Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଇଫ୍କୋ ସଲ୍ଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍ଘାଟନ ଅବସରରେ ଉପସ୍ଥିତ ତିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅମିତ ଶାହ ଦେଶର ଜଣେ ଦୃଢ଼ ଏବଂ ଦ୍ରୁତ ନିଷ୍ପତ୍ତି ଗ୍ରହଣ କରୁଥିବା ନେତା…
ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
କଟକ ମୁଣ୍ଡୁଳି ସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । CISF କ୍ୟାମ୍ପରେ ଅମିତ ଶାହ ସମ୍ବୋଧନ ଦେଇଥିଲେ । ଏହି ଅବସରରେ CISF ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ଆଉ କହିଥିଲେ ଔଦୋଗିକ ବିକାଶର ସମ୍ଭାବନା CISF ବିନା ଅସମ୍ଭବ ।
ଆହୁରି ବି…
ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
ଭୁବନେଶ୍ୱର: ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ରାଜନୈତିକ ବାତାବରଣ ବେଶ୍ ଉଷ୍ମ ହୋଇଛି। ଶେଷ ଦିନରେ ମୋଟ୍ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ପ୍ରଥମ ତିନୋଟି ଆସନରେ ପ୍ରାର୍ଥୀମାନେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେବା ନିଶ୍ଚିତ ଜଣାପଡୁଛି। ମାତ୍ର…
ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ହଟଚମଟ। ଆଜି ସନ୍ଧ୍ୟାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ବିଜେପିର ପ୍ରମୁଖ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ରୁଦ୍ଧଦ୍ୱାର ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ବିଜେପି ସାଧାରଣ…
ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
ସେବା, ତ୍ୟାଗ, ଓଡ଼ିଆ ସ୍ବାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ। କୋଟି କୋଟି ଓଡିଆଙ୍କ ଜାତିପ୍ରାଣ । ମହାନ ରାଷ୍ଟ୍ରନୀତିଜ୍ଞ, କଳିଙ୍ଗର ସ୍ବର୍ଣ୍ଣାଭ ସ୍ବାକ୍ଷର ବିଜୁ ବାବୁ। ଶିକ୍ଷା, ଶିଳ୍ପ, ସ୍ବାସ୍ଥ୍ୟ ସେବାର ମୂର୍ତ୍ତିମନ୍ତ ପ୍ରତୀକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଜି ଜନ୍ମ ତିଥୀ ।…
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଅସୁସ୍ଥତା କାରଣରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ…
ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା। କମନ୍ କ୍ୟାଣ୍ଡିଡେଟ୍ ଭାବେ ଡକ୍ଟର ଦତ୍ତେଶ୍ଵର ହୋତା କଂଗ୍ରେସ ଏବଂ ବିଜେଡିର ସମର୍ଥନରେ ନାମାଙ୍କନ ଭରିଛନ୍ତି। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି…
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି । ତେବେ କୌଣସି ଅଭିଯୁକ୍ତଙ୍କୁ ବୋର୍ଡର…
ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ । ଭିନ୍ନ ଭିନ୍ନ ସ୍ଥାନରେ ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ । ଜଣେ ବଡମ୍ବାର ଓ ଅନ୍ୟ ଜଣେ ଯାଜପୁରର । ସେହିପରି ଦିଗମ୍ବରପୂର ନିକଟ ବ୍ରାହ୍ମଣୀ ନଦୀରେ ବୁଡି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପୁରୀ କେନାଲରେ ବୁଡି ଜଣଙ୍କର ମୃତ୍ୟୁ ହୋଇଥିବା…
ଆଜି ରଙ୍ଗର ପର୍ବ ହୋଲି
ଆଜି ହେଉଛି ହୋଲି। ରଙ୍ଗର ପର୍ବ, ଖୁସି, ଉତ୍ସାହର ଦିନ। ରଙ୍ଗର ଏହି ପର୍ବକୁ ନେଇ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ। ସବୁଠି ହୋଲି ପର୍ବର ଉତ୍ସବ ଦେଖିବାକୁ ମିଳୁଛି । ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ…