Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
Odisha
All about all odisha state news updates
ବଲାଙ୍ଗିରରେ ମାଓବାଦୀଙ୍କ ଧମକ ଭୋଟ ବର୍ଜବ କର
ମେଟ୍ରୋ ଟିଭି ଓଡିଶା,୧୮/୧: ଆଗକୁ ଅଛି ପଞ୍ଚାୟତ ନିର୍ବାଚନ ବ୍ୟବସ୍ଥା । ଏହି ନିର୍ବାଚନ ଲାଗି ପ୍ରାର୍ଥୀ ପତ୍ର ଦାଖଲ ହେଲାଣି ଓ ନିର୍ବାଚନର ପ୍ରଚାର ପ୍ରସାର ଆରମ୍ଭ ହୋଇଗଲାଣି । ଗାଁ ଗାଁରେ ବୁଲିଲେଣି ପ୍ରାର୍ଥୀ । ଏହି ଭିତରେ ମାଓବାଦୀଙ୍କ ଧମକ ବଲାଙ୍ଗିର ଗ୍ରାମ ଜନସାଧାରଣଙ୍କୁ ଭୟର!-->…
ପରଲୋକରେ ଶାନ୍ତି ଦେବୀ
ମେଟ୍ରୋ ଟିଭି ଓଡିଶା,୧୭/୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲ୍ଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ତାଙ୍କୁ ସାମାନ୍ୟ ଜ୍ବର ହୋଇଥିବାବେଳେ ବିଳମ୍ବିତ ରାତିରେ ହଠାତ୍!-->!-->!-->…
କମେଣ୍ଟ ମରା ହେଲା କାଳ ,ଭୁବନେଶ୍ୱର ରାଜରାସ୍ତାରେ ଗଡିଲା ମୁଣ୍ଡ
ମେଟ୍ରୋ ଟିଭି ଓଡିଶା,୧୬/୧: କମେଣ୍ଟ ମରାକୁ ନେଇ ଗଡିଲା ମୁଣ୍ଡ। ରାଜଧାନୀରେ ବୀଭତ୍ସ ହତ୍ୟା। ବିଚ୍ ରାସ୍ତାରେ ଯୁବକଙ୍କୁ ଛୁରାମାଡ଼ । ଭୁବନେଶ୍ୱର ସୈନିକ ସ୍କୁଲ ନିକଟ ପ୍ରେସ ଛକ ଠାରେ ହତ୍ୟାକାଣ୍ଡ ଘଟିଛି । ଗୋଷ୍ଠୀ ବିବାଦରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ରାସ୍ତାକଡ଼ ଫୁଟ୍ପାଥରେ ଉଭୟ!-->…
ଆସନ୍ତା ୩ଦିନ ଶୀତରେ ଥରିବ ଓଡିଶା
ମେଟ୍ରୋ ଟିଭି ଓଡିଶା,୧୬/୧: ବର୍ଷା ସରିଯିବା ପରେ ରାଜ୍ୟରେ ଏବେ ଶୀତର ଲହରି ଆସିବ । ପୂଣି ଜାରି ହେବ ଶୀତର ପ୍ରକୋପ । ଆଗାନୀ ୩ଦିନ ଅସହ୍ୟ ଶୀତରେ ଥରିବ ପୁରା ଓଡିଶା । ଏହାକୁ ନୋଇ ପୂର୍ବାନିମାନ କରିଛି ପାଣିପାଗ ବିଭାଗ । ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ଧୀରେ ଧୀରେ କମି!-->…
ରାଜ୍ୟରେ ବଢିବ ଶୀତ
ମେଟ୍ରୋ ଟିଭି ଓଡିଶା,୧୫/୧: ରାଜ୍ୟରେ ଏବେ ବଦଳିବ ପାଗ । ବର୍ଷା ସରବା ପରେ ଏବେ ଶୀତର ପ୍ରକୋପରେ ଥରିବ ସାରା ଓଡିଶା । ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ସମ୍ଭାବନା ରହିଛି । ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪!-->!-->!-->…
ବିଦେଶୀ ପକ୍ଷୀଙ୍କ କିଚିରିମିଚିରିରେ କମ୍ପୁଛି ଭିତରକନିକା
