Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ସମ୍ଭାବନା
ମେଟ୍ରୋ ଟିଭି ଓଡିଶା,୪/୨ : ପଶ୍ଚିମାଝଡ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ଘଡଘଡି ସହ କୁଆପଥର ବର୍ଷାବେହବାର ସମ୍ଭାବନା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ରାଜଧାନୀରେ ସକାଳେ କୋହଲା ପାଗ ସାଙ୍ଗକୁ ପବନ ମଧ୍ୟ ବହୁଛି । ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ଆରମ୍ଭ ହେଲାଣି ।!-->…
ଓଡିଶାକୁ ମୋଦିଙ୍କ ରେଳ ଅନୁଦାନ
ମେଟ୍ରୋ ଟିଭି ଓଡିଶା,୩/୨ : ଓଡ଼ିଶାକୁ ସର୍ବାଧିକ ରେଳ ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ବର୍ଷ ୯୭୨୩ କୋଟି ଦେଇଛନ୍ତି । ୨୦୦୯ରୁ ୧୪ ପର୍ଯ୍ୟନ୍ତ ବାର୍ଷିକ ହାରାହାରି ୮୩୪ କୋଟି ମିଳୁଥିଲା । ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଅଧିକ!-->…
ନିଖୋଜ ହେଲେ ସମିତିସଭ୍ୟ ପ୍ରାର୍ଥୀ
ମେଟ୍ରୋ ଟିଭି ଓଡିଶା,୩/୨ : ଦିନକୁ ଦିନ ପଚାଂୟତ ନିର୍ବାଚନ ପାଇଁ ବଢିଚାଲିଛି ଲୋକଙ୍କ ମଧ୍ୟରେ ଆଗ୍ରହ । ଏଭଳି ସ୍ଥଳେ ଢେଙ୍କାନାଳରୁ ଆସିଛି ଏକ ହୃଦୟ ବିଦାରକ ଘଟଣା । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିପକାଇଛି । ସୂଚନା ଅନୁସାରେ ନୁଆଗାଁ ପଚାଂୟତ ସମିତି ସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା!-->…
ଓଡିଆ ଅର୍ନିଥୋଲୋଜିଷ୍ଟ ଏବଂ ସାନଖେମୁଣ୍ଡି ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କର ୮୬ ବର୍ଷ ବୟସରେ ଦେହାନ୍ତ
ମେଟ୍ରୋ ଟିଭି ଓଡିଶା,୩/୨ : ବିଶିଷ୍ଟ ଅର୍ନିଥୋଲୋଜିଷ୍ଟ, ସାନଖେମୁଣ୍ଡି ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କର ବୁଧବାର ହୃଦଘାତ ପରେ ଦେହାନ୍ତ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା । ଦେବ ବୁଧବାର ରାତିରେ ହୃଦଘାତରେ ପୀଡିତ ଥିବା ଅଭିଯୋଗ କରି ତାଙ୍କୁ SUM ଡାକ୍ତରଖାନାରେ ଭର୍ତ୍ତି!-->…
ଆତ୍ମନିର୍ଭର ଭାରତ ଓ ନାଗରିକ ସମ୍ବର୍ଦ୍ଧନା ଉତ୍ସବ ପାଳିତ
ମେଟ୍ରୋ ଟିଭି ଓଡିଶା,୩/୨ : ଆଜି କାକଟପୁର ବୀଣାପାଣି ମଣ୍ଡପ ପରିସରରେ ନେହେରୁ ଯୁବ କେନ୍ଦ୍ର ପୁରୀ ଓ ଆନୁକୂଲ୍ୟରେ ଏକ ଆତ୍ମନିର୍ଭର ଭାରତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି lଏଥିରେ ପ୍ରାୟ ୮୦ରୁ ଉର୍ଦ୍ଧ ଯୁବକ ଯୋଗ ଦେଇଥିବା ବେଳେ କୋଭିଡ ନିୟମ ପାଳନ କରି କାର୍ଯ୍ୟକ୍ରମ!-->…
ଧନରେ , ତୁ ବି ହାତ ଯୋଡି ତୋ ପାଇଁ ଭିକ ମାଗ
ମେଟ୍ରୋ ଟିଭି ଓଡିଶା,୩/୨ : ମାଅ ଆଗରେ ପୁଅର ମୃତ୍ୟୁ ପାଖେଇ ଆସୁଛି । ମୃତ୍ୟୁ ଯେମିତି କହୁଛି , ମୁଁ ପାଖେଇ ଆସିଲିଣି । କେଉଁ ମାଆ ବା ସହିବ ଏତେ ନିକଟରେ ପୁଅର ମୃତ୍ୟୁକୁ ଦେଖି । ଏବେ ମୃତ୍ୟୁ ମାଆ-ପୁଅ ମଝିରେ ପାଚେରୀ ହୋଇ ଠିଆ ହୋଇଛି । ହେଲେ ମୃତ୍ୟୁକୁ ହରାଇବା ପାଇଁ ମାଆ ବି ମମତାର!-->…
ପାଳିତ କୁକୁଡାର ମୃତ୍ୟୁରେ ଶବ ସତ୍କାର : ଭାଇରାଲ ହେଲା ଭିଡିଓ
ମେଟ୍ରୋ ଟିଭି ଓଡିଶା,୨/୨ : ମୃତ୍ୟୁ ପରେ ଶୋକ ପାଳନ କରାଯାଇଥାଏ । ଭଲ ପାଉଥିବା ଜିନିଷକୁ ହରାଇ ଶୋକ ଗ୍ରସ୍ଥ ହୁଏ ମଣିଷ। କିନ୍ତୁ କେବେ କେମିତି ଆମେ ଶୁଣିଛନ୍ତି ଯେ ପାଳିତ ପଶୁ, ପକ୍ଷୀ ଓ ଜନ୍ତୁଙ୍କୁ ହରାଇ ମଣିଷ ବି ଭାଙ୍ଗିପଡ଼େ। ମଣିଷ ଭଗଵାନଙ୍କ ଶ୍ରେଷ୍ଠ ସୃଷ୍ଟି ହୋଇଥିବା ବେଳେ!-->…
ରାଜ୍ୟରେ ୨ଦିନ ପୁଣି ଜାରି ରହିବ ବର୍ଷା
ମେଟ୍ରୋ ଟିଭି ଓଡିଶା,୨/୨ : ରାଜ୍ୟରେ କମିଛି ଶୀତ। ପଶ୍ଚିମା ଝଡ଼ ପ୍ରଭାବରେ କାଲିଠୁ ପୁଣି ଭିଜିବ ଓଡ଼ିଶା। ୩ରୁ ୪ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ହୋଇପାରେ । ଏହି ପୂର୍ବାନୁମାନ!-->…
ଶ୍ରୀମନ୍ଦିରରେ ମିଳିବ ଦର୍ଶନ,ଆଜି ପଦ୍ମ ବେଶ ଶ୍ରଦ୍ଧାଳୁଙ୍କ ମନ ଚଳଚଞ୍ଚଳ
ମେଟ୍ରୋ ଟିଭି ଓଡିଶା,୨/୨ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ। ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ମାନେ ବେଶ୍ ନିଷ୍ଠାର ସହ ଏହି ବେଶ ନିର୍ମାଣ ଶେଷ କରିଛନ୍ତି। ଆଜି ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ!-->…
ନିରୀହ ଆଦିବାସୀଙ୍କୁ ଶୋଷଣ କରିଛି ଠିକାଦାର
ମେଟ୍ରୋ ଟିଭି ଓଡିଶା,୧/୨ : ଖୁଣ୍ଟ ପଡିଛି, ତାର ଟଣା ଯାଇଛି, ମିଟର ବି ବସିଛି, ହେଲେ ବିଜୁଳି ସଂଯୋଗ ହୋଇନି। ବର୍ଷେ ହେଲା ମିଟର ବସାଇବା ପାଇଁ ଘର ପିଛା ଦୁଇଶହ ଲେଖାଏଁ ନେଇଛନ୍ତି, କିନ୍ତୁ ବିଦ୍ୟୁତ ସଂଯୋଗ ଦେଲେନି। ଯାହାକୁ ନେଇ ବିଦ୍ୟୁତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ।!-->!-->!-->…