହିଁ ହଙ୍ଗାମା ହୋଇଥିଲା। ଗ୍ୟାସ୍ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ବିରୋଧୀ ।ପ୍ଲାକାର୍ଡ ଧରି ଜୋରଦାର…
ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
ଭୁଶୁଡୁଛି ଲାଲଗଡ । ଧୀରେ ଧୀରେ ଅସ୍ତ୍ର ଛାଡିଲେନି ମାଓ ନେତା । ଏହିକ୍ରମରେ ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୭ ଜଣ ମହିଳା ଓ ତିନି ଜଣ ପୁରୁଷ ରହିଛନ୍ତି ।କେନ୍ଦ୍ର ସରକାର ମାର୍ଚ୍ଚ ୩୧ ସୁଦ୍ଧା…
ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
ନନ୍ଦନକାନନ ପାଇଁ ଖୁସି ଖବର । ଯାଇଥିଲେ ପୁରୁଣା, ଆସିଲେ ନୂଆ । ୧୫ ବଦଳରେ ଆସିଲେ ୧୧ । ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼ । ସଂଗରୋଧରେ ରହିବା ପରେ ଛଡ଼ାଯିବ ଖୁଆଡ଼ରେ । କର୍ତ୍ତୃପକ୍ଷଙ୍କ ଖୁସି କହିଲେ ନସରେ । ପର୍ଯ୍ୟଟକଙ୍କ ମଧ୍ୟରେ ରହିଛି ବେଶ୍ ଉତ୍କଣ୍ଠା । ନନ୍ଦନକାନନ ପ୍ରାଣୀ…
ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
ଭୁବନେଶ୍ୱର : ନିଜର ନ୍ୟାଯ୍ୟ ଦାବି ହାସଲ ପାଇଁ ପୁଣିଥରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ରାଜ୍ୟର ହଜାର ହଜାର ଆଉଟସୋର୍ସିଂ କର୍ମଚାରୀ। ଶୁକ୍ରବାର ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜି ପରିସରରେ ଏକ ବିଶାଳ ସମାବେଶ କରି ନିଜର ଶକ୍ତି ପ୍ରଦର୍ଶନ କରିବା ସହ ସରକାରଙ୍କୁ ପ୍ରତିଶ୍ରୁତି ମନେ ପକାଇ…
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ଏବେ ଭାରତର ପ୍ରତିଟି ନାଗରିକଙ୍କ ହାଣ୍ଡିଶାଳ ଉପରେ ପଡ଼ିଲାଣି।ହର୍ମୁଜ ଜଳମାର୍ଗରେ ଇନ୍ଧନ ଯୋଗାଣ ଗୁରୁତର ଭାବେ ପ୍ରଭାବିତ ହୋଇଛି। ପ୍ରଭାବରେ ଭାରତରେ ରନ୍ଧନ ଗ୍ୟାସ ଅଭାବ ପରିଲଖିତ ହୋଇଛି। ସ୍ଥିତିର ମୁକାବିଲା ପାଇଁ ମଙ୍ଗଳବାର କେନ୍ଦ୍ର ସରକାର ଏମସା ଲାଗୁ…
ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
ବିଜେଡିରୁ ରବୀନ୍ଦ୍ର ଜେନାଙ୍କ ଇସ୍ତଫା । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବାଲେଶ୍ୱରରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ରବୀନ୍ଦ୍ର ଜେନା । କିନ୍ତୁ ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି…
ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
ଓଡ଼ିଶାରେ ରେଳ ସଂଯୋଗୀକରଣକୁ ପ୍ରୋତ୍ସାହନ। କେନ୍ଦ୍ର ସରକାର ତାମିଲନାଡ଼ୁର କୋଏମ୍ବାଟୁର ଜିଲ୍ଲା ପୋତ୍ତନୁର ଏବଂ ଝାଡ଼ଖଣ୍ଡର ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ୍ ସେବା ଆରମ୍ଭ ପାଇଁ ଅନୁମୋଦନ ପ୍ରଦାନ କରିଛନ୍ତି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ ଚିଠି…
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି । ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି ହେଉଛି। ଚାହିଦାଠାରୁ କମ୍ ପରିମାଣର ତେଲ ଆସୁଥିବାରୁ…