Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
ମଧ୍ୟ ପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଏବଂ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ତତ୍ପରତା ପ୍ରକାଶ କରିଛନ୍ତି। ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…
ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି । ଏହାରି ଭିତରେ ଭଗବାନଙ୍କ ସହ ହୋଲି ଖେଳିଛନ୍ତି ଭକ୍ତ । ଦୋଳବେଦୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଭକ୍ତଙ୍କ ସହ ଫଗୁ ଅବିର ଖେଳିଥିବା ବେଳେ ଏହି ସୁଯୋଗକୁ…
ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
ଆଜି ଦୋଳପୂର୍ଣ୍ଣିମାରେ ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ । ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ । ଏହାର ୯ ଘଣ୍ଟା ପୂର୍ବରୁ ଅର୍ଥାତ ସକାଳ ୬ଟା ୨୦ ମିନିଟ୍ରୁ ହେଲା ପାକ ତ୍ୟାଗ ଅର୍ଥାତ ହାଣ୍ଡିଛାଡ଼ । ସନ୍ଧ୍ୟା ୬ଟା ୪୭ ମିନିଟ୍ରେ ସର୍ବମୋକ୍ଷ ହୋଇଛି । ସୂର୍ଯ୍ୟୋଦୟରୁ ଗ୍ରହଣ…
ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
ଆଜି ପବିତ୍ର ଦୋଳପୂର୍ଣ୍ଣିମା। ଚଳିତବର୍ଷର ଆଜି ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ିଛି। ଏହି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହେଉଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କର ସୁନାବେଶ ଅନୁଷ୍ଠିତ ହେବ।
ସେହିପରି ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
ବିଜେପିର ବିଧାୟକ ଦଳ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ । ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ପହଞ୍ଚିବାକୁ ମନ୍ତ୍ରୀ ଏବଂ ବିଧାୟକଙ୍କୁ ଡାକରା । ରାଜ୍ୟସଭା ନିର୍ବାଚନ ନେଇ ହୋଇପାରେ ଆଲୋଚନା ।ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚୁଛନ୍ତି ଜଣଙ୍କ…
ସରିଲା ମାଟ୍ରିକ୍ ପରୀକ୍ଷା, ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ
ସରିଲା ମାଟ୍ରିକ ପରୀକ୍ଷ । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଦେଇଛନ୍ତି ସାଢ଼େ ୫ଲକ୍ଷ ପରୀକ୍ଷାର୍ଥୀ । ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ…
ଦଳରୁ ବହିଷ୍କାର ପରେ ଅସନ୍ତୋଷ ଜାହିର କରିଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ
ଗତକାଲି ଦଳରୁ ବହିଷ୍କାର ପରେ ଆଜି ନିଜର ଅସନ୍ତୋଷ ଜାହିର କରିଛନ୍ତି ଚୌଦ୍ୱାର କଟକ ର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ସାଂସଦ ଦେବାଶିଷ ସାମନ୍ତରାୟଙ୍କୁ ପ୍ରଭାତ ବିଶ୍ବାଳ କଡ଼ା ଟାର୍ଗେଟ୍ କରିଛନ୍ତି । ଏବଂ କହିଛନ୍ତି ଦେବାଶିଷ ସାମନ୍ତରାୟଙ୍କ ପାଇଁ ମୁଁ ଲାଲ୍ ପିନ୍ଧୁଛି। ମୁଁ କ’ଣ…
ରାଜଧାନୀରେ ୟୁଟ୍ୟୁବର ହତ୍ୟା ମାମଲାରେ ଜଣେ ଯବାନଙ୍କ ସହ ୩ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୁଲିସ୍
ରାଜଧାନୀରେ ୟୁଟ୍ୟୁବର ହତ୍ୟା ମାମଲାରେ ଜଣେ ଯବାନଙ୍କ ସହ ୩ ଜଣଙ୍କୁ ଗିରଫ କରାଯାଇଛି। ଜଣେ ଯବାନ ଓ ତାଙ୍କର ଦୁଇ ପୁତୁରାକୁ କମିଶନରେଟ୍ ପୁଲିସ୍ ଗିରଫ କରିଛି। ମିଳିଥିବା ସୂଚନା ଅନୁଯାୟୀ ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା…
ରାଜଧାନୀରେ ୟୁଟ୍ୟୁବ ବ୍ଲଗରଙ୍କୁ ହାଣି ହାଣି ହତ୍ୟା
ରାଜଧାନୀରେ ଗଡ଼ିଲା ମୁଣ୍ଡ। ୟୁଟ୍ୟୁବ ବ୍ଲଗରଙ୍କୁ ହାଣି ହାଣି ହତ୍ୟା। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଘଟିଛି ହତ୍ୟାକାଣ୍ଡ। ମୃତକ ଜଣକ ହେଲେ ରାହୁଲ ମହାରଣା। ଶନିବାର ରାତି ପ୍ରାୟ ୧୧ଟା ୧୫ରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି । ସଂପୃକ୍ତ ଯୁବକଙ୍କୁ ରକ୍ତ…
ବିଜେପିରୁ ଆସିଲା ବଡ଼ ଖବର: ରାଜ୍ୟସଭା ଯିବେ ମନମୋହନ ସାମଲ!
ଓଡ଼ିଶା ରାଜନୀତିରୁ ଏବେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟସଭା ଯିବା ନେଇ ଚର୍ଚ୍ଚା ଜୋର ଧରିଛି। ବିଜେପି ଶୀର୍ଷ ନେତୃତ୍ୱ ତାଙ୍କ ନାମ ଉପରେ ମୋହର ମାରିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।
ରାଜ୍ୟରେ ବିଜେପିର…