Trending
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
Browsing Category
Odisha
All about all odisha state news updates
ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ
ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ ରାଣା…
ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା
ଭୁବନେଶ୍ବର: ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ
ଜୟ ମାଁ ସମ୍ଲେଇ। "ସମ୍କୁ ମୋର ନୂଆଁଖାଇ ଜୁହାର୍" । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ…
ଆଜି ଚାଷୀଙ୍କ ଖାତାକୁ ଯାଇଛି ସିଏମ୍ କିଷାନର ୩ୟ କିସ୍ତି ଟଙ୍କା
ସିଏମ୍ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଏହି କିସ୍ତି ଟଙ୍କା ଯାଇଥିବା…
ଗଣେଶ ଉତ୍ସବ
ଆଜି ପବିତ୍ର ଗଣେଶ ଚତୁର୍ଥୀ। ଗଣେଶ ଉତ୍ସବ, ଭଗବାନ ଗଣେଶଙ୍କ ଜନ୍ମଦିବସକୁ ସମର୍ପିତ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି। ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି। ଅନେକ ସ୍ଥାନରେ ଗଣେଶ ପୂଜାକୁ ‘ଗଣେଶତ୍ସୋବ’ ଭାବେ ପାଳନ…
ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
୧୧ ମାସ ପରେ ପୁନର୍ଗଠିତ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ଆଜି ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିବା ପରେ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏମାନେ ହେଲେ ସିଂହାରୀ ନିଯୋଗରୁ ମଧୁସୂଦନ ସିଂହାରୀ, ପୂଜାପଣ୍ଡା ନିଯୋଗରୁ ଜଗନ୍ନାଥ ପୂଜାପଣ୍ଡା, ଦଇତାପତି ନିଯୋଗରୁ…
ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ । ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ଇପ୍ସିତା ସାହୁଙ୍କୁ ନିଯୁକ୍ତି ଦେଇଛନ୍ତି ନବୀନ । ସେହିପରି ଚିନ୍ମୟ ସାହୁ ବିଜୁ ଯୁବ ବିଜେଡି ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।
ଏହାବାଦ୍ ୪ ଜଣ ବରିଷ୍ଠ ଯୁବ ନେତାଙ୍କୁ ଛାତ୍ର…
୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିି।ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ। ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ ଶନିବାର…
ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
ଧର୍ମଶାଳାରେ ଅଧିକାଂଶ ସରପଞ୍ଚ ଓ ସମିତି ସଭ୍ୟ ବିଜେଡି ଛାଡ଼ି ବିଜେପିରେ ସାମିଲ ହେବା ପରେ ଓ ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫାର ସପ୍ତାହେ ନପୂରୁଣୁ ଆଜି ବଡ଼ଚଣା ବ୍ଲକ୍ର ଅଧ୍ୟକ୍ଷା, ଉପାଧ୍ୟକ୍ଷଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଓ ସହସ୍ରାଧିକ କର୍ମୀ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି।…
ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି।
ରାଜ୍ୟ…
ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
ଆଜି ରାଜ୍ୟ କ୍ୟାବିନେଟ ବୈଠକ ୦୩ ଟି ବିଭାଗର ୦୪ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା l ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ…