Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଅମୁଲ କୁଲ ଦେଇ ଲୁଟିଲେ
ମେଟ୍ରୋ ଟିଭି ଓଡିଶା ( ୧୭.୨.୨୦୨୨) :
ଲିଫ୍ଟ ବାହାନା କରି ଲୁଟିନେଲେ ଦୁର୍ବୁତ୍ତ । ଏହି ଭଳି ଘଟଣା ଘଟିଛି ଭୁବନେଶ୍ୱରର ସହିଦ ନଗର ଥାନା ପୋଲିସ ପଞ୍ଝାରେ ନିଶାଦିଆ ଲୁଟେରା ଗ୍ୟାଙ୍ଗ । ଦୁଇ ଜଣ ନିଶାଦିଆ ଲୁଟେରାଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ ।
ଏହି ଦୁଇ ଲୁଟେରା!-->!-->!-->!-->!-->!-->!-->!-->!-->…
କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ଚିଠି
ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପ୍ରଥମ ଚିଠିରେ ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଂଲଗ୍ନ କରି ପଠାଯାଇଛି । ଦ୍ଵିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି ବାଚସ୍ପତି!-->…
ପରଲୋକରେ ବିଧାୟକ କାଙ୍ଗାଳୀ ଚରଣ ପଣ୍ଡା
ମେଟ୍ରୋ ଟିଭି ଓଡିଶା,୧୨/୨ : ପରଲୋକରେ ବରିଷ୍ଠ କଂଗ୍ରେସ ନେତା ତଥା ଧର୍ମଶାଳାର ପୂର୍ବତନ ବିଧାୟକ କାଙ୍ଗାଳୀ ଚରଣ ପଣ୍ଡା । ଆଜି ଭୋର ସମୟରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା । ୧୯୮୦ରୁ!-->…
ମମିତା ମେହେର ହତ୍ୟାକାଣ୍ଡ ମାମଲା
ମେଟ୍ରୋ ଟିଭି ଓଡିଶା,୧୨/୨ : ବହୁ ଚର୍ଚ୍ଚିତ ମମିତା ମେହର ହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ତାତି ଉଠିଥିଲା । ମୁଖ୍ୟ ଅଭୁଯୁକ୍ତ ଗୋବିନ୍ଦ ସାହୁକୁ ଗିରଫ ଯାଇ କୋର୍ଟ ଚାଲଣ କରାଯାଇଥିଲା । ଆସନ୍ତା ୧୫ ତାରିଖରେ ଗୋବିନ୍ଦ ସାହୁ କୋର୍ଟ ଚାଲାଣକୁ ୧୨୦ ଦିନ ପୁରୁଥିଲା । ଏହି ଘଟଣାରେ!-->!-->!-->…
ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ
ମେଟ୍ରୋ ଟିଭି ଓଡିଶା,୧୨/୨ : ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ସେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ଅବସରରେ ସମୀକ୍ଷା ବୈଠକ ।
ସୂଚନା ଅନୁଯାୟୀ, ମହାମହିମ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ନେଇ!-->!-->!-->!-->!-->…
ପୁଅ ହେଲା ପର
ମେଟ୍ରୋ ଟିଭି ଓଡିଶା,୧୧/୨ : ହୀରାକୁଦର ହିଣ୍ଡାଲକୋ ଅଫିସର କଲୋନୀରେ ଦୀର୍ଘ ବର୍ଷ ଧରି ରହିଥିବା ଜଣେ ଅମାୟିକ,ସରଳ ଓ ଧର୍ମ ପରାୟଣା ବୃଦ୍ଧା ଶ୍ରୀମତି ସାହୁଙ୍କର ୮୦ ବର୍ଷ ବୟସରେ ବୁଧବାର ଗୋଧୂଳି ବେଳାରେ ପରଲୋକ ହୋଇଯାଇଛି । ହୀରାକୁଦ ହିଣ୍ଡାଲକୋ କମ୍ପାନୀରେ କାର୍ଯ୍ୟରତ!-->!-->!-->…
ନିର୍ବାଚନ ପ୍ରଚାରରେ ସାମିଲ ହେଲେ ବିଦେଶୀ ବୋହୂ
ମେଟ୍ରୋ ଟିଭି ଓଡିଶା,୧୧/୨ : ପାଖେଇ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱି ପ୍ରାର୍ଥୀମାନଙ୍କର ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି । କିଏ ଦୀର୍ଘଦିନ ଧରି ପଞ୍ଚାୟତରେ ରହିଥିବା ଅନେକ ସମସ୍ୟାର!-->!-->!-->…
କେନ୍ଦ୍ରାପଡାରେ ନିର୍ବାଚନୀ ପ୍ରଚାର ଜୋରଦାର
ମେଟ୍ରୋ ଟିଭି ଓଡିଶା,୧୧/୨ : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ୨୨ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର ବିଜେଡି ର ଜିଲ୍ଲା ପରିଷଦ ପ୍ରାଥି ଅପୁ ପରିଡା ନିଜର ଦଳୀୟ ସମର୍ଥନ ମାନଙ୍କୁ ଧରି ଜମ୍ଭୁ ଫେରିଘାଟ ଠାରୁ ଏକ ବିରାଟ ବାଇକ ଶୋଭାଯାତ୍ରା କରି ଥିଲେ ।
ଶକ୍ତି ପ୍ରଦର୍ଶନ କଳା!-->!-->!-->!-->!-->…
ମାତିଛନ୍ତି ସାଇବର ଠକ
ମେଟ୍ରୋ ଟିଭି ଓଡିଶା,୧୧/୨ : ଗାଁ ଗଣ୍ଡାର ଗରିବ ମଣିଷ ଟିଏ ଅକ୍ଲାନ୍ତ ପରିଶ୍ରମ କରି ଯାହା ଅର୍ଥ ଉର୍ପାଜନ କରେ ସେଥିରେ ଅଭାବୀ ପରିବାର ର ତେଲ ଲୁଣ ସଂସାର ଚଳାଇ ଯାହା କିଛି ଅର୍ଥ ବଳିପଡ଼େ ତାହାକୁ ଭବିଷ୍ୟତ ପାଇଁ ବ୍ୟାଙ୍କ ରେ ଏକ ଜମା ଖାତା ଖୋଲି ଜାମା କରେ, ଯଦି ଜମା ଖାତା ରେ ହଠାତ!-->!-->!-->…
ଭରଣପୋଷଣ ପାଇଲେ ତପସ୍ୱିନୀ
ମେଟ୍ରୋ ଟିଭି ଓଡିଶା,୧୧/୨ : ତପସ୍ୱିନୀଙ୍କୁ ୧୭ହଜାର ଟଙ୍କା ଦେଲେ ସୁମିତ୍। ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ମାନ ଜଣାଇ ତପସ୍ୱିନୀଙ୍କ ଭରଣପୋଷଣ ବାବଦକୁ ୧୭ହଜାର ଟଙ୍କା ଦେଇଛନ୍ତି।
ତପସ୍ୱିନୀଙ୍କୁ ୧୭ହଜାର ଟଙ୍କା ଦେଲେ ସୁମିତ୍
ଗତକାଲି ସନ୍ଧ୍ୟାରେ ତାଙ୍କ ଓକିଲଙ୍କ!-->!-->!-->!-->!-->!-->!-->!-->!-->…