ମେଟ୍ରୋ ଟିଭି ଓଡିଶା,୧୪/୧: ବିଦେଶୀ ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଭିତରକନିକା । ଏବେ ଏହି ପକ୍ଷୀ ମାନଙ୍କର ଗଣନା କରାଯାଉଛି । ଭିତରକନିକାରେ ବଢ଼ିଛି ପକ୍ଷୀ ସଂଖ୍ୟା। ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ ଚଳିତବର୍ଷର ବିଦେଶାଗତ ପକ୍ଷୀ ଗଣନା ଶେଷ ହୋଇଛି । ମୋଟ ୧ଲକ୍ଷ ୩୮!-->…
ଓଡିଆଙ୍କ ବଡପର୍ବ ମକର ସଂକ୍ରାନ୍ତି , ମକର ଚୌରାସି ବେଶରେ ଶ୍ରୀଜିଉ
ମେଟ୍ରୋ ଟିଭି ଓଡିଶା,୧୪/୧: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ଭାରତବର୍ଷରେ ଏହି ମକର ସଂକ୍ରାନ୍ତି ବହୁ ଧୂମଧାମରେ ପାଳନ କରନ୍ତି । କିନ୍ତୁ କରୋନା ପାଇଁ ଧାର୍ମିକ ପୀଠସ୍ଥଳକୁ ଭକ୍ତଙ୍କୁ ବାରଣ କରାଯାଇଛି । ମକର ମେଳା ପାଇଁ ଲକ୍ଷ ଲକ୍ଷ ଲୋକ ବୁଡ ପକାଉଛନ୍ତି ।କଟକଣା ଅନୁସାରେ,!-->!-->!-->…
ମିହିରଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯାଉ
ମେଟ୍ରୋ ଟିଭି ଓଡିଶା,୧୩/୧: ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବର୍ଷୀୟାନ୍ କଳାକାର ମିହିର ଦାସଙ୍କ ଦେହାନ୍ତ ପରେ ତାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ଦିଆଯାଉ ବୋଲି ଦାବି କରାଯାଉଛି । ଏହା ସହ କଟକର ଏକ ରାସ୍ତାକୁ ତାଙ୍କ ନାମରେ ନାମକ କରିବାକୁ କହିଛନ୍ତି ଅଭିନେତା ଶ୍ରୀତମ ଦାସ ।ଗତକାଲି!-->!-->!-->…
ଆଜି ୧୩ ଜିଲ୍ଲାରେ କୁଆପଥର ସାଙ୍ଗକୁ ବର୍ଷା ସମ୍ବାବନା
ମେଟ୍ରୋ ଟିଭି ଓଡିଶା,୧୨/୧: ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଛି। ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଗତକାଲି ବିଭିନ୍ନ ସ୍ଥାନରେ ଘଡଘଡି ସହ କୁଆପଥର!-->…
ଆଜି ପବିତ୍ର ଶାମ୍ବ ଦଶମୀ
ମେଟ୍ରୋ ଟିଭି ଓଡିଶା,୧୨/୧: ପୌଷମାସ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ ଏହି ଶାମ୍ବ ପର୍ବ । ଏହି ଶାମ୍ବ ଦଶମୀରେ ବିଶେଷ କରି ସୂର୍ଯ୍ୟଙ୍କୁ ପୂଜା କରାଯାଇଥାଏ । ରୀତି ନୀତି ପରମ୍ପରା ସହ ବିଭିନ୍ନ ପ୍ରକାରର ସୁସ୍ବାଦୁ ବ୍ୟଞ୍ଜନ ସୂର୍ଯ୍ୟଙ୍କୁ ଅର୍ପଣ କରାଯାଏ । ସନ୍ତାନ ସନ୍ତତିଙ୍କ ମଙ୍ଗଳ!-->…